ରାଜ୍ୟ

ଓଡ଼ିଶାକୁ ମିଳିବ ଆଇକନିକ ଐତିହ୍ୟ ମାନ୍ୟତା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶା ଓ ଓଡ଼ିଆବାସୀଙ୍କ ପାଇଁ ଖୁସି ଖବର। କାରଣ ଓଡ଼ିଶା ଏବେ ଆଇକନିକ ଐତିହ୍ୟସ୍ଥଳ ତାଲିକାରେ ସ୍ଥାନ ପାଇବାକୁ ଯାଉଛି। ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ। ମଙ୍ଗଳବାର ଦିଲ୍ଲୀରେ ଅନୁଷ୍ଠିତ ପର୍ଯ୍ୟଟନ…

‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ ଘଟଣାରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉ: ମିନତି ବେହେରା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ କରାଯାଇଛି। ଏ ନେଇ ନବନିଯୁକ୍ତ ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ ନେଇ ତୀବ୍ର ନିନ୍ଦାକରିବା ସହ ଏଥିପ୍ରତି ପୋଲିସ ତୁରନ୍ତ…

ଫନୀ ସହାୟତା: ଓଡ଼ିଶାକୁ ମିଳିଲା ୩୩୩୮ କୋଟି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶାକୁ ‘ଫନୀ’ ସହାୟତା ଦେଲେ କେନ୍ଦ୍ର ସରକାର। ଓଡ଼ିଶାକୁ ମିଳିଲା ୩୩୩୮.୨୨ କୋଟି ସହାୟତା। ଫନୀ ପରବର୍ତ୍ତୀ ଥଇଥାନ ପାଇଁ ମଙ୍ଗଳବାର ଏହି ସହାୟତା ରାଶି ଘୋଷଣା କରାଯାଇଛି। ପୂର୍ବରୁ ଓଡ଼ିଶାକୁ ଫନୀ ପାଇଁ ଅଗ୍ରୀମ ୩୪୦ କୋଟି ମିଳିଥିଲା।…

‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ: ପ୍ରଯୋଜକଙ୍କୁ ନୋଟିସ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ର ପୋଷ୍ଟରରକୁ ନେଇ ବିବାଦ ଲାଗିରହିଛି। ଫିଲ୍ମ ପ୍ରଯୋଜକ ସୀତାରାମ ଅଗ୍ରଓ୍ବାଲଙ୍କୁ ମଙ୍ଗଳବାର ଭୁବନେଶ୍ୱର ମହିଳା ଥାନା ପକ୍ଷରୁ ନୋଟିସ ଜାରି କରାଯାଇଛି। ପ୍ରକାଶ ଯେ, ଉକ୍ତ ଫିଲ୍ମର ପୋଷ୍ଟରରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌…

୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,…

ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ଓ୍ବାର୍ଡେନ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଆବାସିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ସ୍କୁଲର ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଅଭିଯୁକ୍ତ ଓ୍ବାର୍ଡେନ୍‌ଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେ ହେଲେ ବିଶ୍ୱରଞ୍ଜନ ରଣା। ବିଶ୍ୱରଞ୍ଜନ ୨ ଛାତ୍ରଙ୍କୁ ନିସ୍ତୁକ…

ରମାଦେବୀ ପରିସରରୁ ଉଠିଯିବ ଯୁକ୍ତ ୨ କଲେଜ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ ୩ ଏକର ଜମି ଚିହ୍ନଟ ହୋଇଥିବା ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର…

ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ଘଟଣା: କାରଣ ଅସ୍ପଷ୍ଟ

ଚିତ୍ରକୋଣ୍ଡା,୨୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଟେମ୍ପରାରି କଲୋନୀ ପ୍ରାଇମେରି ପ୍ରାଥମିକ ଆବାସିକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ। ମଧ୍ୟାହ୍ନଭୋଜନରେ ଭାତ, ଡାଲି ଓ ଭଜା ଖାଇବା ପରେ ଅପରାହ୍ନରେ କିଛି ଛାତ୍ରୀଙ୍କ…

ରାଜଧାନୀରେ ହେବ ମିଠା କାରଖାନା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ସହରରେ ସ୍ଥାପନ ହେବ ମିଠା ହବ୍‌। କ୍ଷୁଦ୍ର ମିଷ୍ଟାନ୍ନ ବ୍ୟବସାୟୀଙ୍କୁ ଆର୍ଥିକ ସହାୟତାଠାରୁ ଆରମ୍ଭ କରି ସମସ୍ତ ସହାୟତା ଯୋଗାଇ ଦିଆଯିବ। ଆଗାମୀ ଦିନରେ ମିଠା କାରଖାନା ପାଇଁ ଜମି ଯୋଗାଇ ଦିଆଯିବ।…

ଅମୃତ ଯୋଜନାରେ ପାର୍କ ପୁନରୁଦ୍ଧାର କାର୍ଯ୍ୟ ଅଧା: ୧୭ ସରିଛି, ୧୯ ବାକି

ଭୁବନେଶ୍ୱର, ୨୦।୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଅମୃତ ଯୋଜନାରେ ରାଜଧାନୀରେ ବିଭିନ୍ନ ପାର୍କର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟ ଚାଲିଛି। ସୌନ୍ଦର୍ଯ୍ୟକରଣ ସହ ନୂତନ ନିର୍ମାଣ ଓ ଉପକରଣ ଲଗାଯାଉଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ପାର୍କଗୁଡ଼ିକରେ ଏସବୁ କାର୍ଯ୍ୟ…

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣା: ଧରାପଡ଼ିଲେ ନାବାଳକ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ରସୁଲଗଡ ଛକ ନିକଟ ତୃପ୍ତି ହୋଟେଲ ମାଲିକଙ୍କୁ ଆକ୍ରମଣ କରି ଲୁଟ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଧରିଛି। ପୋଲିସ ନାବଳକଙ୍କୁ ପଚରାଉଚରା କରିବା ପରେ ବାଳସୁଧାର ଗୃହକୁ ପଠାଯାଇଛି। ସୂଚନା ମୁତାବକ, ଗତ ୩୦ତାରିଖ ରାତିରେ…

ଆଜି ଦାୟିତ୍ୱ ନେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨୦।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଡ. କ୍ରିଷନ କୁମାର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟ ସରକାର ପ୍ରଦୀପ ମହାପାତ୍ରଙ୍କ ସ୍ଥାନରେ କ୍ରିଷନ କୁମାରଙ୍କୁ ଗତ ୧୫ତାରିଖରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri