‘ଏସ୍ ଅଫ୍ ସ୍ପେସ୍’ ସିଜନ୍-୨ରେ ପ୍ରକୃତି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଗୋଟିକ ପରେ ଗୋଟିଏ ସଫଳତାର ପାହାଚ ଚଢୁଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ରାଜ୍ୟ ପାଇଁ ଆଉ ଏକ ଗୌରବ ଆଣିଛନ୍ତି। ଜାତୀୟ ଟେଲିଭିଜନ ଚ୍ୟାନେଲ ଏମ୍ ଟିଭିରେ ପ୍ରସାରିତ ରିୟଲିଟି ଶୋ’ ‘ଏସ୍ ଅଫ୍ ସ୍ପେସ୍’ ସିଜନ ୨ରେ ପ୍ରଥମ…
ସଭାପତି ପଦରେ ରହିଲେ ନିରଞ୍ଜନ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଓଡ଼ିଶା କଂଗ୍ରେସକୁ ସଜାଡିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ପ୍ରକଟ କରିଛନ୍ତି। ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇ, ୨୦୧୯ ସାଧାରଣ ନିର୍ବାଚନ ପାଇଁ ଗଠନ କରାଯାଇଥିବା ସମସ୍ତ କମିଟିକୁ ଭାଙ୍ଗି…
ସପ୍ତମ ଅର୍ଥନୈତିକ ଗଣନା ଆରମ୍ଭ:ଅଣକୃଷି ଅର୍ଥନୈତିକ କାର୍ଯ୍ୟକଳାପ ଜାଣିବାକୁ ବ୍ୟାପକ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ସପ୍ତମ ଅର୍ଥନୈତିକ ଗଣନା ସୋମବାରଠାରୁ ଆରମ୍ଭ କରାଯାଇଛି। ଲୋକସେବା ଭବନଠାରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଏହି ଗଣନାର ଶୁଭାରମ୍ଭ କରିଛନ୍ତି। ଏହାସହ ଅର୍ଥନୈତିକ ଗଣନା ନିମନ୍ତେ ସ୍ବତନ୍ତ୍ର ଭାବେ ଏକ ସ୍ବତନ୍ତ୍ର ମୋବାଇଲ୍ ଆପ୍ ଲୋକାର୍ପିତ ହୋଇଛି।…
ଆସୁଛି ୨ଟି ଲଘୁଚାପ:୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ…
ଲଲାଟ ଇନ୍ଦୁ ପରିଜାଙ୍କ ଦେହାନ୍ତ
ଭୁବନେଶ୍ୱର, ୨୭।୮(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଲଲାଟ ଇନ୍ଦୁ ପରିଜାଙ୍କର ସୋମବାର କଟକସ୍ଥିତ ଏକ ଘରୋଇ ନର୍ସିଂହୋମରେ ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ପରିଜା ତାଙ୍କ କାର୍ଯ୍ୟକାଳ ମଧ୍ୟରେ…
ତଦନ୍ତ ଆଳରେ ରାଜକୋଷ ବରବାଦ: ୨୦ ବର୍ଷରେ ୨୭ ତଦନ୍ତ କମିଶନ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଘଟୁଥିବା ଗୁଳିକାଣ୍ଡ, ହତ୍ୟା, ବଳାତ୍କାର, ମଦ ମୃତ୍ୟୁ, ପୋଲିସ ନିର୍ଯାତନା, ସାମ୍ପ୍ରଦାୟିକ ହିଂସା ଆଦି ବିଭିନ୍ନ ସତ୍ୟାସତ୍ୟ ଜାଣିବା ଘଟଣା ପାଇଁ ରାଜ୍ୟ ସରକାର ବସାଉଛନ୍ତି ତଦନ୍ତ କମିଶନ। ବର୍ଷ ପରେ ବର୍ଷ ଗଡ଼ି ଚାଲିଛି। ଶେଷ ହେଉନି…
ଦାୟିତ୍ୱ ଗ୍ରହଣ କଲେ ଅଗ୍ନିଶମ, ହୋମ୍ଗାର୍ଡ ଆଇଜି ଅସିତ୍ ପାଣିଗ୍ରାହୀ
କଟକ ଅଫିସ, ୨୭।୮: ଅଗ୍ନିଶମ ଓ ହୋମ୍ଗାର୍ଡ ନୁତନ ଆଇଜି ଭାବେ ଅସିତ୍ ପାଣିଗ୍ରାହୀ ସୋମବାର ଅଗ୍ନିଶମ ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ କାର୍ଯ୍ୟରତ ଥିବା ରାଜେଶ କୁମାର ତାଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ ହସ୍ତାନ୍ତର…
ରବୀନ୍ଦ୍ରମଣ୍ଡପ-ବିମାନବନ୍ଦର ରାସ୍ତା ହେଲା ନୋ ଓଭରଟେକିଂ ଜୋନ୍: ଉଲ୍ଲଂଘନକାରୀଙ୍କୁ ଧରାଇବ ଡ୍ରୋନ୍
ଭୁବନେଶ୍ୱର, ୨୭।୮(ବ୍ୟୁରୋ):ରାଜଧାନୀରେ ବେପରୁଆ ଗାଡ଼ି ଚାଳକମାନେ ସାବାଡ଼ ହେବେ। ସାପ ଗଲା ଭଳି ଗାଡି ଚଲାଇ ଓଭରଟେକିଂ କରୁଥିଲେ ଚାଳକଙ୍କୁ ଧରିବ ଡ୍ରୋନ୍ କ୍ୟାମେରା। ଏହାପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ରବୀନ୍ଦ୍ରମଣ୍ଡପ ଛକରୁ ବିମାନବନ୍ଦର ରାସ୍ତାକୁ…
ରେଳ, ଟେଲିକମ୍, ବ୍ୟାଙ୍କିଙ୍ଗ ସୁବିଧା ଦିଅ: ନବୀନ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମାଓବାଦୀ ପ୍ରଭାବିତ ଜିଲାଗୁଡିକରେ ପର୍ଯ୍ୟାପ୍ତ ରେଳ, ଟେଲି ଯୋଗାଯୋଗ ଏବଂ ବ୍ୟାଙ୍କ ସୁବିଧା ଯୋଗାଇ ଦିଆଯାଉ। ସୋମବାର ନୂଆଦିଲ୍ଲୀଠାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓବାଦୀପ୍ରବଣ ରାଜ୍ୟଗୁଡିକୁ ନେଇ ଅନୁଷ୍ଠିତ ଆନ୍ତଃରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ…
ଆଜିଠୁ ୭୫ ମିଟର ଉଚ୍ଛେଦ ଅଭିଯାନ
ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ତ୍ୟାଗ କର। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନ ପରେ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଲଙ୍ଗୁଳି ମଠ…
ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ ବର୍ଷ ହେଲା ନାନା ଅସୁବିଧାରେ କାଳାତିପାତ କରୁଛନ୍ତି। ଜିଲା ପ୍ରଶାସନ କିମ୍ବା ସ୍ଥାନୀୟ ନିର୍ବାଚିତ…
ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବିକ୍ଷୋଭ
ବାରିପଦା ଅଫିସ,୨୭ା୮- ରାଜ୍ୟ ସରକାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି। ଏହାକୁ ବିଭିନ୍ନ ଛାତ୍ର ସଂଗଠନ ବିରୋଧ କରୁଛନ୍ତି। ମୟୂରଭଞ୍ଜ ଜିଲାର ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ମଧ୍ୟ ଏହାକୁ ବିରୋଧ…
Archives


