ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍ ଅଫ୍ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇପାରିବେ। ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଛନ୍ତି…
ତାରାଙ୍କୁ ବିଜୟଙ୍କ ଜବାବ : ପାଟକୁରାରେ ହେବ ସ୍ବାଭିମାନର ଲଢ଼େଇ
ଭୁବନେଶ୍ୱର,୭।୭(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନକୁ ନେଇ ବିଜେଡି-ଭାଜପା ମଧ୍ୟରେ ମ୍ୟାଚ୍ ଫିକ୍ସିଂ ହୋଇଛି ବୋଲି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଦେଇଥିବା ମନ୍ତବ୍ୟର ଜବାବ ରଖିଛନ୍ତି ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ର। ପାଟକୁରାରେ ସ୍ବାଭିମାନର ଲଢ଼େଇ ହେଉଛି ବୋଲି…
ପାଟକୁରା ସ୍ବାଭିମାନର ପ୍ରଶ୍ନ, ଏଠାରେ ଟେବୁଲ ତଳ କାରବାର ଚଳିବ ନାହିଁ: ଦାମ
ଭୁବନେଶ୍ୱର,୭।୭(ବ୍ୟୁରୋ): ଆସନ୍ତା ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ରାଜନୈତିକ ବାକ୍ ବିତଣ୍ଡା ଆରମ୍ଭ ହୋଇସାରିଛି। କଂଗ୍ରେସ ଭାଜପା ଓ ବିଜେଡିକୁ କଟାକ୍ଷ କରୁଥିବା ବେଳେ ଭାଜପା ନେତାମାନେ ବିଜେଡିକୁ ସମାଲୋଚନା କରିବାକୁ ପଛାଉନାହାନ୍ତି। ଏହି କ୍ରମରେ ଭାଜପାର…
ପାଟକୁରା ନିର୍ବାଚନ; ବିଜେଡି-ଭାଜପା ଫ୍ରେଣ୍ଡଲି ଲଢୁଛନ୍ତି : ତାରା
ଭୁବନେଶ୍ୱର,୭।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଓଡ଼ିଶା ରାଜନୀତି ପାଣିପାଗ ସରଗରମ ହୋଇଉଠିଛି। ଅପରପକ୍ଷେ ରାଜ୍ୟ ସଭା ଆସନ ଲାଗି ବିଜେଡି-ଭାଜପା ବୁଝାମଣା ପରେ ଉଭୟ ଦଳକୁ କଟାକ୍ଷ କରିବାକୁ ପଛାଉ ନାହାନ୍ତି କଂଗ୍ରେସ ନେତା।…
ଲଗାଣ ବର୍ଷା: ସ୍କୁଲରେ ଉପସ୍ଥାନ ଶୂନ
କଟକ ଅଫିସ,୭।୭- ଲଗାଣ ବର୍ଷା ଯୋଗୁ କଟକ ସହର ଜଳାର୍ଣ୍ଣବ ହୋଇଛି। ବିଶେଷକରି ଏହାର ପ୍ରଭାବ ପାଠପଢା ଉପରେ ପଡିଛି। ଶନିବାର ବର୍ଷାଯୋଗୁ ସହରର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ପିଲାଙ୍କ ଉପସ୍ଥାନ କମ୍ ରହିଥିବାବେଳେ କେତେକ ସ୍କୁଲରେ ଉପସ୍ଥାନ…
ସ୍ବଚ୍ଛ ଭାରତ ମିଶନର ଅଳିଆ ରୂପ: ବାହାରକୁ ପାଇଖାନା, ଭିତରେ ଜାଳ ଭାଡି
କଟକ ଅଫିସ, ୭।୭: ଆସନ୍ତା ଅକ୍ଟୋବର ସୁଦ୍ଧା ଓଡ଼ିଶା ବାହ୍ୟ ମଳତ୍ୟାଗ ମୁକ୍ତ ରାଜ୍ୟ ହେବ ବୋଲି ରାଜ୍ୟ ସରକାର କେନ୍ଦ୍ରକୁ ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ୩ମାସ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ କରିବା ପାଇଁ ରାଜ୍ୟରେ ୧୦.୫ ଲକ୍ଷ ପାଇଖାନା…
ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ
କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା…
ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ
ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…
ଜଗତ୍ସିଂହପୁର ଜିଲା ଚିଠି: କାଗଜପତ୍ରରେ କଟକଣା, ଟ୍ରାଫିକ ସମସ୍ୟା ଜଟିଳ
ଜଗତ୍ସିଂହପୁର ଜିଲାରେ ଟ୍ରାଫିକ ସମସ୍ୟା ଜଟିଳ ହୋଇପଡିଛି। ପ୍ରତ୍ୟହ କେଉଁଠି ନା କେଉଁଠି ଦୁର୍ଘଟଣାରେ ଧନଜୀବନ ହାନି ଘଟୁଛି। ଏହାର ପ୍ରତିକାର ପାଇଁ ଯଦିଓ ଜିଲା ପ୍ରଶାସନ ପକ୍ଷରୁ ପ୍ରତି ମାସରେ ଜିଲା ସଦରମହକୁମା ଓ ପାରାଦୀପରେ ଭାରିଯାନ ଚଳାଚଳ ଉପରେ…
ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ
ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ମନ୍ତ୍ରୀମାନେ ଭୁଲି ନାହାନ୍ତି।…
ଅରୁଣ ବୋଥ୍ରା ହେଲେ ‘କ୍ରୁଟ’ ପରିଚାଳନା ନିର୍ଦ୍ଦେଶକ
ଭୁବନେଶ୍ୱର, ୭।୭(ବ୍ୟୁରୋ): ଓଡ଼ିଶା ପୋଲିସ ତଥା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ସିଆଇଡି), କ୍ରାଇମ୍ ବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଶନିବାର ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେଠାରୁ ତାଙ୍କୁ କ୍ୟାପିଟାଲ ରିଜିଅନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଉଲ୍ଲେଖ…
ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଦଳର ମାଳମାଳ ବିଧାୟକ ପାଟକୁରାରେ ବର୍ତ୍ତମାନ ଡେରା ପକାଇ ସାରିଛନ୍ତି।…
Archives


