ବର୍ଷେ ହେବ ଚାକିରି ପାଇଥିଲେ, ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ଜାଲରେ ଫସିଗଲେ ଜେଆର୍ଏ
ଭୁବନେଶ୍ୱର,୨୬ା୭(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଉପଜିଲାପାଳ ଅଫିସ ସ୍ବତନ୍ତ୍ର ସାର୍ଟିଫିକେଟ୍ ସେକ୍ସନ୍ର କନିଷ୍ଠ ରାଜସ୍ବ ସହାୟକ (ଜେଆର୍ଏ)) ସୌରଭ ତ୍ରିପାଠୀ ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି। ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ…
୩୧.୫୦ ଲକ୍ଷ ଟଙ୍କାର ଠକେଇ କରି ଫସିଲେ ଅଭିନେତା: ମାଡ଼ିବସିଲା ପୋଲିସ
ଭୁବନେଶ୍ୱର,୨୬ା୭(ସତ୍ୟଜିତ୍ ରାଉତ):ଧାରରେ ନେଇଥିବା ୩୧.୫୦ ଲକ୍ଷ ଠକେଇ ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଜଣେ ଅଭିନେତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ପଳାଶୁଣୀରେ ରହୁଥିବା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁରର ଉଦୟନ ଅପରାଜିତ୍ (୪୦)।…
ଆଜି ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ: ଉପସ୍ଥିତ ନ ରହିଲେ କାର୍ଯ୍ୟାନୁଷ୍ଠାନ
କଟକ,୨୬।୭(କାର୍ତ୍ତିକ ସାହୁ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଶନିବାର ବାତିଲ କରିଛନ୍ତି। ପ୍ରବଳରୁ…
ବଳଙ୍ଗା ଘଟଣାର ରହସ୍ୟ ଖୋଲିବ ରୁପା ମୁଦି: ସବୁ ଖୋଲି କହିଦେଲେ ପୀଡ଼ିତା
ବଳଙ୍ଗା/ଭୁବନେଶ୍ୱର,୨୬ା୭ (କେଦାରେଶ୍ୱର ନନ୍ଦ/ ରବିନାରାୟଣ ଜେନା):ପୁରୀ ଜିଲାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାକୁ ୭ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ହାତ ଖାଲି। ଏହି ଘଟଣାରେ ପୋଲିସ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ତଦନ୍ତ ଜାରି ରହିଥିବାବେଳେ ଘଟଣାସ୍ଥଳରୁ ପୋଲିସକୁ ମିଳିଥିବା…
ସରକାରଙ୍କ ବଡ଼ ଘୋଷଣା: ହେବନି ନୂଆ ଆଉଟ୍ସୋର୍ସିଂ ନିଯୁକ୍ତି
ଭୁବନେଶ୍ୱର,୨୬ା୭ (ରବିନାରାୟଣ ଜେନା):ରାଜ୍ୟରେ ଏଣିକି ଠିକା ସଂସ୍ଥା(ଆଉଟ୍ସୋର୍ସିଂ) ଜରିଆରେ ସିଧାସଳଖ ନୂଆ ନିଯୁକ୍ତି ସିଧାସଳଖ ଦିଆଯିବ ନାହିଁ। ପୂର୍ବରୁ ଯେଉଁସବୁ ଆଉଟ୍ସୋର୍ସିଂ ସଂସ୍ଥାକୁ ମ୍ୟାନ୍ ପାଓ୍ବାର ଲାଗି ନିଯୁକ୍ତ କରାଯାଇଛି ତାହା ବଜାୟ ରହିବ ଏବଂ ସମ୍ପୃକ୍ତ ସଂସ୍ଥା ନବୀକରଣ କରିପାରିବେ।…
ବାପଘର ଲୋକଙ୍କୁ ଖାଦ୍ୟରେ ବିଷ ଦେଇଦେଲେ ବିବାହିତା ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଦଶରଥପୁର,୨୬ା୭(ସୁଶାନ୍ତ କୁମାର ବେହୁରିଆ):ପାରିବାରିକ କଳହକୁ ନେଇ ଯାଜପୁର ଜିଲା ମଙ୍ଗଳପୁର ଥାନା କନିକାପଡ଼ା ଗ୍ରାମରେ ଜଣେ ବିବାହିତା ଝିଅ ତାଙ୍କ ବାପଘର ଲୋକଙ୍କ ଖାଦ୍ୟରେ ବିଷ ମିଶାଇ ଦେଇଛନ୍ତି। ବିଷମିଶା ଖାଦ୍ୟ ଖାଇ ପରିବାରର ୬ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନଙ୍କୁ…
ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି, ସମୁଦ୍ରରେ ବଡ଼ ହଲଚଲ
ଭୁବନେଶ୍ବର, ୨୫।୭: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା…
୭ ମାସର ଗର୍ଭବତୀ ନାବାଳିକା: ଜେଲ୍ ଗଲେ ୨ ଭାଇ, ପୂରା ଘଟଣା ଜାଣିଲେ…
କୁଜଙ୍ଗ,୨୫/୭(ମନୋଜ ପ୍ରଧାନ):ଜଗତସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖି ତାକୁ ୭ ମାସର ଗର୍ଭବତୀ କରିଥିବା ଅଭିଯୁକ୍ତ ଦୁଇ ଭାଇଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତମାନେ ହେଲେ ଏହି ଥାନା ଅନ୍ତର୍ଗତ ବାଣଶରା ଗ୍ରାମର…
୨ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ: ମାସିକ ଋତୁସ୍ରାବରୁ ଜଣାପଡ଼ିଲା ସବୁକିଛି, ଏବେ…
ତୁମୁଡିବନ୍ଧ,୨୫।୭(ଦୀପକ କୁମାର ପରାସେଠ): କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ…
କାମ ବିଳମ୍ବ ହେଲେ ସରକାରୀ ଅଧିକାରୀଙ୍କ ଦରମା ହେବ ବନ୍ଦ: ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୨୫।୭:ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଇଛନ୍ତି। ସେ କହିଛନ୍ତି, ସବୁ ଘରକୁ ଘର ଜଳ ବ୍ୟବସ୍ଥା ହୋଇଛି। ଅଗଷ୍ଟରେ ୨୧, ସେପ୍ଟେମ୍ବରରେ ୧୧ ଓ ଡିସେମ୍ବରରେ ୨୨ଟି ପ୍ରକଳ୍ପ ଶେଷ ହେବ।…
ଶ୍ରମିକଙ୍କ ମୁହଁରେ ହସ ଫୁଟାଇଲେ ମୋହନ ସରକାର: ବଢିଲା ଭତ୍ତା
ଭୁବନେଶ୍ୱର,୨୫।୭: ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି ହୋଇଥିବାବେଳେ ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାରକୁ ବୃଦ୍ଧି ହୋଇଛି। ସୂଚନାଯୋଗ୍ୟ, ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ…
ଓଡ଼ିଶା ଟେକ୍ସର ଶୁଭାରମ୍ଭ: ସୃଷ୍ଟି ହେବ ୨୫ ହଜାରରୁ ଅଧିକ ନିଯୁକ୍ତି
ଭୁବନେଶ୍ୱର,୨୫ା୭: ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ୬ଟି ଟେକ୍ସଟାଇଲ ପାର୍କର ମଧ୍ୟ ଉଦ୍ଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍ଘାଟିତ…
Archives


