ରାଜ୍ୟ

ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ…

ଛାତ୍ରୀଙ୍କୁ ମାଡ଼, ଗାଳିଗୁଲଜ ଅଭିଯୋଗ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଧାରଣା

ରାଇକିଆ,୫ା୧୧(ଡି.ଏନ୍‌.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା ସକାଳ ପ୍ରାୟ ସାଢେ ୯ଟାରୁ ଧାରଣା ଦିଆଯାଇଥିଲା। ଫଳରେ ଷାଣ୍ମାସିକ ପରୀକ୍ଷା ବାଧାପ୍ରାପ୍ତ ହୋଇଥିଲା…

ଟ୍ରକ ଧକ୍କାରେ ବାଇକ୍‌ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ବ୍ଲକ ମଲାଡ ପଞ୍ଚାୟତ ଅଧୀନ କୁଶପଲ୍ଲୀ ଗାଁର ସୁରେନ୍ଦ୍ର…

ଆବାସ ଯୋଜନାରେ ମିଳୁନି ବିଲ୍‌: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ

ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍‌ ମିଳୁ ନ ଥିବା ଅଭିଯୋଗ କରି ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସେମାନଙ୍କ…

ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା

ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି। ଜିଲାରେ ପ୍ରଥମ କରି ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ହାଇସ୍କୁଲରେ ଶିକ୍ଷା ପରିଚାଳନା…

ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ

ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ ପ୍ରକଳ୍ପ ନିର୍ମାଣ କରି ସ୍ଥାନୀୟ ଲୋକଙ୍କ ଦୀର୍ଘବର୍ଷର ଦାବି ପୂରଣ କରିବା ପାଇଁ ସରକାର…

ଫନୀ ଉଜାଡ଼ିଦେଇଛି ଝାଟିମାଟିର ଘର:ଆବାସଟିଏ ମାଗିଲେ ଦୃଷ୍ଟିହୀନ ଦମ୍ପତି

ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି। ହେଲେ ମଝିରେ ମଝିରେ ହେଉଥିବା ଦେହ ଅସୁସ୍ଥତା ଯୋଗୁ ହାତରେ କିଛି ସଞ୍ଚୟ କରିପାରୁନାହାନ୍ତି।…

ବିଶ୍ୱର ସର୍ବୋଚ୍ଚ ରଥ ‘ନନ୍ଦିଘୋଷ’ ଅସୁରକ୍ଷିତ

କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା ଲାଭ କରି ଜିଲାବାସୀଙ୍କ ଲାଗି ଗୌରବ ଆଣିଛି। ୨୦୧୮ ମସିହା ଡିସେମ୍ବରରେ ଗ୍ଲୋବାଲ ରେକର୍ଡସ…

ଜରି ତଳେ ଜୀବନ

ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସମସ୍ତଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। ଏପରି କି ମୁଣ୍ଡ…

ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ

କୁଆମରା,୫ା୧୧(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି ସମାଧାନର…

‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’

ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍‌ଘାଟନ କରି ସଂଗୀତ ମଣିଷ ଜୀବନରେ ଶାନ୍ତି…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?