ରାଜ୍ୟ

୨୩ରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୬ରେ ଅନୁଷ୍ଠିତ ହେବାକୁ ଥିବା ନକ୍ସଲ ସଂକ୍ରାନ୍ତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶା ବ୍ୟତୀତ ଛତିଶଗଡ଼,…

୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮ ପିଲାଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ…

ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨, ଯୁକ୍ତ ୩: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଗୁରୁବାର ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି…

ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍‌ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ଏଣିକି ସ୍ବାସ୍ଥ୍ୟସେବା ସମ୍ପର୍କରେ ଜାଣିବା ଲାଗି ରୋଗୀଙ୍କ ପାଖକୁ ସିଧାସଳଖ ଫୋନ ଯିବ।…

ରାଜ୍ୟରେ ପ୍ରଥମ: ଟ୍ରକ ଧକ୍କାରେ ୩ହାତୀଙ୍କ ମୃତ୍ୟୁ

ଢେଙ୍କିକୋଟ/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଉପରଡିହା ଗ୍ରାମପଞ୍ଚାୟତର ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଦୁଇଟି ହାତୀର ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ଆହତ ହାତୀର ମୃତ୍ୟୁ ଘଟିଥିବା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ରିଶନ କୁମାର

ପୁରୀ ଅଫିସ,୨୨।୮: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ୍‌ ଡକ୍ଟର କ୍ରିଶନ କୁମାର। ମଧ୍ୟାହ୍ନରେ ପ୍ରଥମେ ସେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ…

ଖରାପ ପାଗ ଯୋଗୁ ଓହ୍ଲାଇ ପାରିଲାନି ବିମାନ: ଆକାଶ ମାର୍ଗରୁ ଫେରିଲେ ମୁଖ୍ୟଶାସନ ସଚିବ

ବଲାଙ୍ଗୀର ଅଫିସ,୨୨ା୮: ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ବୁଧବାର ବଲାଙ୍ଗୀର ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା । ସକାଳ ପ୍ରାୟ ସାଢ଼େ ୭ଟାରୁ ଭୁବନେଶ୍ୱର ବିମାନବନ୍ଦରରୁ ସେ ଏକ ବିମାନରେ ବଲାଙ୍ଗୀର ଜିଲା ତୁଷରା ଅଭିମୁଖେ ଆସିଥିଲେ।…

ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ ଗୁରୁବାର ବନ ବିଭାଗ ଉଦ୍ଧାର କରିଛି। ପରେ ସାପଟିକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡ଼ି…

ରାହୁରେଖା ଲାଗି ହେଲେ ମହାପ୍ରଭୁ

ପୁରୀ ଅଫିସ,୨୨ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କୁ ସୁନା ରାହୁରେଖା ଲାଗି କରାଯାଇଛି। ଦଇତାପତି ସେବକମାନେ ରାହୁରେଖା ଲାଗି କରିଛନ୍ତି। ଏଥିପାଇଁ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ୫ ମିନିଟ୍‌ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସମ୍ପନ୍ନ…

ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରେ ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକ(ଭାରତ) ଜୁନୈଦ କମାଲ୍‌ ଅହମ୍ମଦଙ୍କୁ ସାକ୍ଷାତ କରିଛନ୍ତି। ଅପରାହ୍ନରେ ହୋଇଥିବା ଏହି ସାକ୍ଷାତ୍‌କାର ସମୟରେ ଉଭୟଙ୍କ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ବିଶେଷ ଭାବେ ବିଶ୍ୱବ୍ୟାଙ୍କ୍‌ ସହଯୋଗରେ ଓଡ଼ିଶା…

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ମାମଲା: ହାଇକୋର୍ଟରେ ସିବିଆଇର ଚାର୍ଜଶିଟ୍‌ ଦାଖଲ

କଟକ ଅଫିସ, ୨୨ା୮: ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ଏଥିରେ ସିବିଆଇ ଚାର୍ଜଶିଟ୍‌ ଦାଖଲ କରିଛି। ତେବେ ତଦନ୍ତରୁ କ’ଣ ମିଳିଛି ସେ ସମ୍ପର୍କରେ ସିବିଆଇ ହାଇକୋର୍ଟଙ୍କୁ କୌଣସି ସୂଚନା ଦେଇନାହିଁ। ଅନ୍ୟପକ୍ଷରେ ଗତ ୩ମାସ ଧରି…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ: ଇସ୍ପାତ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦେଶରେ ଇସ୍ପାତ ଉତ୍ପାଦନ ବୃଦ୍ଧି ସମ୍ପର୍କିତ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଯୁଗ୍ମ ପ୍ଲାଣ୍ଟ କମିଟି ଏବଂ ସିଆର୍‌ଆଇଏସ୍‌ଆଇଏଲ୍‌ର ପ୍ରମୁଖ ଅଧିକାରୀ ମଧ୍ୟ ଉପସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri