ରାଜ୍ୟ

ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଇଥିଲେ। ପତି ମହାପାତ୍ର ସଂସ୍କାର କରିବା ପରେ ମହାପ୍ରଭୁଙ୍କୁ ଖଡ଼ି ପ୍ରସାଦ ଲାଗି ହୋଇଥିଲା।…

ସରକାରୀ ସ୍କୁଲ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବିଧାନସଭାରେ ହଟ୍ଟଗୋଳ, ଗୃହରେ ବିବୃତି ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ସରକାରୀ ସ୍କୁଲ ଛାତ୍ରୀନିବାସରେ ଚାରି ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି ଘଟଣାକୁ ଚପାଇ ଦେବା ଲାଗି ସମସ୍ତ ଉଦ୍ୟମ କରାଯାଇଛି। ରାଜ୍ୟ ସରକାର ମା’କୁ ସମ୍ମାନ…

ବାତ୍ୟା ‘ଫନୀ’ ମାଡ଼: ୫ ସହରରେ ଉଜୁଡ଼ିଗଲା ୧.୭୩ ଲକ୍ଷ ବୃକ୍ଷ

ଭୁବନେଶ୍ୱର,୨।୭(ବ୍ୟୁରୋ): ମେ’ ୩ ତାରିଖରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ୫ ସହରରେ ୧ ଲକ୍ଷ ୭୩ହଜାର ୯୫୭ ଗଛ ବରବାଦ ହୋଇଛି। ଜଟଣୀରେ ୩ହଜାର ୪୭୩ଟି ଗଛ, ଖୋର୍ଦ୍ଧାରେ ୪୯୬, ପୁରୀରେ ୪୯ହଜାର ୪୫୯, ଭୁବନେଶ୍ୱରରେ ୧୨ହଜାର ୮୮୩ଏବଂ କଟକ…

ସୋନମ ପଲେଇ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା

ଛତ୍ରପୁର, ୨।୭ (ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ପରିଷଦ ଅଧ୍ୟକ୍ଷା ପଦବୀ ପୁଣି ବିଜେଡି ହାତେଇବାରେ ସକ୍ଷମ ହୋଇଛି। ବିଜେଡି ପ୍ରାର୍ଥୀ ତଥା ଖଲ୍ଲିକୋଟ ବ୍ଲକ ଅଧୀନ ୧୧ ନଂ ଜୋନ ଜ଼ିଲା ପରିଷଦ ସଭ୍ୟା ସୋନମ ପଲେଇ ଅଧ୍ୟକ୍ଷା ଭାବେ ମଙ୍ଗଳବାର ନିର୍ବାଚିତ…

ଅସ୍ତରଙ୍ଗ ଉପକୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଲା ଲୁଣା ଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର, ୨।୭(ଡି.ଏନ୍‌.ଏ.)-ଲଘୁଚାପ ଏବଂ ଅମାବାସ୍ୟା ତିଥି ପାଇଁ ଅଶାନ୍ତ ହୋଇପଡ଼ିଛି ସମୁଦ୍ର। ମଙ୍ଗଳବାର ମଧ୍ୟାହ୍ନରେ ଅସ୍ତରଙ୍ଗ ଉପକୂଳର ଉଦୟକଣି ଗଁା ନିକଟରେ ଉଚ୍ଚ ଜୁଆର କୂଳ ଲଙ୍ଘିଛି। ଅଶାନ୍ତ ସମୁଦ୍ର ବାଲିସ୍ତୁପ ଡେଇଁ ସ୍ଥଳଭାଗ ମୁହାଁ ହୋଇଥିବାବେଳେ ଗର୍ଜନ ଛାତି ଥରାଇ…

ବିଧାନସଭାରେ ବ୍ଲକ ପୁନର୍ଗଠନ ଦାବିକଲେ ବିରୋଧୀ ଓ ଶାସକ; ବ୍ଳକ ଗଠନ ପାଇଁ ଏବେ କୌଣସି ଯୋଜନା ନାହିଁ:ମନ୍ତ୍ରୀ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ବ୍ଲକ ପୁନର୍ଗଠନ କରିବା ପାଇଁ ସରକାରଙ୍କର କୌଣସି ଯୋଜନା ନାହିଁ। ୧୯୫୮ ମସିହାରୁ ବ୍ଲକ ପୁନର୍ଗଠନ କାର୍ଯ୍ୟ କରାଯାଇ ୩୧୪ଟି ଗଠିତ ହୋଇଛି। ଓଡ଼ିଶା ପଞ୍ଚାୟତ ସମିତି ଅଧିନିୟମ ୧୯୫୯ର ଧାରା ୧୫(୧) ଅନୁଯାୟୀ, ରାଜ୍ୟ ସରକାର…

ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବତୀଯୁବକଙ୍କ ନିଯୁକ୍ତିକୁ ନେଇ ବିଧାନସଭାରେ ଉଦ୍‌ବେଗ: ବିଭିନ୍ନ ଶିଳ୍ପ ସଂସ୍ଥାରେ ନିଯୁକ୍ତି ପାଇଛନ୍ତି ୨ଲକ୍ଷ ୨୬ ହଜାର

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନରେ ୨ ଲକ୍ଷ ୬୮ହଜାର ୪୫୧ ଜଣ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ରାଜ୍ୟ ଭିତରୁ ୨ଲକ୍ଷ ୨୬ ହଜାର ୯୬୧ଜଣ ନିଯୁକ୍ତି ପାଇଛନ୍ତି। ଅର୍ଥାତ୍‌ ନିଯୁକ୍ତିର ୮୫ ପ୍ରତିଶତ ରାଜ୍ୟ ଭିତରୁ ନିଯୁକ୍ତି ଦିଆଯାଇଛି।…

ଖେଳୁଥିବା ବେଳେ କୂଅରେ ପଡ଼ି ୨ ଶିଶୁପୁତ୍ରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୨।୭: ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼ ଥାନା ନିହଲପ୍ରସାଦ ଗାଁରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ବେଳେ ଅସାବଧାନତାବଶତଃ କୂଅରେ ପଡ଼ି ଯିବାରୁ ୫ ବର୍ଷ ବୟସର ୨ ଜଣ ଶିଶୁ ପୁତ୍ରଙ୍କର ମୃତ୍ୟୁ…

ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ ଅଫ୍‌ ମାର୍କ: କଳାରେ ବିଜେବି, ବିଜ୍ଞାନରେ ରେଭେନ୍‌ଶା, ବାଣିଜ୍ୟରେ ଗୋପାଳପୁର ଜୁନିଅର କଲେଜ ଆଗରେ

ଭୁବନେଶ୍ୱର,୨।୭(ବ୍ୟୁରୋ): ମଙ୍ଗଳବାର ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। କଳାରେ ୭୧.୧୭ ପ୍ରତିଶତ କଟ୍‌ ଅଫ୍‌ ମାର୍କ ସହ ବିଜେବି ଜୁନିଅର କଲେଜ ଆଗରେ ରହିଛି। ୭୦.୧୭ ପ୍ରତିଶତ କଟ ଅଫ୍‌ ମାର୍କ ସହ ଦ୍ୱିତୀୟରେ…

ପୁରୁଷୋତ୍ତମପୁରରେ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଲାଗି ଭିଡ଼

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରଗୁଡ଼ିକରେ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ ଜମିଛି। ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ମହାପ୍ରଭୁ ଜଗନ୍ନାଥ…

ପ୍ରଶ୍ନକାଳରେ ବିରୋଧୀ ଦଳ ନେତା, ଉପନେତା, ମୁଖ୍ୟ ସଚେତକ ଅନୁପସ୍ଥିତ

ଭୁବନେଶ୍ୱର,୨।୭(ବ୍ୟୁରୋ) ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା ହୋଇଥାଏ। ଏହି ସମୟରେ ବିରୋଧୀ ଦଳର ମୁଖ୍ୟ ଭୂମିକା ରହିଥାଏ। ତେବେ ଦୁଇଦିନ ଧରି ଗୃହ ବନ୍ଦ ହେବା ପରେ ସୋମବାର ଖୋଲିଥିଲା। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ…

ଆନ୍ତଃରାଜ୍ୟ ନିଶା ବ୍ୟବସାୟୀ ଗିରଫ

କଟକ ରୋଡ,୨।୭(ଡି.ଏନ୍‌.ଏ.): ସ୍ମାର୍ଟସିଟିରେ ବେଧଡକ ଚାଲିଛି ନିଶା କାରବାର। ଜ୍ୱାଇଁଙ୍କ ଭଡାଘରେ ରହି ଶ୍ୱଶୁର ନିଶାଦ୍ରବ୍ୟ ଚାଲାଣ କରୁଥିବା ଅଭିଯୋଗରେ ସୋମବାର ଭୁବନେଶ୍ୱର ମୋବାଇଲ ସ୍କ୍ବାଡ ଓ ଖୋର୍ଦ୍ଧା ଜିଲା ଅବକାରୀ ଟିମ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri