ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର
ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ ପାଇଁ…
ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା
କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଦଗଡ଼ ରେଲୱେ ଫାଟକ ଦେଇ ଯାଇଥିବା ପଦ୍ମପୁର-ନୂଆଗାଁ ରାସ୍ତା…
କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ
ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର ପ୍ରତିଯୋଗିତା ଲାଗିରହିଥିଲା। ଭଦ୍ରକ ଜିଲାରେ ହିତାଧିକାରୀଙ୍କୁ ବର୍ତ୍ତମାନ ସୁଦ୍ଧା ଦୁଇଥର କାଳିଆ ଯୋଜନା ଟଙ୍କା…
ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା
ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ କଂକ୍ରିଟ ରାସ୍ତା, ଘର ବୃଦ୍ଧି ପାଉଛି। ସେହିପରି ଜନବସତି ବୃଦ୍ଧି ଯୋଗୁ ଜଙ୍ଗଲ…
ଶେରଗଡ଼ ବ୍ଲକରେ ବନ୍ଦ ହେଲାଣି ୩ ବିଦ୍ୟାଳୟ
ଶେରଗଡ,୨୪ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକରେ ଚଳିତବର୍ଷ ୩ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କଲାଣି। ଗ୍ରାମବାସୀଙ୍କ ସହ ଆଲୋଚନା ନ କରି ଏକତରଫା ଭାବେ ଜିଲା ଶିକ୍ଷା ବିଭାଗ ଏହିସବୁ ବିଦ୍ୟାଳୟକୁ ବନ୍ଦ କରିଦେଇଛି ବୋଲି ନରେନ୍ଦ୍ରପୁର ସରପଞ୍ଚ ବିନୋଦ ବେହେରା କହିଛନ୍ତି।…
ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ
ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ ମଧ୍ୟ ରହିଛି ା ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ନେଇ ଗତ ସପ୍ତାହରେ ହୋଇଥିବା ଜିଲାପରିଷଦ ବୈଠକରେ…
ଏମ୍ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ
ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ ଏହି ସୂଚନା ଦେଇଛନ୍ତି । ଏଥିପାଇଁ ଭଞ୍ଜନଗର ଓକିଲ ସଂଘର ନିରନ୍ତର ପ୍ରୟାସକୁ ସାହୁ…
‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’
ବ୍ରହ୍ମପୁର ଅଫିସ୍,୨୪ା୮-କ୍ୟାମ୍ପସ୍ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ ନିନ୍ଦା କରୁଥିବା ବେଳେ ଆଉ କେତେକ ସ୍ବାଗତ କରୁଛନ୍ତି। ବ୍ରହ୍ମପୁରରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ…
ଲୁଟିନେଲେ ୨୯ ଟନ୍ ଲୁହାଛଡ଼
ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ନଂ. ଜାତୀୟ ରାଜପଥର ପରମହଂସପୁର ଛକ ନିକଟରୁ ଗୁରୁବାର ଅପରାହ୍ନରେ ବଡ଼ଧରଣର ଲୁଟ୍ ହୋଇଛି। ବୋଲେରୋରେ ଆସିଥିବା ୪ଜଣ ଦୁର୍ବୃତ୍ତ ଏକ ଟ୍ରେଲର (ଜେଏସ୍ ୦୯ ଡି ୨୭୨୧)କୁ କୌଶଳକ୍ରମେ ଅପହରଣ କରି…
ଉଛୁଳିଲା ଗମ୍ଭାରିଆ ଯୋର
ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମ ନିକଟରେ ଥିବା ଗମ୍ଭାରିଆ ଯୋର ଲଘୁଚାପଜନିତ ଲଗାଣ ବର୍ଷାରେ ଉଛୁଳିଛି। ଶୁକ୍ରବାର ଯୋର ନିକଟ ରାସ୍ତାରେ ୫ ଫୁଟର ପାଣି ପ୍ରବାହିତ ହୋଇଥିଲା। ଏହାକୁ ନେଇ…
ଲୋକଙ୍କ ପାଇଁ ମୋ ଦୁଆର ସର୍ବଦା ଖୋଲା ରହିବ
୨୦୧୩ ବ୍ୟାଚ ଆଇପିଏସ୍ ଅଫିସର ଜଗମୋହନ ମୀନା ଶୁକ୍ରବାର ଅନୁଗୋଳ ଜିଲାର ୧୪ତମ ଏସ୍ପି ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି। ରାଜସ୍ଥାନର ଆଲୱାରଠାରେ ୧୯୮୯ରେ ଜନ୍ମଗ୍ରହଣ କରିଥିବା ମୀନା ଆଇଆଇଟି କାନପୁରରେ ବି.ଟେକ୍ ଓ ଏମ୍. ଟେକ୍ କରିବା ପରେ ୨୦୧୩ରେ ୟୁପିଏସ୍ସିରେ…
ଉଚ ଚିକିଛା ଲାଗି ଟଁକା ଅଭାବ୍: ୧୨ ବଛର ହେଲା ଖଟେ ପଡ଼ିଛନ୍ ଦ୍ରୌପଦୀ
ଭବାନୀପାଟଣା,୨୪।୮(ସ୍ବ.ପ୍ର): ଦିନେ ନୁହେ କି ଦୁଇ ଦିନ ନୁହେ, ଗଲା ୧୨ ବଛର ହେଲା ଅଜନା ରୋଗ୍ରେ ଖଟେ ପଡ଼ି ଅସାହା ଜୀବନ୍ ବିତଉଛନ୍ ଦ୍ରୌପଦୀ ମାଝି(୧୪)। ଇ ବଏସେ ସେ ପାଠ୍ପଢ଼ା ସଂଗେ ସାଂଗସାଥିକର ସଂଗେ ଖେଲକୁଦରେ ସମିଆ ବିତାବାର…
Archives


