ରାଜ୍ୟ

କାଦୋ ସରସର ଖାଲଢ଼ିପ ରାସ୍‌ତା: ପଲ୍‌ହା ରୁଇ ପରତିବାଦ ଜନାଲେ ଗଁ।ର ମହିଲା

  ବିନିକା,୨୦।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ ତିଲେଇମାଲ ଗଁ। ର ମହିଲାମାନେ କାଦୋ ସରସର ରାସ୍‌ତାରେ ପଲ୍‌ହା ରୁଇ ଥାନୀୟ ପରଶାସନକେ ପରତିବାଦ୍‌ ଜନେଇଛନ୍‌। ଗଁାର ମହିଲାମାନକର କହିବାର ହିସାବେ ବହୁତ ବଛର ହେଲା ତିଲେଇମାଲରୁ…

ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା ପଦ୍ଧତି ଉପରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରକାରୀ କୃଷି ଅଧିକାରୀଣୀ…

ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜୁନାଗଡ,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ଯୋଗଦେଇ ୧୫୩ ଜଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ସମୟରେ ଉପସ୍ଥିତ ବିଭିନ୍ନ ବିଭାଗ…

ଛୁଆକୁ ଧରି ଭଂଗା ଘରେ ରହୁଛନ୍‌ ଫୁଲତୁଲି

ଲାଠୋର, ୨୦ା୮(ଡି.ଏନ୍‌.ଏ.): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ନିଅଁାସି ଗରିବ୍‌ ଦୁଖିକୁ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ ହକ୍‌ଦାର ଗରିବ୍‌ ହିତାଧିକାରୀ ସରକାରକଁର ଇ ମହତ୍‌ ଯୋଜନାରୁ ବାଦ୍‌ ପଡ଼ୁଛନ୍‌। ଏନ୍‌ତା ଗୁଟେ…

ରାଜ୍ୟରେ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ: ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟିର ଅନୁମୋଦନ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ)-ରାଜ୍ୟରେ ୨ଲକ୍ଷ ୦୪,୦୬୯ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ସୋମବାର ଅପରାହ୍ନରେ ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଲିୟରାନ୍ସ ଅଥରିଟି(ଏଚଏଲସିଏ)ବୈଠକରେ ୫ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।…

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍‌ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍‌ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍‌ ଚୋରି ଏବଂ ବୈଷୟିକ ଓ ବାଣିଜ୍ୟକ…

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଗଞ୍ଜାମ ଜିଲାର…

କଳାହାଣ୍ଡିର ଦୁର୍ନୀତିଗ୍ରସ୍ତ ୫ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର, ୨ ଅଧିକାରୀଙ୍କ ପେନ୍‌ସନ୍‌ ବନ୍ଦ

ଭବାନୀପାଟଣା, ୧୯।୮ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରୁ ଦୁର୍ନୀତି ମୁକ୍ତ କରିବା ପାଇଁ ବର୍ତ୍ତମାନ ନୂଆ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଦୁର୍ନୀତିି ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଥିବା କଳାହାଣ୍ଡି ଜିଲାର ୫ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ…

ମୁମ୍ବାଇଠାରେ ଚିକିତ୍ସିତ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ଭେଟିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମୁମ୍ବାଇଠାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ତାଙ୍କ ସହିତ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ଏବଂ…

ସୈନ୍ୟବାହିନୀ ନିଯୁକ୍ତି ରାଲିରେ ୭ ନକଲି ପରୀକ୍ଷାର୍ଥୀ, ଥାନାରେ ଅଟକ

ପାରାଦୀପ,୧୯।୮(ସ୍ବ.ପ୍ର.) : ପାରାଦୀପ ନୂଆବଜାର ଗୋପବନ୍ଧୁ ଷ୍ଟାଡିୟମଠାରେ ଗତ ୧୮ ତାରିଖରୁ ଚାଲିଥିବା ସୈନ୍ୟବାହିନୀ ନିଯୁକ୍ତି ରାଲିରେ ସୋମବାର ୭ ଜଣ ନକଲି ପରୀକ୍ଷାର୍ଥୀଙ୍କୁ ଆର୍ମି ଠାବ କରିଛି। ପରେ ସେମାନଙ୍କୁ ସ୍ଥାନୀୟ ପାରାଦୀପ ମଡେଲ ପୋଲିସକୁ ହସ୍ତାନ୍ତର କରାଯାଇଛି। ପୋଲିସ…

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ପାଢ଼ୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଛି। ମୁଁ ଏହାକୁ ସୂଚାରୁ ଭାବେ…

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ । ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri