ରାଜ୍ୟ

‘ଜଗା ପାଇଁ ଗଛଟିଏ’ ସ୍ଳୋଗାନ: ଛାତ୍ରଙ୍କ ଦ୍ୱାରା ଚାରାରୋପଣ

ଭାପୁର,୬ା୭(ଡି.ଏନ୍‌.ଏ.): ପୁରୀର ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରତିବର୍ଷ ନୟାଗଡ଼ ଜିଲାରୁ ହିଁ ରଥକାଠ ପଠାଯାଇଥାଏ। କିନ୍ତୁ ପୂର୍ବଭଳି ନୟାଗଡ଼ ଜିଲା ଜଙ୍ଗଲଗୁଡ଼ିକରେ ରଥ ଉପଯୋଗୀ ସମସ୍ତ କାଠ ମିଳୁ ନ ଥିବା ସୂଚନା ମିଳିଛି। ତେଣୁ ଜିଲାର ବହୁ ବଦାନ୍ୟ…

ସୁରକ୍ଷା କର୍ମୀ ନାହାନ୍ତି: ଏଟିଏମ୍‌ ପାଲଟିଛି ମାନସିକ ଦିବ୍ୟାଙ୍ଗଙ୍କ ଆଶ୍ରୟ

ନିରାକାରପୁର,୬ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ୭ଟିି ଏଟିଏମ୍‌ କେନ୍ଦ୍ର ରହିଛି । ସେଥିରୁ ମାତ୍ର ଗୋଟିଏ ଏଟିଏମ୍‌ରେ ସୁରକ୍ଷା କର୍ମୀ ଥିବାବେଳେ ଆଉ ୬ଟିରେ କେହିନାହାନ୍ତି । ତେଣୁ ପୂର୍ବରୁ ଏସବୁ ବୁଲା କୁକୁର ଓ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ…

ନାଡ୍‌ର ଜାତୀୟ ସମୀକ୍ଷା ବୈଠକ; କମ୍‌ ଖର୍ଚ୍ଚରେ ସହଜରେ ପିଲା ପାଇପାରିବେ ସାର୍ଟିଫିକେଟ

ଭୁବନେଶ୍ୱର, ୫।୭(ବ୍ୟୁରୋ)- କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ନ୍ୟାଶନାଲ ଏକାଡେମିକ ଡିପୋଜିଟୋରୀ (ନାଡ୍‌) କାର୍ଯ୍ୟକ୍ରମର ଜାତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ସାହୁ ସମ୍ମାନିତ ଅତିଥି ଭାବେ…

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ (୭)ଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ଏ ନେଇ ଶୁକ୍ରବାର ରଥ କମିଟି ଓ ପୋଲିସ…

ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଲଘୁଚାପର କିଛି ଆକାର ଦିଶୁ ନାହିଁ।…

ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍‌ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍‌ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର ପାଇଁ ନିମ୍ନସଦନରେ କହିଥିବା ଦେଖିବାକୁ ମିଳିଥିଲା। ସ୍ବଳ୍ପ ସମୟ ମଧ୍ୟରେ ସେ ଅଙ୍ଗନୱାଡି…

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।  ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍‌ପିଏଫ୍‌ ଛକ…

ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ ଦର୍ଶନ ପାଇ ଭାବରେ ଭିଜିଲେ ଭକ୍ତ। ପରେ ଭଉଣୀ ଭାଇଙ୍କୁ ସାଥିରେ ଧରି…

ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍‌…

ରାଜ୍ୟ ସଭା: ଏମ୍‌ପି ଭାବେ ଅମର, ସସ୍ମିତଙ୍କ ଶପଥଗ୍ରହଣ

ଭୁବନେଶ୍ୱର,୫।୭(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁଙ୍କ ଉପସ୍ଥିତିରେ ଦୁଇ ବିଜେଡି…

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା…

ଅଗଷ୍ଟ ୮ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୫।୭(ବ୍ୟୁରୋ) : ଆସନ୍ତା ଅଗଷ୍ଟ ୮ ତାରିଖରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କର ପାଠ ପଢା ଆରମ୍ଭ ହେବ। ଏ ନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପୁଣି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ପ୍ରକାଶିତ ବିଜ୍ଞପ୍ତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri