ରାଜ୍ୟ

ତାଳକଣି ଗାଁରେ ବାଘ ଆତଙ୍କ

ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ ଜଙ୍ଗଲରେ ଶନିବାର ଅପରାହ୍ନ ପ୍ରାୟ ୪ଟାରେ ଏକ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା ।…

ଲୋକେ ପିଉଛନ୍ତି ଗୋଳିଆ ପାଣି

ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପ ନିର୍ମାଣ,ମରାମତି ଓ ରକ୍ଷଣାବେକ୍ଷଣ ପାଇଁ ରାଜକୋଷରୁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ…

ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର

ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ ବ୍ୟକ୍ତି ବିଶେଷଙ୍କ ଗୋପନୀୟ ତଥ୍ୟଗୁଡ଼ିକୁ କୌଣସି ପରିସ୍ଥିତିରେ ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇ…

ପ୍ରାଥମିକ ବିଦ୍ୟାଳୟକୁ ଆଉ ଆସୁନି ପାଠ୍ୟୋପକରଣ : ସରକାରଙ୍କ ଅଜବ ନୀତିରେ ନିରାଶ ଛାତ୍ରୀଛାତ୍ର

ଜଗତ୍‌ସିଂହପୁର ଅଫିସ,୧୧ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରତି ପିଲାମାନଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ମାଗଣା ବହି, ପୋଷାକ ସାଙ୍ଗକୁ ମଧ୍ୟାହ୍ନ ଭୋଜନ ଦେଉଛନ୍ତି। ବିଦ୍ୟାଳୟରେ ନାମଲେଖା ଫି ମଧ୍ୟ ଛାଡ କରାଯାଇଛି। କିନ୍ତୁ ମଝିରେ…

ନାବାଳକଙ୍କୁ ସାବାଳକ କଲା ପୋଲିସ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ): ପୋଲିସର ଖାମଖିଆଲି ତଦନ୍ତ ପାଇଁ ଦୋଷୀ ଖସି ଯାଉଥିବାବେଳେ ଅନେକ ନିର୍ଦ୍ଦୋଷ ସଜା କାଟୁଥିବା ନଜିର ରହିଛି। ଏଭଳି କାର୍ଯ୍ୟଧାରାକୁ ନେଇ ଓଡ଼ିଶା ପୋଲିସ ବାରମ୍ବାର ନିନ୍ଦିତ ହେଉଛି। ଏବେ ଖୋଦ୍‌ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ ଏମିତି…

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ ୩୭ ଜଣ ପ୍ରତିଦ୍ୱନ୍ଦ୍ୱିତା କରିଥିବାବେଳେ ୧୫ ନିର୍ବାଚିତ ହେବେ। ନିର୍ବାଚିତ ସଦସ୍ୟଙ୍କ ମଧ୍ୟରୁ ସଭାପତି,…

ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଦୁର୍ଘଟଣା: ଦୁଇ କାର୍‌ ମୁହାଁମୁହିଁ, ୮ ଗୁୁରୁତର

ଖୁଣ୍ଟୁଣୀ,୧୦।୮(ଡି.ଏନ୍‌.ଏ.): ୫୫ନଂ ଜାତୀୟ ରାଜପଥର ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ୨ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଆହତମାନଙ୍କ ମଧ୍ୟରେ…

ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ମିଳିଲା ପରିଚୟ, ଅଭିଯୁକ୍ତ ସ୍ବାମୀ ଫେରାର

ହାଟଡ଼ିହୀ, ୧୦।୮ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ଗ୍ରାମର ପ୍ରଦୀପ ମଲ୍ଲିକଙ୍କ ଘର ପଛପଟ ବାଡ଼ିର ମାଟିତଳୁ ଜଣେ ମହିଳାଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିବା ପରେ ଶନିବାର ତାଙ୍କର ପରିଚୟ ମିଳିଛି। ସେ ହେଉଛନ୍ତି ବାଲେଶ୍ୱର ଜିଲା…

ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ…

ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍‌ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି ଭାଜପା। ୭୨ ବର୍ଷ ଧରି ଚାଲି ଆସୁଥିବା ଏହି ପରମ୍ପରା ଭଙ୍ଗ କରାଯିବା…

୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି। ଚିଠି ନଂ-୪୯୧ରେ ଜିଲା ପ୍ରଶାସନ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କୁ ଏ ନେଇ ସୂଚନା…

ଭାର୍ଗବୀ ବ୍ରିଜ୍‌ ଉପରେ ଦୁର୍ଘଟଣା: ପୁଅ ସାମ୍ନାରେ ବାପାଙ୍କ ଉପରେ ମାଡ଼ିଗଲା ହାଇଓ୍ବା, ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବାଳକାଟି,୧୦।୮(ଡି.ଏନ୍‌.ଏ.): ସ୍ଥାନୀୟ ଭାର୍ଗବୀ ବ୍ରିଜ୍‌ ଉପରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଳକାଟିରୁ ଭୁବନେଶ୍ୱରରୁ ଯାଉଥିବା ବେଳେ ଏକ ବାଇକ୍‌(ଓଡି-୧୩-ଏଲ୍‌-୬୮୫୫)କୁ ହାଇଓ୍ବା ପଛରୁ ଧକ୍କା ଦେବା ଫଳରେ ପୁଅଙ୍କ ସାମ୍ନାରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri