ଟାଟା: ଖଣି ହାତେଇବାକୁ ବ୍ୟାକୁଳ
କଟକ ଅଫିସ,୮ା୮(ଲାଲା ସୁନୀଲ କୁମାର ରଥ/କୁମାରଶ୍ରୀ ସାହୁ):ଟାଟା ସାମ୍ରାଜ୍ୟର ଜନ୍ମ ଓଡ଼ିଶାର ପ୍ରାକୃତିକ ସମ୍ପଦରୁ ହୋଇଛି। ଆମ ମଧ୍ୟରେ କ୍ୱଚିତ୍ ଥିବେ ଯେଉଁମାନେ ଟାଟା ଶିଳ୍ପ ଇତିହାସ ଜାଣିଥିବେ। ସେହି ସାମ୍ରାଜ୍ୟର ପ୍ରଥମ ବୃହତ୍ ଶିଳ୍ପ ଥିଲା ଜାମ୍ସେଦପୁରସ୍ଥିତ ଟାଟା ଇସ୍ପାତ…
ମୁସରଙ୍ଗି ଜଙ୍ଗଲରେ୨ ଛୁଆ ସମେତ ୪ ବାଘ: ଗ୍ରାମବାସୀ ଆତଙ୍କିତ; ଗତିବିଧି ଅନୁଧ୍ୟାନ କରୁଛି ବନବିଭାଗ
ନୂଆପଡା ଅଫିସ,୯ା୮ -ସ୍ଥାନୀୟ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ରହିଥିବା ଜଣାପଡ଼ିବା ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଦିନତମାମ ଜଙ୍ଗଲରେ ଥିବା ପାହାଡ଼ ଶିଖରରେ ବାଘ ହାକୁଟି ମାରୁଥିବାବେଳେ ରାତିରେ ଜଙ୍ଗଲ…
କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି
କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨ ମି.ମି.…
ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ
ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳପୁର ହାତୀ ବ୍ୟାରେଜର ୫ଟି ଗେଟରୁ ବର୍ତ୍ତମାନ…
ସାତ୍ସପନ ହେଇଛେ ପକାଘର:ଭଂଗା କୁରିଆରେ ବିତୁଛେ ୪ ପରାନୀର ଜୀବନ୍
ପୁରୁଣାକଟକ, ୯ା୮(ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଲଘୁଚାପ ବରଷା ଲାଗିରହିଛେ। ବରଷାରେ ପୁରୁଣାକଟକ ଗଁାର ତଳସାହିର ବିଶ୍ୱନାଥ ବେହେରାକଁର ଘରର କଁାଥି ଭାଂଗିଯାଇଛେ। ହେଲେ ସଉଭାଏଗ୍କେ କୁଟୁମବସିଆ ଗୁଟେ ବଡ଼ ବିପତିରୁ ବରତି ଯାଇଛନ୍। ସୂଚନା ଅନ୍ସାରେ ବୁଧୁବାର ରାତି…
ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’
ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ବଟିକା ଖାଇ ଏହାର ଶୁଭାରମ୍ଭ କରିଥିଲେ। ସାମୂହିକ ଔଷଧ ସେବନ ରୋଗ…
ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ
ବଅଁରପାଳ,୯।୮ (ଡିି.ଏନ୍.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ ଶ୍ରେଣୀ ଗୃହ ବି ନାହିଁ। ଏପରି କି ବେଞ୍ଚ ଓ ଡେସ୍କ ଅଭାବରୁ…
ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ
ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ ସେଠାରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ହେଉନାହିଁ। ଏଥିସହ ଶ୍ରେଣୀଗୃହର ଅଭାବ ଓ ଅନ୍ୟାନ୍ୟ…
ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ ଗୃହରେ ପାଣି ଗଳୁଛି। ପିଲାମାନେ ପଢ଼ିବାକୁ ହଇରାଣ ହେଉଛନ୍ତି। ପ୍ରାୟ ୬ ବର୍ଷ…
ପୋଲ ଉପରେ ୩ଫୁଟ ବର୍ଷା ପାଣି: ବିଦ୍ୟାଳୟକୁ ଯିବା ଆସିବା ବାଧାପ୍ରାପ୍ତ; ରଶି ଟାଣି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଗଲା
ତେଲକୋଇ, ୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ଥିବା ଓରିଆ ପଞ୍ଚାୟତ ପିଟାନାଳିରେ ରହିଛି ଆଦର୍ଶ ବିଦ୍ୟାଳୟ। ଲଗାଣ ବର୍ଷା ହେଲେ ଘାଟିରୁ ପାଣି ଯାକ ଏହି ନାଳ ମଧ୍ୟକୁ ଆସିଥାଏ। ଏହା ଉପରେ ପାଣି ଚାଲେ। ଲୋକଙ୍କ ସହ ଛାତ୍ରୀଛାତ୍ର ଯାତାୟାତରେ ବହୁ…
ବଲାଣିରୁ ଚାଲିବ ଟାଟା-ବଡବିଲ ପାସେଞ୍ଜର: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକଙ୍କ ବଲାଣି ପରିଦର୍ଶନ
କେନ୍ଦୁଝର , ୯ା୮ (ସ୍ବ.ପ୍ର) – ଅନେକ ବର୍ଷ ପରେ ବଲାଣି ବାସୀଙ୍କର ସ୍ବପ୍ନ ସାକାର ହେବାକୁ ଯାଉଛି। ଟାଟା- ବଡବିଲ ପାସେଞ୍ଜର ଟ୍ରେନ୍ ଅଳ୍ପ କିଛି ମାସ ମଧ୍ୟରେ ବଲାଣିରୁ ଖାଦାନ ଷ୍ଟେଶନରୁ ଚାଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି…
ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ
ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର ଗୋଲି ପିଲେଟ୍ ରାସ୍ତାରେ ପଡୁଥିବାରୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା…
Archives


