ରାଜ୍ୟ

ବଙ୍ଗୋପସାଗର ଉପକୂଳରେ ଅବପାତ: ୪୮ ଘଣ୍ଟା ପ୍ରବଳ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ପବନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଏନେଇ…

ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପ ମାନ୍ୟତା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶାର ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପର ମାନ୍ୟତା। କୁମ୍ଭକାରମାନଙ୍କୁ ହସ୍ପଶିଳ୍ପୀ ବର୍ଗରେ ସାମିଲ କରିବା ସହ ସେମାନଙ୍କ କାରିଗରିକୁ ହସ୍ତଶିଳ୍ପର ମାନ୍ୟତା ଦେବାକୁ ଚିନ୍ତାକରିଛି ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ। ଏହାବ୍ୟତୀତ ବିଶ୍ୱପ୍ରସିଦ୍ଧ ଓଡ଼ିଶାର ଆଦିବାସୀ…

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି ୯ଟା ସୁଦ୍ଧା ରୋଗୀଙ୍କ ଓ୍ବାର୍ଡ, ଅପରେଶନ ଥିଏଟର, ଲେବର ରୁମ୍‌, ବାରଣ୍ଡାରେ ପାଣି…

୧୨ନଂ ୱାର୍ଡବାସୀ ହୀନସ୍ତା

ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍‌ କରାଯାଉଛି। ହେଲେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ବାଲିଗୁଡା…

ରାସ୍ତାରେ ଜମିଲା ପାଣି, ଯାତାୟାତ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୭ା୮-ବ୍ରହ୍ମପୁର ମହନଗର ନିଗମ(ବିଏମସି) ପକ୍ଷରୁ ବର୍ଷାଜଳ ନିଷ୍କାସନ ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଗତବର୍ଷ ସହରର ବିିଭିନ୍ନ ଅଞ୍ଚଳରେ ଡ୍ରେନ ଓ କଲଭର୍ଟ ନିର୍ମାଣ କାର୍ଯ୍ୟ ହୋଇଛି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟ ସତ୍ତ୍ୱେ ବର୍ଷାଜଳ ନିଷ୍କାସନ…

ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ

ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ ୪ ତାରିଖରେ ଆନ୍ଦୋଳନ କରିଥିଲେ। ତେବେ ଏହାକୁ ସ୍ଥଗିତ କରାଯାଇଥିଲା। ଅଗଷ୍ଟ ୬ ତାରିଖରେ…

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ…

ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ

ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ ଅଧ୍ୟୁଷିତ ଜିଲା ହୋଇଥିବାରୁ ବିକାଶର ଚିହ୍ନ ଗ୍ରାମାଞ୍ଚଳରେ ପହଞ୍ଚି ପାରୁ ନ ଥିବା…

ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା

ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍‌ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର କାର୍ଯ୍ୟ ବନ୍ଦ କରିଛନ୍ତି ା ବର୍ଷା ସମୟରେ ଏଭଳି ନିର୍ମାଣ କାର୍ଯ୍ୟ…

ଆସନ୍ତା ୧୦ରୁ ପବିତ୍ର ଝୁଲଣ ଯାତ୍ରା: ମଠ, ମନ୍ଦିରରେ ଚାଲିଛି ସାଜସଜା

ପୁରୀ ଅଫିସ, ୬ା୮: ଆସନ୍ତା ୧୦ତାରିଖରୁ ପବିତ୍ର ଝୁଲଣ ଯାତ୍ରା। ଶ୍ରାବଣ ଶୁକ୍ଳ ଦଶମୀଠାରୁ ଆରମ୍ଭ ହେଉଥିବା ଏହି ଝୁଲଣ ଯାତ୍ରା ପ୍ରତିପଦ ଯାଏ ୭ଦିନ ଧରି ଚାଲିବ। କିନ୍ତୁ ଅନ୍ୟାନ୍ୟ ମଠ ମନ୍ଦିରରେ କେଉଁଠି ୭ଦିନ ତ ଆଉ କେଉଁଠାରେ…

ପ୍ରାକୃତିକ ବାଲିସ୍ତୁପ ଉଭାନ୍‌: ମାଡ଼ିଆସୁଛି ଅଶାନ୍ତ ସମୁଦ୍ର; ଧ୍ୱଂସ ହେଉଛି ଝାଉଁ ଜଙ୍ଗଲ, କିଆବାଡ଼

କାକଟପୁର, ୬।୮(ଡି.ଏନ୍‌.ଏ.)-ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ ସମୁଦ୍ର ତଟ ସହ ଅସ୍ତରଙ୍ଗ ଏବଂ କୋଣାର୍କ ଉପକୂଳରେ ସମୁଦ୍ର କୂଳଲଙ୍ଘି ସ୍ଥଳଭାଗମୁହାଁ ହୋଇଛି।…

‘ଫନୀ’ କ୍ଷୟକ୍ଷତିଜନିତ ରିପୋର୍ଟ ଉନ୍ମୋଚିତ : ପୁନରୁଦ୍ଧାର ପାଇଁ ଆବଶ୍ୟକ ୨୯,୩୧୫ କୋଟି ଟଙ୍କା

ଭୁବନେଶ୍ୱର,୬।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ସଚିବାଳୟରେ ସାମୁଦ୍ରିକ ଝଡ଼ ଫନୀ ବାତ୍ୟାଜନିତ କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କିତ ରିପୋର୍ଟ ଉନ୍ମୋଚନ ହୋଇଛି। ଭାରତରେ ଅବସ୍ଥାପିତ ମିଳିତ ଜାତିସଂଘର ମୁଖ୍ୟ ସମନ୍ବୟକାରୀ ରେନାଟା-ଲୋକ୍‌-ଡେସାଲିଏନ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri