କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ଏପରି ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ସାରା ଓଡ଼ିଶାରେ ଚର୍ଚ୍ଚା
କେନ୍ଦୁଝର,୧୩।୧: ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ। ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ମଙ୍ଗଳବାର କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ…
ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି: ଏଥର ରାଜରାସ୍ତାରେ ଆୟୋଜିତ ହେବ ପରେଡ୍
ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାଠାରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଜିଲା ପରିଷଦ ମୁଖ୍ୟ…
ମା’ଙ୍କୁ ନେଇ ଘଟଗାଁ ତାରିଣୀଙ୍କ ଦର୍ଶନ ପାଇଁ ଯାଇଥିଲେ: ପୁଅ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ
ଆନନ୍ଦପୁର,୧୩।୧(ସୁଶାନ୍ତ କୁମାର ସାହୁ): ୨୦ ନଂ ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଖଲଣା ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣାରେ ଜଣେ ମହିଳାଙ୍କ ମତ୍ୟୁ ଘଟିଛି। ମୃତ ମହିଳା (ଝରଣା ସାହୁ )ଙ୍କ ଘର ଯାଜପୁର ଜିଲା ପାଣିକୋଇଲି ବଡ଼ଚଣା ଅଞ୍ଚଳରେ…
ନବୀନଙ୍କ ଉତ୍ତରାଧିକାରୀ କିଏ? ଗୁମର ଖୋଲିଦେଲେ ସମ୍ବିତ ରାଉତରାୟ, କହିଲେ ସୁଜାତା କାର୍ତ୍ତିକେୟନଙ୍କୁ…
ଭୁବନେଶ୍ୱର, ୧୩।୧: ପୁଣି ଥରେ ବିଜେଡି ବ୍ୟାପାରକୁ ନେଇ ସମ୍ବିତ ରାଉତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅନେକ ନେତା ନିଜ ବ୍ୟକ୍ତିଗତ ଉଦ୍ୟମରେ ରାଜନୈତିକ ଭବିଷ୍ୟତ ଦେଖୁଛନ୍ତି। ଦଳରେ ତ୍ରୁଟି ବିଚ୍ୟୁତି ରହୁଛି, କୋର୍ କମିଟି ତିଆରିରେ ବି…
ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଖଣ୍ଡଗିରିରେ ହେବନି…
ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଭଳିସ୍ଥତିରେ ଆଇନ ଏବଂ ପୂର୍ତ୍ତ ବିଭାଗ…
ଚିପ୍ସ ପ୍ୟାକେଟରେ ଥିବା ଖେଳଣା ହେଲା ବିସ୍ଫୋରଣ: ନାବାଳକଙ୍କ ଆଖି ନଷ୍ଟ, ଥାନାରେ ପହଞ୍ଚିଲେ ମା’ବାପା
ବଲାଙ୍ଗୀର,୧୩।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଶଗଡ ଘାଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୂଚନାନୁଯାୟୀ, ଚିପ୍ସ ପ୍ୟାକେଟରେ ଥିବା ଖେଳଣା ବିସ୍ଫୋରଣ ହେବାରୁ ଶଗଡ଼ ଘାଟ ଗ୍ରାମରେ ଜଣେ ନାବାଳକଙ୍କର ଆଖି ନଷ୍ଟ ହୋଇଯାଇଥିବା…
୧୮ରୁ ଶୀତରେ ଲାଗିବ ବ୍ରେକ୍
ଭୁବନେଶ୍ୱର,୧୩ା୧: ରାଜ୍ୟର ପୁଣି ଲେଉଟିଛି ଶୀତ। ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବା ବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହୋଇ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ୱାନୁମାନ…
୧୭ ଯାଏଁ ଶୀତ!: ୧୮ରୁ ବଢ଼ିବ
ଭୁବନେଶ୍ୱର,୧୩।୧: ରାଜ୍ୟରେ ୧୭ ତାରିଖ ଯାଏଁ ଜାରି ରହିବ ଶୀତ। ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି ସହ ଶୀତରେ ଲାଗିବ ବ୍ରେକ ଲାଗିବ ବୋଲି ସେ କହିଛନ୍ତି। ରାଜ୍ୟର ବିଭିନ୍ନ ସହରରେ…
ବିଜେଡିକୁ ପୁଣି ବଡ଼ ଝଟ୍କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ
ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସମୃଦ୍ଧ ସମାବେଶ ଅବସରରେ ନିଜ ନିଜ ସମର୍ଥକଙ୍କ ସହ କନ୍ଧମାଳ ଏମ୍ପି…
ଆସିଗଲା ତାରିଖ: ଏହି ଦିନ ମିଳିବ ସୁଭଦ୍ରା ଟଙ୍କା, ଏକାଥରେ ୧୦ ହଜାର
ଭୁବନେଶ୍ୱର,୧୩।୧: ସୁଭଦ୍ରା ଟଙ୍କାକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତା ୧୮ ତାରିଖ ସୁଦ୍ଧା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳାଙ୍କୁ ମିଳିବ ଟଙ୍କା। ପ୍ରଥମ କିସ୍ତି ପାଇବେ…
ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ
ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ…
ପଞ୍ଚାୟତ- ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଯୋଗଦେଲେ ୧୨ ଜିଲାର…
ସମ୍ବଲପୁର, ୧୩।୧(ପ୍ରମୋଦ ବହିଦାର):ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମ୍ବଲପୁରରେ ଡିଭିଜନାଲ ଜିଲାପାଳ ସମ୍ମିଳନୀ ହୋଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ, ସଚିବ…

