ରାଜ୍ୟ

କଳାହାଣ୍ଡି ଏମ୍‌ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ

ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ ଭାଜପା କର୍ମୀ ସମ୍ମିଳନି କରି ଗୋଲାମୁଣ୍ଡା ବ୍ଲକର ବିଭିନ୍ନ ସମସ୍ୟା ଉପରେ ଆଲୋଚନା…

ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା: ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୁଧବାର ଏହି ଗ୍ରାମବାସୀ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି ସେମାନଙ୍କ…

ଅଢ଼େଇ ମାସର ଅପହୃତ ଶିଶୁପୁତ୍ର ଉଦ୍ଧାର, ସମ୍ପର୍କୀୟଙ୍କ ଘରୁ ଉଠାଇ ନେଇଥିଲେ କାମ କରୁଥିବା ମହିଳା

ପାରାଦୀପ,୨୧।୪(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଲକପଡ଼ାରୁ ଅପହୃତ ହୋଇଥିବା ଅଢ଼େଇ ମାସର ଶିଶୁପୁତ୍ରଙ୍କୁ ବୁଧବାର ସକାଳେ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ମହିଳା ମାମିନା ସାହୁଙ୍କୁ ପୋଲିସ ଅଟକ ରଖିଥିବା ବେଳେ ଅପରାହ୍ନରେ ଶିଶୁପୁତ୍ର ଓ ତାଙ୍କ ମା’ବାପାଙ୍କୁ ଜିଲା…

ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ରାଶି ସଂଗ୍ରହ କରାଯାଇଛି। ସଂଗୃହୀତ ୧୦୫୧ ଟଙ୍କା ରାଶିକୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ…

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ…

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି, ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି, ଜିଲାପରିଷଦ…

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର ଆଦି…

ରାସ୍ତାକଡ଼ରୁ ଉଦ୍ଧାର ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ସଦର ଥାନା ଗୁଡୁମ ବେରୁଁଆ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ଅଜଣା ବ୍ୟକ୍ତିଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ତାଙ୍କ ବୟସ ୩୫ରୁ ୪୫ ବର୍ଷ ମଧ୍ୟରେ ବୋଲି ଅନୁମାନ କରାଯାଉଛି। ତେବେ ତାଙ୍କର ପରିଚୟ ମିଳିପାରି…

ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ବରଗଡ଼ ଅଫିସ, ୨୧।୮- ବରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜିଲାସ୍ତରୀୟ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି। ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ପ୍ରାୟ ଅଢେଇ ଲକ୍ଷ ଛାତ୍ରୀଛାତ୍ର ଏକକାଳୀନ ବିଭିନ୍ନ ପର୍ଯ୍ୟାୟରେ…

ଭକ୍ତଙ୍କ ପାଇଁ ପଡିଲା ମ୍ୟାଟ୍‌

ପୁରୀ ଅଫିସ, ୨୧।୮: ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଯେଭଳି ସୁଃଖଦ ଅନୁଭୂତି ସାଉଁଣ୍ଟି ଫେରିବେ…

ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି। ସର୍ଦ୍ଦାର…

ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ମିଳିଛି। ଏହି ଅର୍ଥକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri