୭ ପ୍ରକଳ୍ପକୁ ସିଙ୍ଗଲ୍ ଓ୍ବିଣ୍ଡୋ କର୍ତ୍ତୃପକ୍ଷଙ୍କ ଅନୁମୋଦନ
ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସରକାର ସୂଚନା ଦେଇଛନ୍ତି। ମଙ୍ଗଳବାର…
ଯୁକ୍ତ୨ ସପ୍ଲିମେଣ୍ଟାରି ପରୀକ୍ଷା ଫଳ: ପାସ୍ ହାର ୭୪.୮୪%
ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମୋଟ ପାସ୍ ହାର ୭୪.୮୪% ରହିଛି। ଏଥିମଧ୍ୟରେ କଳା ବିଭାଗରେ ୮୨.୬%, ବିଜ୍ଞାନରେ ୬୭.୭%, ବାଣିଜ୍ୟରେ ୮୭.୩୭% ଓ ଧନ୍ଦାମୂଳକ…
ବଙ୍ଗୋପସାଗର ଉପକୂଳରେ ଅବପାତ: ୪୮ ଘଣ୍ଟା ପ୍ରବଳ ବର୍ଷା, ବନ୍ୟା ଆଶଙ୍କା
ଭୁବନେଶ୍ୱର, ୭ା୮(ବ୍ୟୁରୋ): ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ପବନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଏନେଇ…
ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପ ମାନ୍ୟତା
ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶାର ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପର ମାନ୍ୟତା। କୁମ୍ଭକାରମାନଙ୍କୁ ହସ୍ପଶିଳ୍ପୀ ବର୍ଗରେ ସାମିଲ କରିବା ସହ ସେମାନଙ୍କ କାରିଗରିକୁ ହସ୍ତଶିଳ୍ପର ମାନ୍ୟତା ଦେବାକୁ ଚିନ୍ତାକରିଛି ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ। ଏହାବ୍ୟତୀତ ବିଶ୍ୱପ୍ରସିଦ୍ଧ ଓଡ଼ିଶାର ଆଦିବାସୀ…
ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି
ଭୁବନ, ୭।୮(ଡି.ଏନ୍.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି ୯ଟା ସୁଦ୍ଧା ରୋଗୀଙ୍କ ଓ୍ବାର୍ଡ, ଅପରେଶନ ଥିଏଟର, ଲେବର ରୁମ୍, ବାରଣ୍ଡାରେ ପାଣି…
୧୨ନଂ ୱାର୍ଡବାସୀ ହୀନସ୍ତା
ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍ କରାଯାଉଛି। ହେଲେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ବାଲିଗୁଡା…
ରାସ୍ତାରେ ଜମିଲା ପାଣି, ଯାତାୟାତ ବାଧାପ୍ରାପ୍ତ
ବ୍ରହ୍ମପୁର ଅଫିସ,୭ା୮-ବ୍ରହ୍ମପୁର ମହନଗର ନିଗମ(ବିଏମସି) ପକ୍ଷରୁ ବର୍ଷାଜଳ ନିଷ୍କାସନ ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଗତବର୍ଷ ସହରର ବିିଭିନ୍ନ ଅଞ୍ଚଳରେ ଡ୍ରେନ ଓ କଲଭର୍ଟ ନିର୍ମାଣ କାର୍ଯ୍ୟ ହୋଇଛି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟ ସତ୍ତ୍ୱେ ବର୍ଷାଜଳ ନିଷ୍କାସନ…
ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ
ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ ୪ ତାରିଖରେ ଆନ୍ଦୋଳନ କରିଥିଲେ। ତେବେ ଏହାକୁ ସ୍ଥଗିତ କରାଯାଇଥିଲା। ଅଗଷ୍ଟ ୬ ତାରିଖରେ…
ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ
ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ…
ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ
ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ ଅଧ୍ୟୁଷିତ ଜିଲା ହୋଇଥିବାରୁ ବିକାଶର ଚିହ୍ନ ଗ୍ରାମାଞ୍ଚଳରେ ପହଞ୍ଚି ପାରୁ ନ ଥିବା…
ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା
ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର କାର୍ଯ୍ୟ ବନ୍ଦ କରିଛନ୍ତି ା ବର୍ଷା ସମୟରେ ଏଭଳି ନିର୍ମାଣ କାର୍ଯ୍ୟ…
ଆସନ୍ତା ୧୦ରୁ ପବିତ୍ର ଝୁଲଣ ଯାତ୍ରା: ମଠ, ମନ୍ଦିରରେ ଚାଲିଛି ସାଜସଜା
ପୁରୀ ଅଫିସ, ୬ା୮: ଆସନ୍ତା ୧୦ତାରିଖରୁ ପବିତ୍ର ଝୁଲଣ ଯାତ୍ରା। ଶ୍ରାବଣ ଶୁକ୍ଳ ଦଶମୀଠାରୁ ଆରମ୍ଭ ହେଉଥିବା ଏହି ଝୁଲଣ ଯାତ୍ରା ପ୍ରତିପଦ ଯାଏ ୭ଦିନ ଧରି ଚାଲିବ। କିନ୍ତୁ ଅନ୍ୟାନ୍ୟ ମଠ ମନ୍ଦିରରେ କେଉଁଠି ୭ଦିନ ତ ଆଉ କେଉଁଠାରେ…
Archives


