ଧଳା ଜହର ଜାଲରେ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍ସୁଗାର କାରବାରର ସେଫ୍ଜୋନ୍। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା ଜହର କାରବାର ବଢ଼ିଚାଲିଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ରାଜଧାନୀ ଭୁବନେଶ୍ୱରରେ…
ଟେଲାପାଲି ସେବାଶ୍ରମ ନୂତନ ଶ୍ରେଣୀଗୃହ କାମ ସରୁନି: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା କରୁଥିଲେ ମଧ୍ୟ ବିଦ୍ୟାଳୟର ଭଙ୍ଗା ଶ୍ରେଣୀଗୃହ ଏଥିରେ ଅନ୍ତରାୟ ସାଜୁଛି। ନୂତନ ଶ୍ରେଣୀଗୃହ…
ବର୍ଷାରେ ବେହାଲ ରେଶମ ସହର
ବ୍ରହ୍ମପୁର ଅଫିସ,୨୧ା୮- ବର୍ଷାରେ ପୁଣି ବେହାଲ ହୋଇଛି ବ୍ରହ୍ମପୁର ମହାନଗର ନିଗମର ବହୁ ଅଞ୍ଚଳ। ମଙ୍ଗଳବାର ଅପରାହ୍ନରେ ମାତ୍ର ଦେଢଘଣ୍ଟା ବର୍ଷାରେ ସହରର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଥିବା ଦେଖିବାକୁ ମିଳିଥିଲା। ରାସ୍ତା ଉପରେ ପ୍ରାୟ ୨ ଫୁଟ ଉଚ୍ଚର ବର୍ଷାଜଳ…
ପୂଜାସ୍ଥଳୀ ଥିଲେ ବି ହେଉନି ବିକାଶ
କେନ୍ଦୁଝର, ୨୧ା୮- ଅବହେଳିତ ପୂଜା ସ୍ଥଳୀଗୁଡିକର ପୁନରୁଦ୍ଧାର କରିବା ସହ ପୁରାତନ ସଂସ୍କୃତିର ସୁରକ୍ଷା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବିକାଶ ହୋଇପାରୁନାହିଁ। ପ୍ରତ୍ୟେକ ଜିଲାରେ ସ୍ବତନ୍ତ୍ର ଉନ୍ନୟନ କାଉନସିଲ ଗଠନ କରାଯାଇ ଏହି ସବୁ ପୂଜାସ୍ଥଳୀ…
ମିଶନରେ କେନ୍ଦୁଝର ବୈଜ୍ଞାନିକ ଅଟଳକୃଷ୍ଣ
କେନ୍ଦୁଝର, ୨୧ା୮(ସ୍ବ.ପ୍ର.)-ଚନ୍ଦ୍ରାୟନ-୨ରେ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳକୃଷ୍ଣ ଖଟୁଆଙ୍କ ଉଦ୍ୟମ ଏବେ ରାଜ୍ୟ ପାଇଁ ଗୌରବ ଆଣିଛି। ଅଟଳକୃଷ୍ଣ ଇସ୍ରୋର ରିଲାଇବିଲିଟି ବିଭାଗରେ ଦୀର୍ଘ ୬ ବର୍ଷ ହେଲା ବୈଜ୍ଞାନିକ ଭାବେ କାମ କରୁଛନ୍ତି। ଏଥିପାଇଁ ତାଙ୍କୁ ସବୁବେଳେ ଥିରୁବନନ୍ତପୁରମ୍ରୁ…
ଶଙ୍କା ବଢାଉଛି ଦୁର୍ବଳ ନଦୀବନ୍ଧ
ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୧।୮-ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ହ୍ରାସ ପାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟା ସୁଦ୍ଧା ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ଜଳସ୍ତର ୮.୬୪ ମିଟର ରହିଥିବାବେଳେ ସନ୍ଧ୍ୟା ୭ଟା…
ଇ-ବିଧାନ କାର୍ଯ୍ୟକାରୀ ନେଇ ଅଧ୍ୟୟନ କରିବ ଗୃହ କମିଟି, ବାଚସ୍ପତିଙ୍କ ନେତୃତ୍ୱରେ ଗସ୍ତ କଲା ଦଳ
ଭୁବନେଶ୍ୱର,୨୦।୮(ବ୍ୟୁରୋ)- ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନେତୃତ୍ୱରେ କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟି ଅଧ୍ୟୟନ ଗସ୍ତରେ ମଙ୍ଗଳବାର ହିମାଚଳ ପ୍ରଦେଶ ଯାତ୍ରା କରିଛନ୍ତି। ଶିମ୍ଲାଠାରେ ହିମାଚଳପ୍ରଦେଶ ବିଧାନସଭାର ବାଚସ୍ପତିଙ୍କୁ ସାକ୍ଷାତ୍ କରିବା ସହ ବିଧାନସଭାର ପଦାଧିକାରୀଙ୍କ ସହିତ ଇ-…
ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତି, ମକଦ୍ଦମା କରିବାକୁ ଫେସ୍ବୁକ୍ରେ ପୋଷ୍ଟ କଲେ
ଭୁବନେଶ୍ୱର,୨୦ା୮(ବ୍ୟୁରୋ)- ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ଅଭିଯୋଗକାରିଣୀ ତଥା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଶୋଦାଗାର କରାଯାଇଥିବା ଏକ…
ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ସମୟ ପରିବର୍ତ୍ତନ:ସେପ୍ଟେମ୍ବର ପହିଲାରୁ ଲାଗୁ
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ନଂ.୧୨୮୯୪ର ସମୟକୁ ପରିବର୍ତ୍ତନ କରାଯାଇଛି। କେବଳ ବଲାଙ୍ଗୀରରୁ ଭୁବନେଶ୍ୱର ଯାତ୍ରା ସମୟରେ ପରିବର୍ତ୍ତନ କରାଯାଇଥିବାବେଳେ ଭୁବନେଶ୍ୱରରୁ ବଲାଙ୍ଗୀର ଯାତ୍ରା ସମୟକୁ ସ୍ଥିର ରଖାଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ପରିବର୍ତ୍ତିତ ସମୟରେ ଏହି ଏକ୍ସପ୍ରେସ ଚଳାଚଳ…
ଝିଅମାନେ କୌଣସି ଗୁଣରେ ପୁଅଙ୍କଠାରୁ କମ୍ ନୁହନ୍ତି
ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର କନ୍ୟାରତ୍ନ ସୁରକ୍ଷା ଉଦ୍ଦେଶ୍ୟରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ଗ୍ରାମରେ ଜିଲାସ୍ତରୀୟ ମୋ ଗେହ୍ଲା ଝିଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ଆସିକା…
ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତା: ଭାଙ୍ଗିଲା ଆଉ ୩ ଘର
ଚମ୍ପୁଆ, ୨୦।୮(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତାହାତୀ। ଦୀର୍ଘଦିନର ବ୍ୟବଧାନପରେ ଫେରି ଏହି ଦନ୍ତା ଉପତ୍ାତ ଆରମ୍ଭ କରିଦେଇଛି। ଫସଲ ନଷ୍ଟ ସାଙ୍ଗକୁ ୩ଗୋଟି ଘରଭାଙ୍ଗି ଦେଇଛି। ଚମକପୁର ନୁନୁଗୁଣ୍ଠାଣ ଅଞ୍ଚଳରୁ ଆସି ଏହି ହାତୀ କୁଚିଡା ଅଞ୍ଚଳର ଗୋଟିଏ ଘର,…
ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ
କାକଟପୁର, ୨୦।୮(ଡି.ଏନ୍.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ ବିଭାଗର ରିସର୍ଚ୍ଚ ଆଣ୍ଡ କ୍ୱାଲିଟି କଣ୍ଟ୍ରୋଲ ବିଭାଗ ନିର୍ଦ୍ଦେଶକ ତଥା ବିଶେଷଜ୍ଞ ସୁବାସଚନ୍ଦ୍ର ମିଶ୍ର…
Archives


