ରାଜ୍ୟ

ବିଏସ୍‌କେୱାଇ : ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ…

୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର ଗତ ମେ ୩ ତାରିଖରେ ବାତ୍ୟା ଫନୀର କିଭଳି ମୁକାବିଲା କଲେ, ସ୍ବଚ୍ଛ…

ଆସିଲାଣି ବର୍ଷା ଋତୁ: ମରାମତି ହେଉନି ନଦୀବନ୍ଧ, ବିପଦ ଆଶଙ୍କାରେ ନଦୀକୂଳିଆ ଲୋକେ

ନୟାଗଡ଼ ଅଫିସ,୨୬ା୬- ନୟାଗଡ଼ ଜିଲା ଦେଇ ପ୍ରବାହିତ ହେଉଥିବା ଅନେକ ନଦୀବନ୍ଧ ବର୍ତ୍ତମାନ ମରାମତି ନ ହୋଇ ପଡ଼ିରହିଛି। ବର୍ଷା ଋତୁ ଆସୁଥିବାରୁ ନଦୀଜଳ କୂଳ ଖାଇ ବନ୍ଧରେ ଘାଇ ସୃଷ୍ଟି କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଜଳସେଚନ ବିଭାଗ ଏହି…

ମିଳିଲାନି ମ୍ୟାଚୁରିଟି ଟଙ୍କା: ଅର୍ଥାଭାବରୁ ଦିବ୍ୟାଙ୍ଗ ଝିଅଙ୍କ ବିବାହ ବନ୍ଦ, ସାହାରା ଇଣ୍ଡିଆ କାର୍ଯ୍ୟାଳୟରେ ତାଲା ପକାଇଲେ ଜମାକାରୀ

ନିରାକାରପୁର,୨୬ା୬(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ଶ୍ରୀରାମ ବଜାର ସ୍ଥିତ ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଫାଟକରେ ମଙ୍ଗଳବାର ଜମାକାରୀମାନେ ତାଲା ପକାଇଦେଇଛନ୍ତି। ମ୍ୟାଚୁରିଟି (ପୂର୍ଣ୍ଣ ଅବଧି) ପରେ ଗ୍ରାହକମାନେ ଟଙ୍କା ଫେରି ନ ପାଇବାରୁ ଉତ୍ତ୍ୟକ୍ତ ହୋଇ ଏଭଳି କରିଥିଲେ। ଏହା ପୂର୍ବରୁ…

ଆସୁଛି ଲଘୁଚାପ: ୨୯ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଗତ ୩/୪ ଦିନ ହେବ ରାଜ୍ୟରେ ମୌସୁମୀ ଉଭାନ ହୋଇ ଯାଇଛି। ବର୍ଷା ଚାଡି ଯାଇଥିବା ବେଳେ ପୁଣି ଖରା ଓ ଗରମ ଆରମ୍ଭ ହୋଇଛି। ଆହୁରି ୩ ଦିନ ପାଗ ଶୁଖିଲା ରହିବ। କାଁ ଭାଁ କେଉଁଠି ଅସରାଏ…

କରଞ୍ଜିଆ ଜେଲ୍‌ରୁ ଫେରାରଥିବା ଆସାମୀ ଗିରଫ 

କାଳିଆପାଣି,୨୬|୬(ଡି.ଏନ୍‌.ଏ.)- କରଞ୍ଜିଆ ଜେଲରୁ ଫେରାର ଥିବା ଆସାମୀଙ୍କୁ ମଙ୍ଗଳବାର କାଳିଆପାଣି ପୋଲିସ କାବୁକରି ଥାନାରେ ଅଟକ ରଖିଛି। ଆସାମୀ ଜଣଙ୍କ କାଳିଆପାଣି ଥାନା ଅନ୍ତର୍ଗତ ଚାତାରସାହି ଗ୍ରାମର ଭଗବାନ ଟୁଡୁ। ଏ ନେଇ କରଞ୍ଜିଆ ଥାନାକୁ ଖବର ଦିଆଯାଇଥିବା ଥାନା ଅଧିକାରୀ…

ଖଣି ଅଞ୍ଚଳରେ ବଢୁଛି ଟ୍ରାଫିକ୍‌ ସମସ୍ୟା

କାଳିଆପାଣି,୨୬|୬(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଖଣି ଅଞ୍ଚଳରେ ଦୈନନ୍ଦିନ ଟ୍ରାଫିକ୍‌ ସମସ୍ୟା ବଢିବାରେ ଲାଗିଛି। ଖଣିକୁ କ୍ରୋମାଇଟ ଲୋଡିଂ ପାଇଁ ଆସୁଥିବା ଟ୍ରକ୍‌ଗୁଡିକ ଉପରେ ପ୍ରଶାସନ ପକ୍ଷରୁ ଆଖି ଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏପରି ହେଉଥିବା ଅଭିଯୋଗ ହୋଇଛି।…

ଲୁଚକାଳି ଖେଳୁଛି ମୌସୁମୀ: ବର୍ଷାକୁ ଅନାଇ ଚିନ୍ତାରେ ଚାଷୀ

ବିଞ୍ଝାରପୁର,୨୬|୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ୭୦ରୁ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକେ ଚାଷ ଉପରେ ନିର୍ଭର କରନ୍ତି। ପ୍ରତିବର୍ଷ ବ୍ଲକର ବିଭିନ୍ନ ରାଜସ୍ବ ମୌଜାରେ ପ୍ରାୟତଃ ୧୪ହଜାର ହେକ୍ଟର ଜମିରେ ଖରିଫ ଫସଲ ହୋଇଥାଏ। କିନ୍ତୁ ଅଧିକାଂଶ ଅଞ୍ଚଳରେ ଜଳସେଚନର ସୁବିଧା ହୋଇ…

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗ: ରେଳମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାୟଗଡା ଜିଲାରେ ମଙ୍ଗଳବାର ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। କର୍ତ୍ତବ୍ୟରତ ରେଳ କର୍ମଚାରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖପ୍ରକାଶ କରିଛନ୍ତି। ଏହାସହ ସେ ରେଳମନ୍ତ୍ରୀ ପୀୟୂଷ ଗୋଏଲଙ୍କ ସହ ଏ ବିଷୟରେ କଥା ହୋଇଥିବା…

ଦିବ୍ୟାଙ୍ଗ ଭାଇଭହେନ୍‌ ଘଟ୍‌ନା:ସାହାଯ୍‌ର ହାତ ବଢ଼ାଲା ପରଶାସନ

କୋକସରା, ୨୬ା୬ (ଡି.ଏନ୍‌.ଏ) : କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କାଉଡ଼ୋଲା ଗଁାର ନିଲାମ୍ବର ରାଉତକଁର ପୁଓ ମକରନ୍ଦ(୧୯) ଆର ଝି’ ଭୂମିସୂତା(୧୭) ଜନ୍‌ମୁ ଦିବ୍ୟାଙ୍ଗ। ଅଭାବ ଅନାଟନ ଲାଗି ମା’ବାପ୍‌ ଦିବ୍ୟାଙ୍ଗ ପୁଓ ଝି’କେ ଠିକ୍‌ସେ ଚିକିସତ୍ା କରେଇ ନାଇଁପାରି।…

ଆଟେଣ୍ଡାଣ୍ଟ ଭରସାରେ କୁଦୋପାଲି ଡାକ୍‌ତରଖାନା

ସୋହେଲା,୨୬ା୬ (ଡି.ଏନ୍‌.ଏ):ବରଗଡ଼ ଜିଲା ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ୧୯୮୯ ସାଲେ କୁଦୋପାଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଥାପନ ହେଇଥିଲା। ରାଏଜ୍‌ ସରକାର ଇ ଡାକ୍‌ତରଖାନାକେ ମାହାଲିଆ ଉଷୋକଷା ସମେତ ଉନିଆ ସାଜୋସାମାନ ଯୁଗେଇ ଦେଇଛନ୍‌। ହେଲେ ଦୁଖକର କଥା…

ବିବାହ ପୂର୍ବରୁ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ କରାଯାଉଛି। ବିବାହ ପୂର୍ବରୁ ପୁଅଝିଅଙ୍କ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ କରାଯିବ ା ଏଥିପାଇଁ ଗ୍ରାମ୍ୟ ସ୍ତରରେ ଏଏନଏମ୍‌, ଅଙ୍ଗନୱାଡି କର୍ମୀ ଓ ପ୍ରାଥମିକ ଶିକ୍ଷାନୁଷ୍ଠାନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri