ରାଜ୍ୟ

ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ...

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ,...

ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ...

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ୨୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ରେଳ ମନ୍ତ୍ରୀ ଅଶ୍ବିନୀ...

ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହେଉଛି। ଜରୁରୀ କାମ ନ ଥିଲେ ଲୋକେ ଘରୁ ବାହାରୁନାହାନ୍ତି। ବିଶେଷ କରି...

ଆଜି ରାଜ୍ୟରେ ଦିନିକିଆ ଶୋକ ପାଳନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ନେଇ ସାରା ଦେଶରେ ଶୋକର ଲହରୀ ଖେଳିଯାଇଛି। ତେବେ ରାଜ୍ୟରେ ଶନିବାର ଦିନିକିଆ ଶୋକ ପାଳନ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।...

ବଙ୍ଗୀୟ ମହିଳା ଗ୍ୟାଙ୍ଗ୍‌ର ୯ ଗିରଫ

ଭୁବନେଶ୍ୱର,୩।୬(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିଭିନ୍ନ ମଲ୍‌ରେ ସ୍ମାର୍ଟ ଉପାୟରେ ଚୋରି କରୁଥିଲା ବଙ୍ଗୀୟ ମହିଳା ଗ୍ୟାଙ୍ଗ୍‌। ଲଜ୍‌ ଓ ହୋଟେଲରେ ରହିବା ସହ ମଲ୍‌ରୁ ମଲ୍‌ ବୁଲି ଚତୁରତାର ସହ ଲକ୍ଷ ଲକ୍ଷ ଟଙ୍କାର ଜିନିଷ ଚୋରାଇ ନେଉଥିବା ଏହି...

ପୁଣି ଜମି ଦଖଲକାରୀ ଗ୍ୟାଙ୍ଗ୍‌ର ଆତଙ୍କ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜମି ଦଖଲକାରୀ ଗ୍ୟାଙ୍ଗ ଆତଙ୍କ ଖେଳାଇଛନ୍ତି। ଏକ ବିବାଦୀୟ ଜମିରେ ହସ୍ତକ୍ଷେପ କରି ଫାଇଦା ନେବାକୁ ଉଦ୍ୟମ କରିବାକୁ ଯାଇ ସିକ୍ୟୁରିଟି ଗାର୍ଡଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ କ୍ରେନରେ ପାଚେରି ଭାଙ୍ଗି ମୂଲ୍ୟବାନ ସମ୍ପତ୍ତି...

୬ ଟ୍ରେନ୍‌ ବାତିଲ, ୯ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ଟ୍ରେନ ବାତିଲ କରାଯାଇଥିବାବେଳେ ୯ଟିର ଗତିପଥ ବଦଳାଯାଇଛି। ସେହିପରି ୬ଟି ଟ୍ରେନକୁ...

୩୦ ସୁଦ୍ଧା ସ୍କୁଲପିଲାଙ୍କୁ ମିଳିବ ୟୁନିଫର୍ମ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଚଳିତବର୍ଷ ଜୁନ୍‌ ୩୦ ସୁଦ୍ଧା ସରକାରୀ ଓ ସରକରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ୟୁନିଫର୍ମ ପୋଷାକ ବଣ୍ଟନ କରିବ ଗଣଶିକ୍ଷା ବିଭାଗ। ଏଥିଲାଗି ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ମାସ ଶେଷ...

ଆଜିଠାରୁ ଭୁବନେଶ୍ୱରରୁ ସିଙ୍ଗାପୁର, ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ଉଡ଼ିବ

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ପରେ ୩ ତାରିଖ ଶନିବାରଠାରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ସକାଳ ୬ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ...

ଆଜି ଘଟଣାସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩ା୬(ବ୍ୟୁରୋ): ବାହାନଗା ଷ୍ଟେଶନ ନିକଟରେ ଟ୍ରେନ୍‌ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଭୁବନେଶ୍ୱରସ୍ଥିତ ଏସ୍‌ଆରସିଙ୍କ କଣ୍ଟ୍ରୋଲ୍‌ ରୁମ୍‌ରେ ପହଞ୍ଚି ଘଟଣାର ତଦାରଖ କରିଛନ୍ତି। ଏଥିସହ ସେ ନିଜେ ଶନିବାର ଘଟଣାସ୍ଥଳକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri