ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବୃଦ୍ଧ ଗିରଫ
କେନ୍ଦୁଝର, ୧୪ା୮ (ସ୍ବ.ପ୍ର./ଡି.ଏନ.ଏ.): ସଦର ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ୪ର୍ଥ ଶ୍ରେଣୀ ରେ ପଢୁଥିବା ୯ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ତାଙ୍କ ନାମ ଚୈତନ୍ୟ…
ବିପଦ ସଙ୍କେତ ଉପରେ ମହାନଦୀ, କମେଇ : ବନ୍ୟାଜଳରେ ବୁଡ଼ିଲା ଫସଲ ଜମି
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.): ୩ ଦିନ ଧରି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ସୃଷ୍ଟି ହୋଇଛି । ମହାନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୫.୬୭ ମିଟର ରହିଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୬.୮୫ ମିଟର ରହିଛି। ସେହିଭଳି…
୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା
ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ ନିଦ ହଜାଇ ଦେଇଛି। ଜିଲା ପ୍ରଶାସନ ଓ ପୋଲିସକୁ ଘାରିଛି ବଡ଼ଦେଉଳର ସୁରକ୍ଷା ଚିନ୍ତା।…
ବିଧାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ
ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡରେ ଆଜକୁ ୩ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀରେ ଜଳସ୍ରୋତ ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଶହ ଶହ ଏକର ଚାଷଜମି ବାଲିଚର ହେବା ସହ ଅନେକ…
ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା
ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ବ୍ଲକର ୨୬ଟି ପଞ୍ଚାୟତରୁ ସରପଞ୍ଚ ଏବଂ ସମିତି ସଭ୍ୟମାନେ ଯୋଗଦେଇଥିଲେ। ପ୍ରଥମେ…
ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରକାଶଯୋଗ୍ୟ, ସ୍ବେଚ୍ଛାକୃତ ଅବସର ନେବା ଲାଗି ପାଢ଼ୀ ଆବେଦନ…
ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ କରାଯିବ। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଫଳରେ…
ରାଜ୍ୟରେ ‘ଗାର୍ଡ ଅଫ୍ ଅନର୍’ ବ୍ୟବସ୍ଥା ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ‘ଗାର୍ଡ ଅଫ୍ ଅନର୍’ ବ୍ୟବସ୍ଥା ଉଚ୍ଛେଦ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍ ଅନର୍’/ହାଉସ୍ ଗାର୍ଡକୁ ଉଚ୍ଛେଦ କରାଯାଇଛି। କେବଳ ସାଧାରଣତନ୍ତ୍ର…
ବରଗଡ଼ ଜିଲାପାଳଙ୍କଠାରୁ ମିଳିଲା ନିର୍ଭର ପ୍ରତିଶ୍ରୁତି, ଅନଶନ କରିବେନି ଜିଲା ପରିଷଦ ଅଧ୍ୟକ୍ଷା
ବରଗଡ଼ ଅଫିସ,୧୪।୮- ବରଗଡ଼ ଜିଲାରେ ଚୋରାମଦ କାରବାର ତଥା କୁଟିଆ ମଦ ଦୋକାନ ବନ୍ଦ ଦାବି ନେଇ ସ୍ଥାନୀୟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ସ୍ବାଧୀନତା ଦିବସରେ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାପାଳ…
ଲଗାଣ ବର୍ଷା: ୨ ଲକ୍ଷ ଲୋକ ପ୍ରଭାବିତ
ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବେହାଲ୍ ହୋଇପଡ଼ିଛି ଜୀବନଯାତ୍ରା। ଯୋଗାଯୋଗ ଓ ଗମନାଗମନ ଏକପ୍ରକାର ଠପ୍ ହୋଇଯାଇଛି। ବିଶେଷକରି ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ପରି ତଳିଆ ଅଞ୍ଚଳରେ…
ଝାରସୁଗୁଡ଼ା ଜିଲାପାଳ ନିଲମ୍ବିତ
କଟକ ଅଫିସ/ଝାରସୁଗୁଡ଼ା ଅଫିସ, ୧୪।୮: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବିତ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏ ଏଡିଏମ୍ ପ୍ରଦୀପ ସାହୁ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ହାଇକୋର୍ଟଙ୍କ ଆଦେଶ ଉଲଘଂନ କରିଥିବାରୁ…
ଖୋଲିଲା ହୀରାକୁଦ ଡ୍ୟାମ୍ର ୭ନଂ ଗେଟ୍: ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ
ସମ୍ବଲପୁର,୧୪।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଧାର୍ଯ୍ୟଲଗ୍ନ ଅନୁସାରେ ଅପରାହ୍ନ ୧୧ ଟା ୨୪ ମିନିଟରେ ଗୋଟିଏ ଗେଟ୍ରେ ବନ୍ୟାଜଳ ନିଷ୍କାସନ ହୋଇଛି । ପୂର୍ବାହ୍ନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇ ୭ନଂ ସୁଇସ୍ ଗେଟ୍…
Archives


