ରାଜ୍ୟ

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା. ରାଜେନ୍ଦ୍ର ପ୍ରଶାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହେବା ପରେ ବର୍ତ୍ତମାନର…

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି। ଏବେ ବି ଶିଶୁକନ୍ୟାକୁ ଅଲୋଡା ଭାବି ଅତି ନିର୍ଦ୍ଦୟ ଭାବେ ରାସ୍ତାକଡରେ ଛାଡି…

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡିବା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା ।…

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।…

ନାଲକୋ ଦୁର୍ଘଟଣାରେ ଆଉ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ତେବେ ପୂର୍ବରୁ ଏହି ଦୁର୍ଘଟଣାରେ ମିଥୁନ ନାଥ…

ଘରର ମାଟି କାନ୍ଥ ପଡ଼ି ମହିଳାଙ୍କ ମୃତ୍ୟୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ହର୍ଷପୁର ଗଁ। ରେ ବୁଧବାର ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ମାଟି ଘର ସବୁ ସନ୍ତସନ୍ତିଆ ହୋଇଯାଇଛି। ଫଳରେ ମାଟିର କାନ୍ଥ ଭୁଷୁଡ଼ିପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣଙ୍କ…

ଦେଶର ୧୦ ଶ୍ରେଷ୍ଠ ଥାନା ତାଲିକାରେ ଓଡ଼ିଶାର ତରଭା: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମିଳିଲା ପ୍ରମାଣପତ୍ର

ସୋନପୁର/ତରଭା,୮ା୮(ନି.ପ୍ର./ଡି.ଏନ୍‌.ଏ.): ୨୦୧୮ ସର୍ଭେ ଅନୁଯାୟୀ ଭାରତର ୧୦ ଶ୍ରେଷ୍ଠ ଥାନା ତାଲିକାରେ ସୁବର୍ଣ୍ଣପୁର ଜିଲାର ତରଭା ଥାନା ସ୍ଥାନ ପାଇଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହ ଓ କେନ୍ଦ୍ର ଗୃହ ସଚିବଙ୍କ ଦସ୍ତଖତ ସମ୍ବଳିତ ଏକ ପ୍ରମାଣପତ୍ର ସୁବର୍ଣ୍ଣପୁର ଏସ୍‌ପି…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨୨ ପ୍ରକଳ୍ପ ଉଦ୍‌ଘାଟିତ: ‘ପୁଞ୍ଜିନିବେଶରେ ଶୀର୍ଷ ୩ କ୍ଷେତ୍ରରେ ସ୍ଥାନ ପାଇବ ଓଡ଼ିଶା’

ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୧୨ଟିର ଗ୍ରାଉଣ୍ଡ ବ୍ରେକିଙ୍ଗ ହୋଇଛି। ପ୍ରକଳ୍ପ ଉଦ୍‌ଘାଟନ ଉତ୍ସବରେ…

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି। ଏ ନେଇ ସିପିଆଇ (ଏମ୍‌-ଏଲ୍‌) ରେଡ୍‌ଷ୍ଟାର ସମେତ ବିଭିନ୍ନ ଗଣତାନ୍ତ୍ରିକ ମାନବିକ ଅଧିକାର…

୬ ମାସରେ ୫୨୧ଥର ଅଯଥା ଚେନ୍‌ ପୁଲିଂ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ କାରଣ କେତେକ ଅସଚେତନ ଯାତ୍ରୀ ହଁ ଦାୟୀ। ଭୁବନେଶ୍ୱର ରେଳ ଷ୍ଟେଶନ କର୍ତ୍ତୃପକ୍ଷଙ୍କ…

ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍‌ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର, କଟକ ଓ ପୁରୀକୁ ନେଇ ଗଠିତ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି

ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଅତୁଲ ସହାୟ, ମହାପ୍ରବନ୍ଧକ ଗୌରୀ ରାଜନ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ଉପମହାପ୍ରବନ୍ଧକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri