ରାଜ୍ୟ

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ

ରସୁଲପୁର,୨୨ା୮(ଡି.ଏନ୍‌.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ ଯାଇଛି। ସୁଭାସିନୀ ନାଥଶର୍ମା ଅଧ୍ୟକ୍ଷା ହୋଇଛନ୍ତି। ଚଳିତ ସାଧାରଣ ନିର୍ବାଚନରେ ୪,୦୩୪ଖଣ୍ଡ କମ୍‌ ଭୋଟରେ…

ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍‌

ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ ତଦାରଖ…

କ୍ରୋମ ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’

କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। କ୍ରୋମାଇଟ୍‌…

ଗୁଣପୁର ପଞ୍ଚାୟତ ସମିତି ବୈଠକ: ସମିତି ସଭ୍ୟ, ଜିଲାପରିଷଦ ସଭ୍ୟ ହାତାହାତି

ଗୁଣପୁର,୨୧।୮(ଡି.ଏନ୍‌.ଏ.): ଦୀର୍ଘ ୧୦ମାସ ପରେ ବୁଧବାର ଗୁଣପୁର ପଞ୍ଚାୟତ ସମିତି ବୈଠକ ବସିଥିଲା। ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନୟନ ପ୍ରସଙ୍ଗ ଏଥିରେ ଆଲୋଚନା ହେବାର ଥିଲା। କିନ୍ତୁ କୋରମ ନ ଥାଇ ବିଡିଓ କିପରି ବୈଠକ କରୁଛନ୍ତି ବୋଲି ଅଭିଯୋଗ ଉଠାଇଥିଲେ…

ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ

ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ ହୋଇ ପୁରୁଣା ବହି ଜେରକ୍ସ କରି ଖର୍ଚ୍ଚାନ୍ତ ହେବା ସହ ହଟହଟା ହେଉଛନ୍ତି।…

ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ

କାମାକ୍ଷାନଗର, ୨୧।୮(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ପ୍ରେମିକ। ହିତାହିତ ଜ୍ଞାନ ହରାଇ ଧାରୁଆ ଛୁରିରେ…

ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ ୬ଜଣଙ୍କର…

ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ

ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର ଯାନ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଯାଉଛନ୍ତି। ଯେଉଁ ନାବାଳିକା, ନାବାଳକ ଗାଡ଼ି…

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା…

ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ ଯୁବକ ନିଯୁକ୍ତି ଦାବିରେ ଆନ୍ଦୋଳନ କରୁଛନ୍ତି। ବର୍ତ୍ତମାନ କମ୍ପାନୀ ସମ୍ମୁଖରେ ଧାରଣା ଦେଇଛନ୍ତି…

ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍‌ ମୟୂରଭଞ୍ଜ ଜିଲା…

ପାଇପ୍‌ରୁ ଆସୁଛି ନାଲି ରଙ୍ଗର ପାଣି: ପାନୀୟଜଳ ପାଇଁ ଓ୍ବାର୍ଡବାସୀ ହଇରାଣ

ଯୋଡ଼ା, ୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୯ନଂ ଓ୍ବାର୍ଡ ଗୋପ ମହାନ୍ତି ହଟିଂ ଠାରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାନୀୟ ଜଳ ନିମନ୍ତେ ଦିଆଯାଇଥିବା ପାଇପ ଲାଇନରେ ନାଲି ରଙ୍ଗର ଦୂଷିତ ଜଳ ଆସୁଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri