ରାଜ୍ୟ

୧୯ରେ ଭଙ୍ଗାଯିବ ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା: ଆସିଲା କଣ୍ଟେନର; ଚାଲିବ ସୂଚନା କେନ୍ଦ୍ର, ପୋଲିସ ଫାଣ୍ଡି

ପୁରୀ ଅଫିସ,୧୮।୮: ମେଘନାଦ ପାଚେରି ଚତୁଃପାର୍ଶ୍ୱକୁ ମୁକ୍ତ ରଖିବା ଲାଗି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା ଆସନ୍ତା ୧୯ ତାରିଖରେ ଭଙ୍ଗାଯିବ। ମୁଖ୍ୟ ମନ୍ଦିର ସହିତ ସମ୍ପର୍କ ନ ଥିବା ସବୁ ନିର୍ମାଣକୁ…

ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍‌ସାଇଟ୍‌, ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ‘ମୋ ଛତୁଆ’…

ଶ୍ରୀଲିଙ୍ଗରାଜ ମନ୍ଦିରର କୀର୍ତ୍ତିରାଜି ସତ୍ତା ହରାଇବାକୁ ମସୁଧା: ପୁଣି ସ୍ଥାପନ କରାଗଲାନି ବୃଷଭ

ପୁରୁଣା ଭୁବନେଶ୍ୱର,୧୮।୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଅନେକ ପ୍ରାଚୀନ ମନ୍ଦିରର କୀର୍ତ୍ତିରାଜି ବିଭିନ୍ନ କାରଣରୁ ସତ୍ତା ହରାଉଛି। ଏହି ପରିପ୍ରେକ୍ଷୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏକ ବ୍ୟତିକ୍ରମରୁ ମନ୍ଦିରର ସୂକ୍ଷ୍ମ କୀର୍ତ୍ତିରାଜିଗୁଡିକୁ ଅବ୍ୟବସ୍ଥିତ କରିବାକୁ ମଧ୍ୟ ପ୍ରଚ୍ଛଦ ପଟରେ ମସୁଧା ଚାଲିଥିବା ଗର୍ଭଗୃହର ଏକ…

ବାତ୍ୟା ପରେ ବନ୍ୟାପାଣିର ଦୁଃଖ: ପାଣି ଘେରରେ ଏକାଧିକ ଗାଁ

ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ ଚଳିତବର୍ଷ ବି ଏଭଳି ସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ନିକଟରେ ବାତ୍ୟା ଫନୀ ପୁରୀ ଜିଲାରେ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି…

ଆଦିତ୍ୟ ମେମୋରିଆଲ କୁଇଜ୍‌-୨୦୧୯: ଲୟୋଲା ସ୍କୁଲ୍‌ ଚାମ୍ପିୟନ; ୟୁନିଟ୍‌-୮ ଡିଏଭି ପବ୍ଲିକ ସ୍କୁଲ ପ୍ରଥମ ରନର୍ସଅପ୍‌,ମଦର୍ସ ପବ୍ଲିକ ସ୍କୁଲ ଦ୍ୱିତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲୟୋଲା ସ୍କୁଲ ଓ ଆଦିତ୍ୟ ମେମୋରିଆଲ ଫାଉଣ୍ଡେଶନ ପକ୍ଷରୁ ନବମ ଆଦିତ୍ୟ ମେମୋରିଆଲ କୁଇଜ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ଜାଭିୟର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ଛତିଶଗଡ଼, ବିହାରର ୨୫ଟି ସ୍କୁଲ୍‌ରୁ ୨୧୬ ଛାତ୍ରୀଛାତ୍ର…

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ଅଖିଆ ଫେରିଲେ ୧୨୯ ଛାତ୍ରୀଛାତ୍ର

ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି । କୌଣସି ଛାତ୍ରୀଛାତ୍ରଙ୍କୁ ଉକ୍ତ ଖାଦ୍ୟ ପ୍ରଦାନ କରାଯାଇନାହିଁ । ୧୨୯ ଛାତ୍ରୀଛାତ୍ର…

ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର

ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍‌ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ ପ୍ରତି ଶ୍ରଦ୍ଧାଳୁଙ୍କ ରହିଛି ଗଭୀର ଆସ୍ଥା ଓ ବିଶ୍ୱାସ। ପ୍ରାୟ ଅଧିକାଂଶ ତୀର୍ଥ ପୁଷ୍କରିଣୀ…

ଏସ୍‌ସିବି ଆସିବେ ଜଗା-କାଳିଆ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଓଡ଼ିଶା ଆସିବା ପାଇଁ ସ୍ଥିର ହୋଇଛି। ଦିଲ୍ଲୀ ଏମ୍ସରୁ ଏହି ଦୁଇଭାଇଙ୍କୁ କଟକ ଏସ୍‌ସିବି ମେଡିକାଲକୁ ଅଣାଯିବ। ତେବେ କେବେ ଆସିବେ ତାହା ଆସନ୍ତା…

ପପୁଙ୍କ ଫିଲ୍ମ ପୋଷ୍ଟରକୁ ନେଇ ବିବାଦ: ୭ ଯୁବତୀଙ୍କୁ ନେଇ ଆପତ୍ତିଜନକ ପୋଜ୍‌; ପ୍ରଯୋଜକ ସଂସ୍ଥା ନାଁରେ ମାମଲା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୁଣି ଅଡୁଆରେ ରଙ୍ଗିଲା ଟୋକା ପପୁ ପମ୍‌ପମ୍‌। କେତେବେଳେ କାଷ୍ଟିଂ କାଉଚ ତ ଆଉ କେତେବେଳେ ମହିଳାଙ୍କୁ ଅଶାଳୀନ ବ୍ୟବହାର ପାଇଁ ବିବାଦରେ ରହିଥିଲେ ପପୁ। ଏବେ ଏକ ଫିଲ୍ମ ପୋଷ୍ଟରରେ ମହିଳାଙ୍କୁ ଅସମ୍ମାନ କରାଯାଇଥିବା ଅଭିଯୋଗକୁ ନେଇ ଆଉ…

ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍‌ସନ୍‌ ବନ୍ଦ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍‌ ସୁବିଧା ସମ୍ପୂର୍ଣ୍ଣରୂପେ ବନ୍ଦ କରିଛନ୍ତି। ଏହି ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ…

ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏହି ପଦବୀ ମୁଖ୍ୟ ଶାସନ ସଚିବ ପାହ୍ୟା ସହ ସମତୁଲ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri