ରାଜ୍ୟ

କିଟ୍‌ ଓ କିସ୍‌ ପରିଦର୍ଶନ କଲେ ରିଜିଜୁ: ଅଲିମ୍ପିକ୍ସରେ ଭାରତକୁ ଜିତାଇବେ ଜନଜାତି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅଲିମ୍ପିକ୍ସରେ ଜନଜାତି ଛାତ୍ରୀଛାତ୍ରଙ୍କ ଭୂମିକା ଯଥେଷ୍ଟ ଗୁରୁତ୍ୱ ବହନ କରିବ। ଭାରତରେ ପ୍ରତିଭାର ଅଭାବ ନାହିଁ। ଦେଶର ଗ୍ରାମାଞ୍ଚଳରେ ବହୁ କ୍ରୀଡା ପ୍ରତିଭା ଲୁକ୍କାୟିତ ଭାବେ ରହିଛନ୍ତି। ଏହି ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବାକୁ ହେଲେ ଆମକୁ ଉପଯୁକ୍ତ ପଦକ୍ଷେପ ନେବାକୁ…

ଐତିହ୍ୟ ସୁରକ୍ଷା ବିପର୍ଯ୍ୟସ୍ତ: ବେଆଇନ ନିର୍ମାଣ ଅଭିଯୋଗ ପରେ ବିଭାଗ ନୀରବ

ପୁରୁଣା ଭୁବନେଶ୍ୱର,୨ା୧୧(ଡି.ଏନ.ଏ.): ଐତିହ୍ୟ ସ୍ଥଳଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣରେ ଯେପରି ବାଧା ନ ଉପୁଜିବ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍‌ଆଇ) ପକ୍ଷରୁ ଅନେକ ନିୟମ ଓ କଟକଣା ରହିଛି। ଆମସାର ଆକ୍ଟ (ଆନସିଏଣ୍ଟ ମନୁମେଣ୍ଟସ ଆଣ୍ଡ ଆର୍କୋଲୋଜିକାଲ ସାଇଟ୍‌ସ ଆଣ୍ଡ ରିମେନ୍ସ…

ଡ୍ରାଇଭିଂ ଲାଇସେନ୍ସ ଆଳରେ ଅନ୍‌ଲାଇନ ଠକେଇ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠାରୁ ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଅନ୍ୟାନ୍ୟ କାଗଜପତ୍ର ପାଇଁ ଆର୍‌ଟିଓ ଅଫିସରେ ଲୋକଙ୍କ ଭିଡ଼ ଜମୁଛି। ଏବେ ଆର୍‌ଟିଓ ଅଫିସରୁ ଦଲାଲ ହଟିଯିବା ପରେ ଲୋକେ ଅନ୍‌ଲାଇନ୍‌ରେ ଆବେଦନ କରୁଛନ୍ତି। ମାତ୍ର…

ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି। ସେ ଗତ ସୋମବାର ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥାବସ୍ଥାରେ ଅବନତି ଘଟୁଥିଲା। ଡେଙ୍ଗୁରେ…

ବିଶ୍ୱାସରେ ବିଷ: ବୃଦ୍ଧାଙ୍କ ଏଟିଏମ୍‌ରୁ ଟଙ୍କା ହଡ଼ପ: ଜେଲ ଗଲେ ଅଭିଯୁକ୍ତ ଫାର୍ମାସିଷ୍ଟ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଶ୍ୱାସରେ ବିଷ ଦେଇ ଜଣେ ବୃଦ୍ଧାଙ୍କ ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଚୋରି ଅଭିଯୋଗରେ ନୟାଗଡ ଜିଲାର ମାନସ ରଞ୍ଜନ ମିଶ୍ରଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ…

‘ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯’ ଆରମ୍ଭ: ଗୋଟିଏ ସ୍ଥାନରେ ଉତ୍କୃଷ୍ଟ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଆର୍ଟିଜାନ୍ସ ଆଣ୍ଡ୍‌ ୱେଭସର୍ର୍ ୱେଲଫେୟାର୍‌ ଆସୋସିଏଶନ୍‌ ‘ହସ୍ତଶିଳ୍ପୀ’ ଦ୍ୱାରା ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ୧୧ଦିନ ଧରି ଚାଲିବାକୁ ଥିବା ଏହି ଏକ୍ସପୋକୁ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଅମ୍ରିତା ମିଶ୍ର ଉଦ୍‌ଘାଟନ…

ନୂଆରୂପ ନେବ ଅସୁରଖୋଲ ଜଳପ୍ରପାତ : ସ୍ଥିତି ଅନୁଧ୍ୟାନ କରି ଫେରିଲେ ବିଭାଗୀୟ ଅଧିକାରୀ

କେନ୍ଦୁଝର,୨।୧୧(ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ନିକଟସ୍ଥ କୁଡ଼ିଆଘରା ଜଙ୍ଗଲରେ ଥିବା ମନୋରମ ଜଳପ୍ରପାତ ଅସୁରଖୋଲ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାକୁ ପର୍ଯ୍ୟଟନ କେନ୍ଦ୍ର ଘୋଷଣା ଲଶଗି ଅଞ୍ଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ହେଲେ ଏହାର ଆଶାନୁରୂପ…

୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ

ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ଼ ଜମିଥିଲା। ଚରମ୍ପା ଷ୍ଟେଶନ ରୋଡ୍‌, ଡାହାଣୀଗଡ଼ିଆ ଛକଠାରୁ ଆର୍‌ଟିଓ କାର୍ଯ୍ୟାଳୟ…

ବକେୟା ଦରମା ନ ମିଳିଲେ ଆମାତ୍ହୂତି ଚେତାବନୀ

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଜିଲା ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀର କର୍ମଚାରୀମାନେ ଶୁକ୍ରବାର ଜିଲାପାଳ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ଅଫିସ୍‌ ଘେରାଉ କରିବା ସହ ବକେୟା ଦରମା ନ ମିଳିଲେ ଆମାତ୍ହୂତି ଦେବାର ଚେତାବନୀ ଦେଇଛନ୍ତି। ସାରା ବିଶ୍ୱରେ ଅଟୋ…

ଗାନ୍ଧୀବାଦର ମୂଲ୍ୟ ସମସ୍ୟାର ସମାଧାନ: ରାଧା ଭଟ୍ଟ

ବାଲେଶ୍ୱର ଅଫିସ, ୨।୧୧-ସାମ୍ପ୍ରତିକ ସାମାଜିକ ଏବଂ ଅର୍ଥନୈତିକ ସମସ୍ୟାର ସମାଧାନ ଗାନ୍ଧୀବାଦ ମଧ୍ୟରେ ନିହିତ ରହିଛି। ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆୟୋଜିତ ଏକ ସମାରୋହରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ନୋବେଲ୍‌ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହୋଇଥିବା ରାଧା ଭଟ୍ଟ…

ଖୋଲିଲା କୁଲଡ଼ିହା: ପ୍ରଥମ ଦିନରେ ୪୯ ପର୍ଯ୍ୟଟକ

ସଜନାଗଡ଼, ୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟକୁ ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍‌ ୧୫ତାରିଖରୁ ବନ୍ଦ ରଖାଯାଇଥିଲା। ଶୀତଋତୁ ଆଗମନରେ ଅଭୟାରଣ୍ୟକୁ ନଭେମ୍ବର ୧ ତାରିଖ ତଥା ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ପର୍ଯ୍ୟଟକଙ୍କ ପାଇଁ…

ରାଜପଥରେ ମହିଳାଙ୍କ ଭ୍ୟାନିଟ୍‌ ଛଡ଼ାଇନେଲେ ଦୁର୍ବୃତ୍ତ

ବୋଲଗଡ,୨।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ଥାନା ସୀମାନ୍ତରେ ଥିବା ବିଜୁପୁର ଗେଟ୍‌ ନିକଟ ୫୭ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ପୁଅ ସହ ବାଇକରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଦୁର୍ବୃତ୍ତମାନେ ଭ୍ୟାନିଟ ଛଡାଇ ନେଇଛନ୍ତି। ଉକ୍ତ ଭ୍ୟାନିଟ୍‌ରେ ୧୦ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?