‘ଶ୍ରୀମନ୍ଦିର ସୁରକ୍ଷା ଆଳରେ ଐତିହ୍ୟ କୀର୍ତ୍ତିରାଜି ନଷ୍ଟ କରା ନ ଯାଉ
ପୁରୀ ଅଫିସ, ୨୦।୮: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ଜିଲା ପ୍ରଶାସନ ମେଘନାଥ ପାଚେରୀ ଚାରିପଟୁ ଉଚ୍ଛେଦ ଆରମ୍ଭ କରିଛି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ଲାଗି ଶ୍ରୀମନ୍ଦିର ଚାରିପଟକୁ…
ଶିଶୁଙ୍କ ପୁଷ୍ଟିସାଧନ, ମାନସିକ ବିକାଶ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୨୦।୮(ବ୍ୟୁରୋ): ଶିଶୁମାନେ ହେଉଛନ୍ତି ଦେଶ ଓ ଜାତିର ଭବିଷ୍ୟତ। ଶିଶୁର ସାମଗ୍ରିକ ବିକାଶ କ୍ଷେତ୍ରରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଶିଶୁଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ଅଙ୍ଗନଓ୍ବାଡ଼ି କର୍ମୀ, ସୁପରଭାଇଜର, ଶିଶୁ ସୁରକ୍ଷା ଅଧିକାରୀ ସମସ୍ତେ ସହଯୋଗ କଲେ ପ୍ରତ୍ୟେକ ଅଙ୍ଗନଓ୍ବାଡ଼ି…
ନୟାପଲ୍ଲୀରେ ପୂଜାପାଇବେ ୩୫ ଫୁଟ ଗଣେଶ
ଭୁବନେଶ୍ୱର,୨୦୮(ବ୍ୟୁରୋ): ନୟାପଲ୍ଲୀ ନୂଆସାହି ଆଖଣ୍ଡଳମଣୀ ପୂଜା କମିଟି ଏବଂ ମୌରିଆ ଗ୍ରୁପ୍ ଆନୁକୂଲ୍ୟରେ ଚଳିତବର୍ଷ ପ୍ରଥମଥର ପାଇଁ ଗଣେଶ ପୂଜା ମହାଆଡ଼ମ୍ବରରେ ଆୟୋଜିତ ହେବ। ୩୫ ଫୁଟ ଉଚ୍ଚତା ବିଶିଷ୍ଟ ଗଣେଶ ମୂର୍ତ୍ତି ମୁଖ୍ୟ ଆକର୍ଷଣ ରହିବ। କଲିକତାରୁ ଆସିଥିବା କାରିଗରମାନେ…
ଦୟା ଓ୍ବେଷ୍ଟ କେନାଲର ସୌନ୍ଦର୍ଯ୍ୟକରଣ ବାଟବଣା
କଟକରୋଡ୍,୨୦।।୮(ଡି.ଏନ୍.ଏ.): ଦଳ ଓ ଅଳିଆ ଆବର୍ଜନାରେ ବାରମ୍ବାର ପୋତି ହୋଇପଡୁଛି କଟକ ଜିଲା ବାରଙ୍ଗ ନିକଟରୁ ଭୁବନେଶ୍ୱର ସହର ଓ ଉପକଣ୍ଠ ମଧ୍ୟରେ ଯାଇଥିବା ଦୟା ଓ୍ବେଷ୍ଟ ଶାଖା କେନାଲ। ଚାଷୀଙ୍କ ଜମିକୁ ପାଣି ସୁବିଧା ସହ କେନାଲର ସୌନ୍ଦର୍ଯ୍ୟକରଣ ପାଇଁ…
ଭିନ୍ନକ୍ଷମ ସଶକ୍ତୀକରଣକୁ ଗୁରୁତ୍ୱ: ପ୍ରତି ଜିଲାରେ ହେବ ସମନ୍ବିତ ପୁନର୍ବାସ କେନ୍ଦ୍ର
ଭୁବନେଶ୍ୱର,୨୦।୮(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାଗୁଡ଼ିକର ସଫଳ ରୂପାୟନ ନିମନ୍ତେ ରାଜ୍ୟ ସରକାର ଭିନ୍ନକ୍ଷମ ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ ପ୍ରତି ଜିଲାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ସମନ୍ବିତ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ…
ଦକ୍ଷତା ବିକାଶ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି: ମନ୍ତ୍ରୀ
ଭୁବନେଶ୍ୱର,୨୦।(ବ୍ୟୁରୋ): କର୍ମନିଯୁକ୍ତି ସହାୟକ ତାଲିମ କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଅନ୍ତର୍ଗତ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମରେ କାର୍ଯ୍ୟରତ ପ୍ରକଳ୍ପ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକର ଯୁଗ୍ମ ସମୀକ୍ଷା ବୈଠକ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ…
ଜଗା-କାଳିଆଙ୍କ ଚିକିତ୍ସା ପାଇଁ ଏସ୍ସିବିରେ ଗଠନ ହେଲା ସ୍ବତନ୍ତ୍ର ଟିମ୍
ଭୁବନେଶ୍ୱର, ୨୦।୮(ବ୍ୟୁରୋ): ଅପରେଶନ ଦ୍ୱାରା ଅଲଗା ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଯୋଡ଼ାମୁଣ୍ଡ ଦୁଇଭାଇ ଜଗା-କାଳିଆ ଖୁବ୍ଶୀଘ୍ର କଟକ ଏସ୍ସିବି ମେଡିକାଲକୁ ଆସିବେ। ଏନେଇ ତାରିଖ ନିର୍ଦ୍ଧାରଣ କରାଯାଇ ନ ଥିଲେ ମଧ୍ୟ ଏସ୍ସିବିରେ ଦୁଇଭାଙ୍କ ଚିକିତ୍ସା ପାଇଁ ପ୍ରସ୍ତୁତି…
ପ୍ରତିଷ୍ଠା ହେବ ୫ ନୂଆ ହସ୍ତଶିଳ୍ପ କ୍ଲଷ୍ଟର
ଭୁବନେଶ୍ୱର,୨୦।୮(ବ୍ୟୁରୋ): ହସ୍ତଶିଳ୍ପ କାରିଗରମାନଙ୍କର ବିକାଶ ସହ ଓଡ଼ିଶା ହସ୍ତଶିଳ୍ପର ପ୍ରଚାର ପ୍ରସାର ପାଇଁ ରାଜ୍ୟରେ ପ୍ରତିଷ୍ଠା ହେବ ୫ରୁ ଊର୍ଦ୍ଧ୍ୱ ହ୍ୟାଣ୍ଡିକ୍ରାଫ୍ଟ କ୍ଲଷ୍ଟର୍। ଚଳିତବର୍ଷ ନୂତନ ଭାବେ ଲାଗୁ ହୋଇଥିବା ହସ୍ତଶିଳ୍ପ ପଲିସି-୨୦୧୯ ଅଧୀନରେ ହସ୍ତଶିଳ୍ପ କ୍ଲଷ୍ଟର୍ର ବିକାଶକୁ ଗୁରୁତ୍ୱ ଦିଆଯିବ।…
ରାଜ୍ୟ ମାନବାଧିକାର କମିଶନ: ଅଧ୍ୟକ୍ଷ, ସଦସ୍ୟଙ୍କ ନାମ ସୁପାରିସ କଲା ଚୟନ କମିଟି
ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି)ରେ ଖାଲି ପଡ଼ିଥିବା ଅଧ୍ୟକ୍ଷ ଓ ଜଣେ ସଦସ୍ୟ ପଦବୀ ପୂରଣ ପାଇଁ ଚୟନ କମିଟି ଦୁଇ ଜଣଙ୍କ ନାମ ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ସୁପାରିସ କରିଛି। ସୋମବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ…
ବଢ଼ିଲା ନଦୀ ଜଳସ୍ତର
ଭୁବନେଶ୍ୱର, ୨୦।୮(ବ୍ୟୁରୋ):ଦୁଇଦିନ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟରେ ପୁଣି ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦର ଜଳସ୍ତର ପୁଣି ବୃଦ୍ଧି ପାଇବାରେ ଲାଗିଛି। ସେଥିପାଇଁ ସୋମବାର ଆଉ ୭ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୭ଟି…
ହାଇକୋର୍ଟରେ ନବୀନ ନିବାସ ବିବାଦ ମାମଲା: ୨ମାସ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ସଚିବଙ୍କୁ ନିର୍ଦ୍ଦେଶ
କଟକ ଅଫିସ, ୨୦।୮: ନବୀନ ନିବାସକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ସୋମବାର ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଏହାର ଶୁଣାଣି କରି ଆସନ୍ତା ୨ମାସ ମଧ୍ୟରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍ ଟ୍ରେନ୍
ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା ଅନୁରୋଧକୁ ରକ୍ଷା କରି ସେ ଏହାକୁ ସ୍ବୀକୃତି ଦେଇଛନ୍ତି। ରେଳମନ୍ତ୍ରୀଙ୍କ ସ୍ବୀକୃତି ମିଳିବାପରେ ଧର୍ମେନ୍ଦ୍ର…
Archives


