ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା
ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି। ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ରସଗୋଲାର ନିବିଡ଼ ସମ୍ପର୍କ ରହିଛି। ଓଡ଼ିଶାର ପରମ୍ପରା ସହିତ…
କଣିହାଁ ଏନ୍ଟିପିସିରେ କୋଇଲା ସଙ୍କଟ : ବନ୍ଦ ହେଲା ୩ ୟୁନିଟ୍
ତାଳଚେର,୨୯।୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର କଣିହାଁସ୍ଥିତ ୩ ହଜାର ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ ଏନ୍ଟିପିସି ବିଦ୍ୟୁତ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଏବେ ଏନ୍ଟିପିସି ପାଖରେ ଅଧାଦିନର କୋଇଲା ମହଜୁଦ ରହିଛି। ଯାହା ବିଭାଗୀୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାକୁ ବଢ଼ାଇ…
ଆଜି ୪ଜିଲାରେ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୯।୭(ବ୍ୟୁରୋ) : ମନ୍ସୁନ୍ ଟ୍ରପ୍ ଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହିସବୁ ଜିଲାକୁ…
ଏକ୍ସସାଇଜ୍ ଆକ୍ଟ ଓ ରୁଲ୍କୁ ନେଇ ଦ୍ୱନ୍ଦ୍ୱ : ଫାଇଦା ନେଉଛନ୍ତି ଡ୍ୟାନ୍ସ ବାର୍ ମାଲିକ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ଡ୍ୟାନ୍ସ ବାର୍ରେ ଯୁବତୀଙ୍କୁ ନିୟୋଜିତ କରିବା ନେଇ ଏକ୍ସସାଇଜ୍ ଆକ୍ଟ ଓ ରୁଲ୍ ମଧ୍ୟରେ ତାଳମେଳ ନାହିଁ। ଓଡିଶା ଅବକାରୀ ଆଇନ୍ ୨୦୦୮ ସେକ୍ସନ-୨୬ରେ ଉଲ୍ଲେଖ ରହିଛି ଯେ, ଯୁବତୀମାନଙ୍କୁ ବାର୍ରେ ନିୟୋଜିତ କରାଯିବା ସମ୍ପୂର୍ଣ୍ଣ ବେଆଇନ। ସେପଟେ ୨୦୧୭…
୨୦୨୦ ପର୍ଯ୍ୟଟନ ଫୋକସରେ ପଶ୍ଚିମ-ଦକ୍ଷିଣ ଓଡ଼ିଶା
ଭୁବନେଶ୍ୱର,୨୯।୭(ବ୍ୟୁରୋ) : ୨୦୧୯-୨୦ ବର୍ଷରେ ଓଡ଼ିଶାକୁ ଯେପରି ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିହେବ ସେଥିଲାଗି ସ୍ବତନ୍ତ୍ର ପ୍ଲାନ୍ ପ୍ରସ୍ତୁତ କରିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ବିଶେଷକରି ବିଦେଶୀ ଓ ଯୁବ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ନୂଆ ଯୋଜନା କାର୍ଯ୍ୟକାରୀ ଉପରେ…
ବୋଷ୍ଟନ୍ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍ ଆର୍ଟ ଚାମ୍ପିୟନ୍ଶିପ୍ : ସୁଦର୍ଶନଙ୍କୁ ‘ପିପୁଲ୍ସ ଚଏସ୍ ଆଓ୍ବାର୍ଡ’
ଭୁବନେଶ୍ୱର,୨୯।୭(ବ୍ୟୁରୋ) : ଖ୍ୟାତନାମା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆମେରିକାରେ ଅନୁଷ୍ଠିତ ବୋଷ୍ଟନ୍ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍ ଆର୍ଟ ଚାମ୍ପିୟନଶିପ୍ ୨୦୧୯ରେ ପିପୁଲ୍ସ ଚଏସ୍ ଆଓ୍ବାର୍ଡ ଜିତି ସମଗ୍ର ଦେଶ ପାଇଁ ଗୌରବ ଆଣିଛନ୍ତି। ସୁଦର୍ଶନ ନିଜ ବାଲୁକା କଳାରେ ପ୍ଲାଷ୍ଟିକ୍ ପ୍ରଦୂଷଣର…
ଅଗଷ୍ଟ ୧ରୁ ଖୋଲିବ ଭିତରକନିକା
ରାଜନଗର, ୨୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। କୁମ୍ଭୀର ପ୍ରଜନନ ଋତୁ ପାଇଁ ଏହି ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ…
ଯାତ୍ରୀବାହୀ ବସ୍ ଅକାମୀ ଘୋଷଣା ପ୍ରସଙ୍ଗ : କିଲୋମିଟର ଭିତ୍ତିରେ ହୋଇପାରିବନି ଅକାମୀ
ଭୁବନେଶ୍ୱର,୨୯ା୭(ବ୍ୟୁରୋ) : ରାଜ୍ୟରେ ଚାଲୁଥିବା ଯାତ୍ରୀବାହୀ ବସ୍ର କିଲୋମିଟର ଭିତ୍ତିରେ ଏହାକୁ ଅକାମୀ କରାଯିବାର ମୋଟରଯାନ ନିୟମ-୧୯୮୮ରେ କୌଣସି ଆଇନଗତ ବ୍ୟବସ୍ଥା ନାହିଁ। ଖୋଦ୍ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବିଧାନସଭାରେ ରଖିଥିବା ଉତ୍ତରରୁ ଏହା ଜଣାପଡିଛି। ଗତ…
ଭୁଲ୍ କରି ପୋଲିସ ନିନ୍ଦିତ
ଭୁବନେଶ୍ୱର, ୨୯ା୭: ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ରୋକିବା ପୋଲିସର କାର୍ଯ୍ୟ। ହେଲେ ଅଧିକାଂଶ କ୍ଷେତ୍ରରେ ପୋଲିସ ଏସବୁ କାର୍ଯ୍ୟ ଠିକ୍ ଭାବେ କରୁ ନ ଥିବାରୁ ଲୋକଙ୍କର ଭରସା ତୁଟିବାରେ ଲାଗିଛି। କେଉଁଠି ପୋଲିସ ଚାର୍ଜଶିଟ୍ ପାଇଁ ଲାଞ୍ଚ…
କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ସୁରାକ ମିଳିଲା, ଜରିିଗୋଟାଳି ଅଭିଯୁକ୍ତ
ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସୁରାକ ପାଇଛି ପୋଲିସ। ସେ ଜଣେ ଜରିଗୋଟାଳି ଓ ମାନସିକ ରୋଗୀ ବୋଲି ଜଣାପଡିଛି। ଘଟଣା ପରେ ସହରରେ ପୋଲିସ ପାଟ୍ରୋଲିଂ ଦେଖି ସେ ଫେରାର ଥିବା ପୋଲିସ…
ପରିବା: ସରକାରଙ୍କ ତଥ୍ୟ ନାହିଁ
ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶାରେ ଯେତିକି ପରିବା ଉତ୍ପାଦନ ହେଉଛି, ତା’ଠାରୁ ବହୁତ ଅଧିକ ପନିପରିବା ବାହାର ରାଜ୍ୟରୁ ଆମଦାନୀ କରାଯାଉଛି। କହିବାକୁ ଗଲେ ପ୍ରାୟତଃ ସମସ୍ତ ପରିବା ବାହାର ରାଜ୍ୟରୁ ହିଁ ଆସୁଛି। ବଡ଼ବଡ଼ ହାଟ ଏବଂ ପରିବା ମାର୍କେଟରେ ପ୍ରତ୍ୟେକ…
ବିନା ଦୋଷରେ ଜେଲ କାଟିଲେ ବାପପୁଅ
ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ…
Archives


