ରାଜ୍ୟ

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ ଡମ୍ବରୁଧର ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି । ଉକ୍ତ ଘଟଣା ଜଣାପଡ଼ିବା ପରେ ଶନିବାର…

ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର କାର୍ଯ୍ୟାଳୟ ସାମ୍ନାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଶାଖା ତରଫରୁ ବିକ୍ଷୋଭ ସହ…

ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା : ଜଳ ସଂରକ୍ଷଣ, ପ୍ରୋତ୍ସାହନ ନିମନ୍ତେ ଆଲୋଚନା

କର୍ଲାମୁଣ୍ଡା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ପଞ୍ଚାୟତରେ ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେଗେଡା ଗ୍ରାମପଞ୍ଚାୟତଠାରେ ସରପଞ୍ଚ ସୁଶାନ୍ତ ପରିଡାଙ୍କ ସଭାପତିତ୍ୱରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜଳ ସଂରକ୍ଷଣ,…

ଜେଟ୍‌ଲୀଙ୍କ ବିୟୋଗ: ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା ସ୍ଥଗିତ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗ ଯୋଗୁ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ହେବାକୁ ଥିବା କର୍ମଶାଳା ସ୍ଥଗିତ କରାଯାଇଛି। ଦଳୀୟ ସାଙ୍ଗଠନିକ ନିର୍ବାଚନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବାକୁ ଥିଲା।…

ଜେଟ୍‌ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ ସଭ୍ୟ ଏବଂ ବିଦ୍ୱାନ୍‌ ଥିଲେ। ଗଣତନ୍ତ୍ର ପ୍ରତି ତାଙ୍କର ଯୋଗଦାନ ପ୍ରଗାଢ଼ ରହିଥିଲା ବୋଲି…

ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ରାଜ୍ୟ ଭାଜପା ପକ୍ଷରୁ ଶୋକ ପ୍ରକାଶ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି ତଥା ଏମ୍‌ପି ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର…

ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ

ଆଳି, ୨୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଲୋକାପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ପ୍ରାୟ ୮ଟାରେ ଦୁଇ ଶିଶୁ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ଲୋକାପଡ଼ା ଗ୍ରାମର ମହମ୍ମଦ ଫରିଦଙ୍କ ପୁଅ…

ଆଜିଠାରୁ ଭୁବନେଶ୍ୱର-ଜୁନାଗଡ଼ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨୪।୮ (ବ୍ୟୁରୋ): କଳାହାଣ୍ଡିବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ୱରରୁ ଜୁନାଗଡ଼ ପର୍ଯ୍ୟନ୍ତ ସ୍ବତନ୍ତ୍ର ଭାବେ ଚାଲିବ ଟ୍ରେନ୍‌। ଭୁବନେଶ୍ୱର-ଜୁନାଗଡ଼ ରୋଡ୍‌-ଭୁବନେଶ୍ୱର ଏକ୍ସପ୍ରେସ (ନଂ.୧୮୪୩୭-୧୮୪୩୮) ଶନିବାରଠାରୁ ଯାତ୍ରା ଆରମ୍ଭ କରିବ। ପୂର୍ବରୁ ହୀରାଖଣ୍ଡ ଏକ୍ସପ୍ରେସ ସହ ଯୋଡ଼ି ହୋଇ ଜୁନାଗଡ଼ ଯାଉଥିଲା…

ଅକ୍ଟୋବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଏହି କାର୍ଯ୍ୟକୁ ତଦାରଖ କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ୭ ଜଣିଆ କମିଟି ଗଠନ କରିଛନ୍ତି।…

ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦ୍ରାପଡା, ମୟୂରଭଞ୍ଜ,…

ପ୍ରତିମାସ ୨୩ରେ ଛତୁଆ ମିଶ୍ରଣ, ୧ରେ ବଣ୍ଟନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତିଙ୍କ ଅତିରିକ୍ତ ପୁଷ୍ଟି ସାଧନ ପାଇଁ ଛତୁଆ ଯୋଗାଣ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏବଂ ଉତ୍କୃଷ୍ଟ ମାନ ବଜାୟ ରଖିବା ପାଇଁ…

‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ୍‌ ଭୁଆଁ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ହାଇଦ୍ରାବାଦର ରାମୋଜୀ ଫିଲ୍ମ ସିଟି ଢାଞ୍ଚାରେ ଓଡ଼ିଶାରେ ନିର୍ମାଣ ହେବ ଏକ ବୃହତ୍‌ ଫିଲ୍ମ ସିଟି। ଫିଲ୍ମ ସିଟିରେ ଏକାଧିକ ଫିଲ୍ମ ଷ୍ଟୁଡିଓ କମ୍ପ୍ଲେକ୍ସ ସହ ବଡ ବଡ ଲକ୍ଜୁରୀ ତଥା ତାରକା ହୋଟେଲ, ମଲ୍ଟି କୁଇଜିନ୍‌ ରେଷ୍ଟୁରାଣ୍ଟ, ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri