ରାଜ୍ୟ

ବାଂଲାଦେଶ ମୁହାଁଇଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ବାତ୍ୟା ‘ବୁଲ୍‌ବୁଲ୍‌’ରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହି ସାମୁଦ୍ରିକ ଝଡ ଭୟଙ୍କର ରୂପ ଧାରଣ କରି ପୂର୍ବ- କେନ୍ଦ୍ରୀୟ ବଙ୍ଗୋପ ସାଗରରୁ ଉତ୍ତର ପଶ୍ଚିମ…

୨ମାସ ବିତିଲା, ହେଲାନି ମରାମତି: ଭଙ୍ଗା କଲଭର୍ଟରେ ବିପଦପୂର୍ଣ୍ଣ ଯାତାୟାତ

ଘସିପୁରା, ୮।୧୧(ଡି.ଏନ.ଏ.)-ଆଦିବାସୀ ଅପହଞ୍ଚ ଇଲାକା ଗୁଡ଼ିକରେ ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଆଜି ବି ଅନେକ ଅଞ୍ଚଳରେ ଏହାର ସୁଫଳ ଲୋକଙ୍କ ପାଖରେ ପହଞ୍ଚି ପାରୁନି। ଘସିପୁରା ବ୍ଲକ…

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା ପରିବା ବଜାରକୁ ପରିବା ଝାଡ଼ଖଣ୍ଡ ରାଜ୍ୟର ମନୋହରପୁର, ଟାଟା, ପଶ୍ଚିମବଙ୍ଗ ରାଜ୍ୟର ମେଦିନୀପୁର, ଝାଡଗା୍ରମ୍‌…

୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଓ…

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି। ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଏକ…

ବହୁମତ ଅଛି ତ ସରକାର ଗଢୁ ଭାଜପା: ସଞ୍ଜୟ ରାଓ୍ବତ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୩ ଦିନ ପରେ ବି ରାଜ୍ୟରେ ନୂଆ ସରକାର ଗଠନକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାଜପା ଏବଂ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଭାଗ ଛିଣ୍ଡୁନି। ଏସବୁ ଭିତରେ…

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…

ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର ୧୪ ତାରିଖରେ ପ୍ରଦୀପ୍ତ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ…

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

ବଲାଙ୍ଗୀର ଅଫିସ, ୭।୧୧- ଓଡ଼ିଶା ମୁଖ୍ୟ ଶାସନ ସଚିବ ଅଜିତ କୁମାର ତ୍ରିପାଠୀ, ୫-ଟି ସଚିବ ଭି କେ ପାଣ୍ଡିଆନ, ଏନଆର୍‌ଏଚ୍‌ଏମ୍‌ ଏମ୍‌ଡି ଶାଳିନୀ ପଣ୍ଡିତ ଗୁରୁବାର ଅଚାନକ ବଲାଙ୍ଗୀର ଜିଲା ଗସ୍ତରେ ଆସି ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିଦର୍ଶନ…

ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ ପରିବର୍ତ୍ତନ…

ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ

କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ କଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?