ଜାତୀୟ ପତାକାକୁ ଅସମ୍ମାନ, ଥାନାରେ ଅଭିଯୋଗ
ଭଞ୍ଜନଗର,୧୭।୮(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ଜେଲ ପଡ଼ିଆରେ ଗୁରୁବାର ଚାଲିଥିଲା। ଏହି ସମୟରେ ସହରର ଜଣେ ବ୍ୟବସାୟୀ ନିଜ ପୋଷା କୁକୁର ବେକରେ ଓ ଚେନରେ ଜାତୀୟ ପତାକା ମାରି ପଡ଼ିଆକୁ ଆଣିଥିଲେ। ଏହାକୁ ନେଇ ପଡ଼ିଆରେ ଉତ୍ତେଜନା ପ୍ରକାଶ…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ
କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ…
ଗ୍ରାହକ ସେବା କେନ୍ଦ୍ରରେ ଟଙ୍କା ଆତ୍ମସାତ୍ ଘଟଣା:ସିଏସ୍ପି ମୁଖ୍ୟ ଗିରଫ
ନୂଆପଡା ଅଫିସ,୧୭ା୮ ଏସ୍ବିଆଇର ଗ୍ରାହକ ସେବା କେନ୍ଦ୍ରରେ ଚଞ୍ଚକତା କରି କୋଟି କୋଟି ଟଙ୍କା ଆତ୍ମସାତ କରାଯାଉଛି ା ଗ୍ରାହକଙ୍କ ଏପରି ଅଭିଯୋଗ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନୂଆପଡା ପୋଲିସ । ଅଭିଯୁକ୍ତ ଜଣକ…
ଶକ୍ତିମନ୍ତ୍ରୀଙ୍କ ଅଚାନକ କେସିଙ୍ଗା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ
କେସିଙ୍ଗା,୧୭।୮(ଡି.ଏନ.ଏ.) କେସିଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଚାନକ ଭାବେ ଗତ ଗୁରୁବାର ସନ୍ଧ୍ୟା ୭ଟାରେ ପରିଦର୍ଶନ କରିଥିଲେ। ଏଠାରେ ଥିବା ବିଭିନ୍ନ ସମସ୍ୟା ଯଥା ପ୍ରିନ୍ସିପାଲ ନିଯୁକ୍ତି, ୫ଜଣ ଶିକ୍ଷକ ନିଯୁକ୍ତି, ବିଦ୍ୟାଳୟର ପଶ୍ଚିମ ପଟେ ବାଡା ନିର୍ମାଣ,…
କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତର ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ
କେସିଙ୍ଗା,୧୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତରେ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୁପିନ୍ଦର ସିଂହ ଓ ବିଭାଗୀୟ ଅଧିକାରୀଙ୍କ ସହିତ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । କେସିଙ୍ଗା ବ୍ଲକର ତୁର୍ଲାଖମନ,…
୧୭ ବର୍ଷ ହେବ ମରାମତି ହୋଇନି : ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ
ଜୁନାଗଡ଼,୧୭।୮(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ପଞ୍ଚାୟତ ସାନଫୁର୍ଲା-ବନ୍ଦପଡାକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ଗତ ୧୭ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ବର୍ଷା ସମୟରେ ରାସ୍ତାରେ କାଦୁଅ ହେବା ସହ ବଡ ବଡ…
ପ୍ରଧାନମନ୍ତ୍ରୀ ଆବାସ, ବିଜୁପକ୍କାଘର ଯୋଜନା:ହିତାଧିକାରୀଙ୍କୁ ମିଳିନି ଶ୍ରମ ଦିବସର ଟଙ୍କା
ଜୁନାଗଡ,୧୭।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାଲୋପଲା ପଞ୍ଚାୟତରେ ଗତ ୨୦୧୬-୧୭ ଏବଂ ୨୦୧୭-୧୮ ବର୍ଷରେ ବିଜୁପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ କରିଥିବା ହିତାଧିକାରୀଙ୍କୁ ଏ ପର୍ଯ୍ୟନ୍ତ ଶ୍ରମ ଦିବସ ଟଙ୍କା ମିଳିନାହିଁ। ଏହି ସମସ୍ୟା ପଞ୍ଚାୟତ ମୁଖ୍ୟାଳୟ କାଲୋପଲା ଗ୍ରାମ ପ୍ରାୟ…
ଲଘୁଚାପ୍ ବରଷା ଦୂର କଲା ମର୍ଡି ଆଶଁକା:ଜୋର୍ଦାର ଚାଲିଛେ ରୁଆ ବିହିଡା
ବିଜେପୁର, ୧୭।୮ (ଡି.ଏନ୍.ଏ.): ଶରାବନ୍ ଯାଇ ଭୁଦୋ ଲାଗ୍ଲା। ଚଲତି ବଛର ବରଷା ପାଏନ୍ ଅଭାବୁ ବହୁତ ଜାଗାରେ ଚାଷ୍ବାସ ପଛେଇ ଯାଇଥିଲା। ହେଲେ ଶରାବନ୍ ଯାତେ ଯାତେ ରାଏଜ୍ ସାରା ବନେକରି ବରଷା ପାଏନ୍ ରୁକି ଦେଇ ଗଲା। ଇ…
ପୁଓର ଚିକିଛା ଲାଗି ବାପ୍ ବାରଦୁଆର ଘଟନା:ସାହାଯ୍ ଲାଗି କଥା ଦେଲେ ବିଧାୟିକା
ଅତାବିରା, ୧୭।୮ (ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍ମୁ ଶଙ୍କରର ମଲଦୁଆର ନଁାଇଁନ। ଇଆଡ଼େ ରାମ ଝନେ ନିହାତି ଗରିବ୍ ହେଇଥିଲାବେଲେ ବାହାଜାଂଗଲ ମାଜି କୁଟୁମ୍ ପୁଷୁଛନ୍।…
ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ
ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୯୭୪ରୁ ୧୯୮୦…
ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ
ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆମାଳ ପିନ୍ଧି ଭକ୍ତଙ୍କୁ ଦର୍ଶନ…
ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର
ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ ପେଟର ଭୋକ ମେଣ୍ଟାନ୍ତିି। ହେଲେ ଏମାନଙ୍କ ପ୍ରତି ସହାନୁଭୂତିର ହାତ ବଢାଇବା ଲୋକ…
Archives


