ରାଜ୍ୟ

ଭରତପୁର କୋଇଲା ଖଣି ଦୁର୍ଘଟଣା ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ, ୩ ପ୍ରସଙ୍ଗରେ ଆଲୋଚନା

ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଜିଲାପାଳଙ୍କ ସହ ଏମ୍‌ସିଏଲ୍‌ର ଉଚ୍ଚପଦସ୍ଥ ଅଧିକାରୀ, ପୋଲିସ, ତାଳଚେର ବିଧାୟକ, ପାଲଲହଡ଼ା ବିଧାୟକ,…

ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ,…

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍‌ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍‌ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ ମଣ୍ଡଳ ଏବଂ ସ୍ତ୍ରୀ ପାପିଆ। ସୂଚନାନୁଯାୟୀ, ସକାଳେ ପାପିଆ ରୋଷେଇ କରିବା ଲାଗି…

ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର

ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର ଅନ୍ୟ କେତେକ ଦର୍ଶନୀୟସ୍ଥଳ ସମ୍ପର୍କରେ ଜାଣିବାକୁ ଚାହିଁଥାନ୍ତି। ସେମାନେ ଘରୋଇ ଟୁର୍‌ ଅପରେଟର…

ସତ ହେଲା ଧରିତ୍ରୀ ଆଶଙ୍କା: ୬ ଡିଏସ୍‌ପିଙ୍କ ବଦଳି, ଭୁବନେଶ୍ୱର ଫେରିଲେ ଅନୁପ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି ଦେଇଥିଲେ। ନିର୍ବାଚନ ଶେଷ ହେବା ପରେ ବଦଳିଥିବା ଅଧିକାରୀମାନେ ପୁଣି ସେହି ଅଞ୍ଚଳକୁ ଆସିବା…

ମଞ୍ଚେଶ୍ୱର ଥାନାଞ୍ଚଳ ପାଲଟିଛି ଲୁଟେରାଙ୍କ ସୁରକ୍ଷିତ ଜୋନ୍‌:୧୬ ଘଣ୍ଟାରେ ୩ ବଡ଼ ଲୁଟ୍‌, ଡକାୟତି

ରାଜଧାନୀରେ ପୁଣି ମାତିଲେ ଲୁଟେରା। ଏଥର ମଞ୍ଚେଶ୍ୱର ଥାନାଞ୍ଚଳରେ ଦିନ ତମାମ ଖେଳାଇଛନ୍ତି ଆତଙ୍କ। କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରି ୧୬ ଘଣ୍ଟାରେ ଘଟାଇଛନ୍ତି ୩ ବଡ଼ ଲୁଟ୍‌ ଓ ଡକାୟତି। ଦୁଇଟି ଘଟଣା ଭୋର୍‌ ସମୟରେ ଘଟିଥିବାବେଳେ ପୋଲିସ ସେପରି…

କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ପାଇଁ ମିଳୁନି ଦୃଢ଼ ପ୍ରମାଣ

କଟକ ଅଫିସ,୩୧।୭: ଗୋଟିଏ ଦିନରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାର ସନ୍ଦିଗ୍ଧ ଅଭିଯୁକ୍ତ ଏବେ ପୋଲିସ କବ୍‌ଜାରେ ରହିଛନ୍ତି। ସୋମବାର ପୂର୍ବାହ୍ନରେ ସନ୍ଦିଗ୍ଧ ନାରାୟଣ ସାହୁଙ୍କୁ ପୋଲିସ ଉଠାଇ ଆଣିଥିଲା। ହେଲେ ଏଯାଏ ତାଙ୍କୁ ଗିରଫ କରିବା ପାଇଁ ଠୋସ ପ୍ରମାଣ…

କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଦୂଷିତ ପରିବେଶ, ଦୂଷିତ ପାଣି ପ୍ରଭାବରେ ଜଣ୍ଡିସ ବ୍ୟାପୁଛି। ସିଏମ୍‌ସି…

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ କେତେକ ଅସାଧୁବ୍ୟକ୍ତି ଗଳାବାଟ କାଢ଼ି ଯାତ୍ରା କରିବା ବାହାନାରେ ଆସି ବେପାର କରୁଛନ୍ତି। ଏଭଳି…

ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଜମି ଉଦ୍ଧାର ପାଇଁ ପ୍ରୟାସ: ବେଆଇନ ନିର୍ମାଣ କାର୍ଯ୍ୟ ଉପରେ ୧୪୪ ଧାରା ଜାରି

ପୁରୁଣା ଭୁବନେଶ୍ୱର, ୩୧। ୭ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଜମି ଉପରେ ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ରୋକ ଲାଗିଛି। ମିଳିଥିବା ଖବର ମୁତାବକ, ନୂଆଗଁା ମୌଜା, ଖାତା ନଂ. ୪୩୭, ପ୍ଲଟ ନଂ. ୧୧୮,…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ଛକାପଞ୍ଝା: ଛାତ୍ରଙ୍କୁ ନିର୍ଯାତନା, କଲେଜ ଯିବାକୁ ବାରଣ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଏ ନେଇ ବିଭିନ୍ନ କଲେଜରେ ଚକାପଞ୍ଝା ଆରମ୍ଭ ହୋଇଯାଇଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ କେନ୍ଦ୍ରକରି ୩ ମାସ ହେବ ଜଣେ…

ସିବିଏସ୍‌ଇ ସିଟିଇଟି ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି) ୨୦୧୯ର ଫଳ ପ୍ରକାଶ ପାଇଛି। ଜୁଲାଇ ୭ ରେ ସମଗ୍ର ଦେଶରେ ସିଟିଇଟିର ଦ୍ୱାଦଶ ସଂସ୍କରଣ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୦୯ଟି ସହରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri