ରାଜ୍ୟ

୬ ଇଞ୍ଚ ଦବିଲା ଆପ୍ରୋଚ ରୋଡ୍‌ : ରାଜଧାନୀରେ ପୁଣି ଫ୍ଲାଏଓଭର ଆତଙ୍କ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ) : ଭୁବନେଶ୍ୱର ବମିଖାଲ ଫ୍ଲାଏଓଭର ନିର୍ମାଣ ବେଳେ ୨ ବଡ଼ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯିବା ଘଟଣା ଏବେ ବି ଲୋକଙ୍କ ମନରେ ତାଜା ରହିଛି। ସେହିପରି ଲୋକମାନେ ଯାତାୟାତ କରିବାବେଳେ ରସୁଲଗଡ଼ ଫ୍ଲାଏଓଭରରୁ ବଡ଼ କଂକ୍ରିଟ୍‌ ଖସିବା…

ସେପ୍ଟେମ୍ବର ପହିଲାରୁ ନୂଆ ଟ୍ରାଫିକ ନିୟମ : ଲୋକଙ୍କୁ ସଚେତନ କରାଇବାକୁ ବୋର୍ଡ ଲଗାଇଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୫।୮(ବ୍ୟୁରୋ) : ଟ୍ରାଫିକ ନିୟମ ଉଲ୍ଲଙ୍ଘନ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ସଚେତନ କରାଯାଇଛି। କମିଶନରେଟ୍‌ ପୋଲିସ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟ୍ରାଫିକ ଉଲ୍ଲଙ୍ଘନକାରୀଙ୍କ ରହିଥିବା ଦଣ୍ଡବିଧାନ ସମ୍ପର୍କରେ ବାର୍ତ୍ତା ଦିଆଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ଏହି ନିୟମ ଲାଗୁହେବ।…

ମେଘନାଦ ପାଚେରି ସ୍ଥିତି ପରଖିଲେ ଏଏସ୍‌ଆଇ ଅଧିକାରୀ

ପୁରୀ ଅଫିସ,୨୫।୮: ମେଘନାଦ ପାଚେରିକୁ ଲାଗି ରହିଥିବା ସମସ୍ତ ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ ହୋଇଛି। ଏହାପରେ ଶନିବାର ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଅବରୋଧ ଥିବା ସ୍ଥାନରେ ପାଚେରି କାମ ହୋଇପାରି ନ ଥିବାରୁ ବର୍ତ୍ତମାନ…

ମନବୋଧଙ୍କ ମୁହଁକୁ ଗ୍ରାସ କରିଚାଲିଛି ଟ୍ୟୁମର: ‘ସହାୟତା ନ ଦେଲେ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ଦିଅ’

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଯେଉଁ ବୟସରେ ରୋଜଗାର କରି ପରିବାର ପାଇଁ ସହାୟକ ହେବା କଥା, ସେହି ବୟସରେ ଜୀବନ ପାଲଟିଯାଇଛି ନର୍କ। କାରଣ ମୁହଁକୁ ଗ୍ରାସ କରିଚାଲିଛି ଏକ ଟ୍ୟୁମର। ତାହାର ପ୍ରଭାବରେ ଗୋଟିଏ ଆଖି ଆଉ ଦେଖାଯାଉନାହିଁ। ମୁହଁ କଦର୍ଯ୍ୟ ହୋଇଯାଇଥିବାରୁ…

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଦୌଡ଼ରାଣୀ ଦୂତୀ ଚାନ୍ଦ ଶନିବାର ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ…

ନଭେମ୍ବର ୩ରୁ ରେଲ୍‌ଓ୍ବେର ରାମାୟଣ ସର୍କିଟ ଟୁର୍‌: ଭାରତ ଓ ଶ୍ରୀଲଙ୍କାରେ ତୀର୍ଥ ଭ୍ରମଣର ସୁଯୋଗ; ଭାରତ ପାଇଁ ୧୬୦୬୫, ଶ୍ରୀଲଙ୍କା ପାଇଁ ୩୬୯୫୦ ଟଙ୍କା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାମାୟଣ କଥାବସ୍ତୁର ପ୍ରତ୍ୟକ୍ଷ ଅନୁଭବ ତଥା ତୀର୍ଥ ଯାତ୍ରା ପାଇଁ ଆଗ୍ରହୀ ବ୍ୟକ୍ତିଙ୍କ ଲାଗି ଖୁସି ଖବର। ବିଳାସପୂର୍ଣ୍ଣ ରେଳ ଓ ବିମାନରେ ଭାରତ ଓ ଶ୍ରୀଲଙ୍କାରେ ଥିବା ରାମଙ୍କ ସହ ଜଡ଼ିତ ତୀର୍ଥସ୍ଥାନ ବୁଲିବା ପାଇଁ ସୁଯୋଗ…

ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: ଦୋକାନ ଭାଙ୍ଗିଲେ, ବ୍ୟବସାୟୀଙ୍କ ହାତ ହାଣିଲେ

ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍‌ ମାଲିକଙ୍କୁ ଆକ୍ରମଣ ଘଟଣାର ୨୪ଘଣ୍ଟା ନ ପୂରୁଣୁ ଶନିବାର କୁମ୍ଭାରପଡ଼ା ଥାନା ଅଧୀନ ରେଡକ୍ରସ ରୋଡ଼ରେ ୪ଜଣ…

ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ

ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ ହେବ। ଭିତ୍ତିଭୂମି, ନୂଆ ରାସ୍ତା, ସେତୁ, ପାର୍କିଂ, ସଂରକ୍ଷଣ, ସୌନ୍ଦର୍ଯ୍ୟକରଣ, ପୁନରୁଦ୍ଧାର ଆଦି କାମ…

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଏକାଧିକ ମାମଲାରେ ଜଡିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ଗୋଖା…

ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ

ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ନନ୍ଦୋତ୍ସବ ଲାଗି ଶନିବାର ମଙ୍ଗଳ ଆଳତି ବଢିବା…

କେନ୍ଦୁଝର ଜିଲା ଚିଠି: ତଥାପି ଉଜୁଡୁଛି ଜଙ୍ଗଲ

କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ପରିସୀମା ଓ ଘନତ୍ୱ ହ୍ରାସ ପାଇବାରେ ଲାଗିଛି। ଏଥିସହିତ ତାଳଦେଇ ଜଳବାୟୁ ପରିବର୍ତ୍ତନ ସହିତ ଜଳାଭାବ ଗୁରୁତର ରୂପ ନେଇଛି। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ବାର୍ଷିକ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଥିଲେ…

ରାଜ୍ୟ ସରକାରଙ୍କ ଘୋଷଣାକୁ ଗଜପତି ମହାରାଜାଙ୍କ ସ୍ବାଗତ: ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖାଯାଉ

ପୁରୀ ଅଫିସ, ୨୫।୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତେବେ ଐତିହ୍ୟ ଓ ପରମ୍ପରାକୁ ପ୍ରଥମେ ଦୃଷ୍ଟିରେ ରଖାଯାଉ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri