‘ବିଦ୍ୟୁତ୍ ଖର୍ଚ୍ଚରୁ ମୁକ୍ତି ଦେବ ସୋଲାର ପ୍ରକଳ୍ପ’
ପୁରୀ ଅଫିସ,୧୧।୮: ପୁରୀ କଚେରିରୋଡସ୍ଥିତ ସେସୁ କାର୍ଯ୍ୟାଳୟଠାରେ ଟାଟା ପାୱାର ସୋଲାର ସିଷ୍ଟମ ସଚେତନତା କାର୍ଯ୍ୟକ୍ରମକୁ ଶନିବାର ଶକ୍ତିମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଥିଲେ, ଦେଶର ୨୯ଟି ରାଜ୍ୟର ୧୦୦ଟି ସହରରେ ଏହି ଯୋଜନା…
ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରୋଗୀ ମୃତ୍ୟୁ ଘଟଣା: ୩ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ୨୦୧୭ ଡିସେମ୍ବର ୩୧ରେ ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରେ ଆକ୍ରାନ୍ତ କଟକ ରାଜାବଗିଚା ଅଞ୍ଚଳର ଗୁଡି ନାୟକ (୨୦)ଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର ବିଚାର କରି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି) ଗୁଡିଙ୍କ ପରିବାରକୁ ୩ଲକ୍ଷ…
ବସନ୍ତପୁର ପ୍ରାଥମିକ ବିଦ୍ୟାଳୟ: ଶିକ୍ଷକ ନ ଥିବାରୁ ତାଲା ପକାଇଲେ ଗ୍ରାମବାସୀ
ପୁରୁଣା ଭୁବନେଶ୍ୱର,୧୧।୮(ଡି.ଏନ.ଏ.): ଭୁବନେଶ୍ୱର ଉପକଣ୍ଠ ବସନ୍ତପୁର ଶାସନର ଗ୍ରାମବାସୀ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠ ପଢାଇବାକୁ ଶିକ୍ଷକଙ୍କ ସଂଖ୍ୟା କମ୍ ଥିବାରୁ ଶନିବାର ତାଲା ପକାଇଥିଲେ। ୧୯୧୨ମସିହାରେ ସ୍ଥାପିତ ଏହି ବିଦ୍ୟାଳୟଟି ନାନା ସମସ୍ୟା ଦେଇ ଗତି କରୁଛି। ଦୀର୍ଘ…
ରାଜଧାନୀରେ ୩୦ ମହିଳାଙ୍କଠାରୁ ଲୁଟ୍ ଘଟଣା: ଧରାପଡ଼ିଲା ୨ଜଣିଆ ଲୁଟେରା ଗ୍ୟାଙ୍ଗ୍; ୧୫ ମୋବାଇଲ, ୩୦ ଭ୍ୟାନିଟି, ସୁନା ଅଳଙ୍କାର, ବାଇକ୍ ଜବତ
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରାଜଧାନୀରେ ଗତ କିଛିମାସ ହେବ ମାତିଥିବା ଭ୍ୟାନିଟି ଓ ମୋବାଇଲ୍ ଫୋନ୍ ଲୁଟେରା ଗ୍ୟାଙ୍ଗ୍କୁ ଠାବ କରିଛି କମିଶନରେଟ ପୋଲିସ। ଏହି ୨ଜଣିଆ ଗ୍ୟାଙ୍ଗ୍ର ସଦସ୍ୟ କଳା ପଲ୍ସରରେ ଆସି ମହିଳାଙ୍କଠାରୁ ଲୁଟ୍ପାଟ କରୁଥିଲେ। ଇତିମଧ୍ୟରେ ୩୦ ମହିଳାଙ୍କଠାରୁ…
ଓଡ଼ିଶା ଜର୍ନାଲିଜମ୍ ଆଓ୍ବାର୍ଡ-୨୦୧୯: ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ପାଇକରାୟ ସମ୍ମାନିତ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଶ୍ୱର ବଡ଼ ବଡ଼ ଦେଶ ମଧ୍ୟରେ ଭାରତର ସ୍ବାତନ୍ତ୍ର୍ୟ ରହିଛି। ଆମ ଦେଶରେ ସୁପ୍ରିମ୍କୋର୍ଟ ପରି ନ୍ୟାୟାଳୟ ଥିବାବେଳେ ଗଣମାଧ୍ୟମ ପରି ଜାଗ୍ରତ ପ୍ରହରୀ ମଧ୍ୟ ରହିଛି। ଆମ୍ଭେମାନେ ଗଣମାଧ୍ୟମ ସହିତ ଜଡ଼ିତ ରହି ଠିକ୍ କଥାକୁ ଲୋକଲୋଚନକୁ ଆଣିବା…
ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳ, ମାଲକାନଗିରି, ସୋନପୁର, ଗୋପାଳପୁର, ସମ୍ବଲପୁର, ଝାରସୁଗୁଡ଼ାରେ ମଧ୍ୟ ବର୍ଷା ହୋଇଥିବା…
ଭିସୁଟ୍ରେ ଆନ୍ଦୋଳନ ମହଙ୍ଗା ପଡ଼ିଲା: ଅଧ୍ୟାପକ ବହିଷ୍କୃତ,୨ ନିଲମ୍ବିତ; ୧୫ ଜଣଙ୍କୁ କାରଣ ଦର୍ଶାଅ ନୋଟିସ
ସମ୍ବଲପୁର,୧୧।୮(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରେ ଆନ୍ଦୋଳନ ଚଳାଇଥିବା ଅଧ୍ୟାପକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତିଙ୍କ କାର୍ଯ୍ୟାଳୟର ଚିଠି ନମ୍ବର ଏସଡିଟିଇ-ଟିଏଚଇ-(ଆଇଆଇ)-୦୦୨୮/୨୦୧୯-୩୮୩୭ ତାରିଖ ୯।୮।୨୦୧୯ ଅନୁଯାୟୀ ଅଧ୍ୟାପକ ସଂଘ ସଭାପତି ପୁଷ୍ପରାଜ…
ଜଳପଥରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ହାଇଆଲର୍ଟରେ ୭ ଜିଲାର ମେରାଇନ ଥାନା, ପାଟ୍ରୋଲିଂ କଡ଼ାକଡ଼ି ନିର୍ଦ୍ଦେଶ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ପାକିସ୍ତାନ ରକ୍ତ ଚାଉଳ ଚୋବାଇଛି। ଭାରତ ସହ କୂଟନୈତିକ, ବାଣିଜି୍ୟକ ଆଦି ସମ୍ପର୍କ ଛିନ୍ନ କରିବା ସହ ବିମାନ, ଟ୍ରେନ, ବସ୍ ଚଳାଚଳ ବନ୍ଦ କରିଛି। ପ୍ରତିଶୋଧ ନେବା ପାଇଁ ଭାରତରେ ବଡ଼ଧରଣର…
ବୃଦ୍ଧା ମା’ ସାଜିଛି ଦୃଷ୍ଟିହୀନ ପୁଅର ସାହାରା, ଭିକ୍ଷାବୃତ୍ତି କରି ପୋଷୁଛନ୍ତି ପେଟ
ଯାଜପୁର ଟାଉନ,୧୧।୮(ଡିଏନଏ)- ଅନେକ ସ୍ଥାନରେ ପୁଅ ବୃଦ୍ଧ ମା’ବାପାଙ୍କୁ ନ ପଚାରିବା ଓ ଘରୁ ତଡ଼ି ଦେଉଥିବା ଭଳି ଘଟଣା ପ୍ରତିଦିନ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି। ମାତ୍ର ଯଦି ସନ୍ତାନ ଅସହାୟ ଥାଏ, ସେଠାରେ ନିଜ ଶେଷ ନିଶ୍ୱାସ…
ଜଙ୍ଗଲ ଜମିରେ ବେଆଇନ ପଥର ଖାଦାନ: ଚଢ଼ାଉବେଳେ ଅଧିକାରୀଙ୍କୁ ଆକ୍ରମଣ, ଜାଣିଶୁଣି ମାମଲା ଦାୟର କଲେନି ଅଧିକାରୀ
ଯାଜପୁର ଅଫିସ/ଜେନାପୁର(ଡି.ଏନ୍.ଏ.),୧୧।୮- ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ସମୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି ା ଧର୍ମଶାଳା ଅତିରିକ୍ତ ତହସିଲଦାର ଦେବୀପ୍ରସନ୍ନ ମହାନ୍ତି ଶନିବାର ପୂର୍ବାହ୍ନରେ…
ତେଣ୍ଟା ନାଳରେ ମାଛମରାକୁ ନେଇ ତେଜୁଛି ବିବାଦ: ବେଆଇନ ଆଡ଼ିବନ୍ଧ ଯୋଗୁ ଚାଷଜମିକୁ ଯାଇପାରୁନି ପାଣି, ବଢ଼ୁଛି ଚାଷୀ ଅସନ୍ତୋଷ
ବିିଞ୍ଝାରପୁର,୧୧।୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବରପଦା ତେଣ୍ଟା ନାଳରେ ମାଛ ଧରିବାକୁ ସ୍ଲୁଇସ୍ ଗେଟ୍ ବନ୍ଦ କରିବା ସହିତ ଆଡିବନ୍ଧ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚଳିତ ବର୍ଷ ବର୍ଷା ଅଭାବରୁ ବିଞ୍ଝାରପୁର ବ୍ଲକର…
ବାଇକ୍ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ
ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ ଦେଇ ଶରଣକୁଳ ଲଡୁବାବାଙ୍କୁ ଜଳଲାଗି ପାଇଁ ଯାଉଥିବା ଜଣେ କାଉଡିଆ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି।…
Archives


