ସାଢ଼େ ୯ କୁଇଣ୍ଟାଲ ଗଞ୍ଜେଇ ଜବତ ଘଟଣା: ପୁଣି ଗଞ୍ଜେଇ ଚାଲାଣ ଗାଡ଼ି ମାଲିକ ଗିରଫ
ଫୁଲବାଣୀ ଅଫିସ, ୩୦୭-ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ବାଲନ୍ଦାପଡା ଫାଣ୍ଡି ଅଞ୍ଚଳରେ ପୋଲିସ ୨୧ ତାରିଖରେ ଏକ ଗାଡିରୁ ୯ କୁଇଣ୍ଟାଲ ୫୪ କେଜି ଗଞ୍ଜେଇ ଜବତ କରିଥିଲା। ଏହି ଘଟଣାରେ ୨ ଜଣଙ୍କୁ ଧରିଥିବାବେଳେ ଗାଡି ଜବତ କରିଥିଲେ। ପରେ…
କେନ୍ଦ୍ର ଦେଇନି ୩୦ ହଜାର କୋଟି; ଯାହା ମାଗୁଛୁ, ମିଳୁନି: ଚତୁର୍ଦ୍ଦଶ ଅର୍ଥ କମିଶନ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଚତୁର୍ଦ୍ଦଶ ଅର୍ଥ କମିଶନ ଯାହା ସୁପାରିସ କରିଛନ୍ତି, ତାହା ଓଡ଼ିଶାକୁ ମିଳୁନାହିଁ। କମିଶନ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟ ପାଇଁ କେନ୍ଦ୍ରୀୟ ଟିକସରୁ ରାଜ୍ୟର ଅଂଶଧନ ବ୍ୟତୀତ ସ୍ବାୟତ୍ତ ଶାସନ ସଂସ୍ଥାଙ୍କ ପାଇଁ ଅନୁଦାନ ଓ ରାଜ୍ୟ ବିପର୍ଯ୍ୟୟ…
୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା
ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ ମହାବଳ ବାଘ ଦେଖା ଦିଅନ୍ତି। ବାଘ ସଂଖ୍ୟା କମିବା ଦ୍ୱାରା ଖାଦ୍ୟ ଶୃଙ୍ଖଳ ଓ…
କଲେଜ ଶିକ୍ଷା ପ୍ରତି ଆଗ୍ରହ ନାହିଁ
ବ୍ରହ୍ମପୁର ଅଫିସ୍,୩୦ା୭-ଚଳିତବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ପାଠପଢ଼ା ସହ ଆରମ୍ଭ ହୋଇଛି ନୂତନ ଶିକ୍ଷା ବର୍ଷ। ବର୍ଷା ଯୋଗୁ ପ୍ରଥମ ଦିନରେ କମ୍ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ ଦେଖିବାକୁ ମିଳିଥିଲା। ଛାତ୍ରୀଛାତ୍ରମାନେ ସ୍କୁଲ ସାଙ୍ଗଙ୍କ ସହ ଏକାଠି…
ସୂର୍ଯ୍ୟୋଦୟରୁ ରାତି ୯ ଯାଏ ଖୋଲାରହିବ ଦେଶର ୧୦ କୀର୍ତ୍ତିରାଜି: ତାଲିକାରେ ଭୁବନେଶ୍ୱରର ରାଜାରାଣୀ ମନ୍ଦିର
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶର ୧୦ ପ୍ରମୁଖ ଐତିହାସିକ କୀର୍ତ୍ତିରାଜିକୁ ସୂର୍ଯ୍ୟୋଦୟଠାରୁ ରାତି ୯ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ଖୋଲା ରଖିବାକୁ ଘୋଷଣା କରିଛି କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ। କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ଧାନ ରୋଇଲେ ଜିଲାପାଳ
ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି। ବେଗୁନିଆପଡା ବ୍ଲକରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ସାରି ଫେରିବା ବେଳେ ଅପରାହ୍ନରେ ଭରସା…
୬ଦିନ ବର୍ଷିବ, ୯ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ଟ୍ରପ୍ ଲାଇନ, ଘୂର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଗତ ଦୁଇତିନି ଦିନ ହେଲା ଲଗାଣ ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ କେତେକ ଅଞ୍ଚଳରେ ବନ୍ୟା ସ୍ଥିତି…
ସଚିବାଳୟ ହେବ ଲୋକସେବା ଭବନ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶା ସଚିବାଳୟର ନାଁ ବଦଳିବ। ଏହାର ନୂତନ ନାମ ରହିବ ଓଡ଼ିଶା ଲୋକସେବା ଭବନ। ସୋମବାର ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଏନ୍ଟିପିସିରେ ଘୋର କୋଇଲା ସଙ୍କଟ
ତାଳଚେର, ୩୦ା୭ (ନି.ପ୍ର.) ଅନୁଗୋଳ ଜିଲା କଣିହାଁ ସ୍ଥିତ ମହାରତ୍ନ କମ୍ପାନୀ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଭରତପୁର କୋଇଲା ଖଣିଠାରେ ଅତଡା ଖସିବା ଘଟଣା ପରେ ଗତ ୨୫ ତାରିଖରୁ ସମସ୍ତ ଖଣି ବନ୍ଦ ରହିଛି।…
କୋର୍ଟ ରୁମ୍ରେ ଧସେଇ ପଶିଲେ ଲୋକେ
ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର ଆରମ୍ଭ ହେବାରୁ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ବର୍ଷା ସତ୍ତ୍ୱେ ଲୋକେ ସେମାନଙ୍କ ଅଭିଯୋଗ…
ରୋଟାରୀ କ୍ଲବ ଅନୁଗୋଳ ରୟାଲର ଅଧିଷ୍ଠାନ ଉତ୍ସବ:ସମାଜ ସେବା ବିସ୍ତାରିତ କରିବାକୁ ଆହ୍ବାନ
ଅନୁଗୋଳ ଅଫିସ, ୩୦।୭ଅନୁଗୋଳ ରୋଟାରୀ କ୍ଲବ ରୟାଲର ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ହୋଟେଲ କମଲେଶ କଣ୍ଟିନେଣ୍ଟାଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ପ୍ରଭାତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଜିଲା ଗଭର୍ନର ରବି ନାରାୟଣ…
ଜାତୀୟ କିକ୍ ବକ୍ସିଂରେ ଚମକିଲେ ଢେଙ୍କାନାଳର କ୍ରୀଡ଼ାବିତ୍
ଢେଙ୍କାନାଳ ଅଫିସ, ୩୦ା୭ ହରିୟାଣାର ରୋହତକରେ ଆୟୋଜିତ ଜାତୀୟ ସିନିୟର କିକ୍ ବକ୍ସିଂ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳର କ୍ରୀଡ଼ାବିତ୍। ଏଥିରେ ଭାଗ ନେଇଥିବା ଖ୍ୟାତନାମା ମହିଳା କିକ୍ବକ୍ସର କୀର୍ତ୍ତିରାଣୀ ସାହୁ ୩ଟି ସ୍ବର୍ଣ୍ଣପଦକ ହାସଲ କରି ଜିଲାର ଗୌରବ ବଢ଼ାଇଛନ୍ତି। ସେହିପରି…
Archives


