ମହଙ୍ଗା ପଡ଼ିଲା ଏସ୍ଟିଏଫ୍ ନୋଟିସ୍ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି
ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୋଲିସ ପଦକ ଦେବାକୁ ଥିତ୍ବାବେଳେ ୩୮ଜଣଙ୍କୁ ପ୍ରଧାନ କରାଯାଇଥିବା ଜଣାପଡ଼ିଛି। ବାଦ୍ ପଡ଼ିଥିବା…
ହାରାକୁଦର ୧୬ଟି ଗେଟ୍ ଖୋଲିଲା
ସମ୍ବଲପୁର, ୧୫।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଗୁରୁବାର ଖୋଲାଯାଇଛି। ୨ଟା ସୁଦ୍ଧା ୧୬ଟି ଗେଟ ଦେଇ ୨ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା ଜଳ ନିଷ୍କାସନ କରାଯାଇଛି। ଗେଟ୍ ଖୋଲା ଯିବାପରେ ତଳମୁଣ୍ଡରେ କୌଣସି ବନ୍ୟା ପରିସ୍ଥିତି ଉପୁଜିବ…
୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍
ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…
ଅସିତ୍ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀ ଏବେ…
ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ…
ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ଆଦୌ…
ସ୍ମରଣୀୟ ୭୩
୭୩ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶ ହାସଲ କରିଥିବା ୭୩ଟି ଉଲ୍ଲେଖନୀୟ ଘଟଣା ସମ୍ପର୍କରେ…. ସ୍ବାଧୀନତା ପ୍ରାପ୍ତିର ଏକ ବର୍ଷ ପରେ ଅର୍ଥାତ ୧୯୪୮ରେ ଭାରତୀୟ ପୁରୁଷ ହକି ଟିମ୍ ଲଣ୍ଡନ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ। ୧୯୫୦ ମସିହା…
ରାଜ୍ୟର ୩୯ ଜଣଙ୍କୁ ମିଳିବ ପୋଲିସ ପଦକ
ଭୁବନେଶ୍ୱର,୧୫ା୮(ବ୍ୟୁରୋ):ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବୁଧବାର ରାଜ୍ୟ ପୋଲିସ ପଦକ ଘୋଷଣା ହୋଇଛି। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସ୍ବାଧୀନତା ଦିବସରେ ଏହି ସମ୍ମାନଜନକ ପଦକ ମିିଳିବ। ସେମାନଙ୍କ ମଧ୍ୟରୁ ୨୬ଜଣଙ୍କୁ ପୋଲିସ ସାହସିକତା…
ଗୋଟିଏ ଦେଶ, ଗୋଟିଏ ପତାକା
ଭୁବନେଶ୍ୱର, ୧୫ା୮(ବ୍ୟୁରୋ):ସ୍ବାଧୀନତା ଦିବସର ଦିନକ ପୂର୍ବରୁ ବୁଧବାର ଗାନ୍ଧୀ ମାର୍ଗରେ ବନ୍ଦେ ମାତରମ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ଭିତ୍ତିକ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ଦେଶ ଗୋଟିଏ ପତାକା ବିଷୟକୁ ନେଇ ଅନୁଷ୍ଠାନ ପକ୍ଷରୁ ଏକ ପଥପ୍ରାନ୍ତ ନାଟକ…
ଆଜି ୭୩ତମ ସ୍ବାଧୀନତା ଦିବସ:କଡ଼ା ସୁରକ୍ଷାରେ ରାଜଧାନୀ
ଭୁବନେଶ୍ୱର, ୧୫ା୮(ବ୍ୟୁରୋ):୭୩ତମ ସ୍ବାଧୀନତା ଦିବସ ପାଳନ ପାଇଁ ସାରା ରାଜ୍ୟ ପ୍ରସ୍ତୁତ ରହିଥିବାବେଳେ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ଓ ରାଷ୍ଟ୍ରୀୟ ସାଲ୍ୟୁଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା…
ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବିଏମ୍ସିର ବେଖାତିର,ବେଆଇନ ଦର୍ଶାଇ ଭାଙ୍ଗିଲେ ଓମ୍ଫେଡ୍ ଦୋକାନ
ଭୁବନେଶ୍ୱର,୧୫ା୮(ବ୍ୟୁରୋ):ରାଜଧାନୀରେ ବିଏମ୍ସିର ଏକ ମନମାନି ଘଟଣା ସ୍ଥାନୀୟ ସିଏମ୍ପିଡିଆଇ କଲୋନୀରେ ଦେଖିବାକୁ ମିଳିଛି। ପିସି ନ ଦେବାରୁ ବିଏମ୍ସି ଅଧିକାରୀମାନେ ରମେଶ ଚନ୍ଦ୍ର ବାରିକଙ୍କ ଏକ ଓମ୍ଫେଡ ଦୋକାନକୁ ମିଳିତ ଉଚ୍ଛେଦକାରୀ ଦଳ ଦ୍ୱାରା ଭାଙ୍ଗି ଦେଇଛନ୍ତି। ଫଳରେ ପରିବାର ଚଳାଇବାକୁ…
ମୋ ବସ୍: ଅଫ୍ଲାଇନ୍ରେ ମ୍ୟାଜିକ୍ ପାସ୍,ଖୁବ୍ ଶୀଘ୍ର ପୁରୀକୁ ସେବା
ଭୁବନେଶ୍ୱର,୧୫ା୮(ବ୍ୟୁରୋ):ସ୍ବାଧୀନତା ଦିବସ ଅବସରରେ ‘ମୋ ବସ୍’ ସେବା ପ୍ରଦାନ କରୁଥିବା କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ୍) ପକ୍ଷରୁ ଫ୍ରିଡମ୍ ମାସିକିଆ ପାସ୍ର ଶୁଭାରମ୍ଭ ହେବ। ଏଣିକି ଅଫଲାଇନ୍ରେ ମଧ୍ୟ ଏହି ସେବା ଉପଲବ୍ଧ ହେବ ବୋଲି କ୍ରୁଟର ପରିଚାଳନା…
Archives


