ରାଜ୍ୟ

ଦିଗହରା ନାବିକଙ୍କ ଲୋମଟାଙ୍କୁରା କାହାଣୀ: ଆଉ କେବେ ସମୁଦ୍ରକୁ ଯିବିନାହିଁ’

ଅଗଷ୍ଟ ୨୮ ତାରିଖ। ଛୋଟ ବୋଟ୍‌ (ସ୍ଥାନୀୟ ଭାଷାରେ ଟାପା)ରେ ରାଶନ ସାମଗ୍ରୀ ସହ ଏକ ନୂଆ ସ୍କୁଟି ଲଦି ପୋର୍ଟବ୍ଲେୟାରରୁ ବାହାରିଥିଲେ ନାବିକ ଅମ୍ରିତ କୁଜୁର(୪୨)। ଲକ୍ଷ୍ୟ ଥିଲା ନିଜ ଗଁା ଆଣ୍ଡାମାନ ନୀଲ୍‌ଦୀପର ଶହୀଦ ଦ୍ୱୀପରେ ପହଞ୍ଚତ୍ବେ। ସାଙ୍ଗରେ…

ଆଇଆଇଟି ଖୋଜିବ ଭୂସ୍ଖଳନ ଅଞ୍ଚଳ: ଏସ୍‌ଆର୍‌ସି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟର ଭୂସ୍ଖଳନ ଅଞ୍ଚଳ ଚିହ୍ନଟ କରିବାକୁ ଆଇଆଇଟି ମୁମ୍ବାଇକୁ ଦାୟିତ୍ୱ ଦିଆଯାଇଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭୁସ୍ଖଳନ ଏବେ ଏକ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଉଭା…

ରତ୍ନଭଣ୍ଡାର ଗହଣାର ଅଡିଟ ଦାବି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ସମସ୍ତ ଅଳଙ୍କାରର ଅଡିଟ୍‌ ପାଇଁ ଦାବି ହୋଇଛି। ଏ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ମହାପ୍ରଭୁଙ୍କ ସମସ୍ତ ଅଳଙ୍କାରର ସଠିକ ଅଡିଟ ପାଇଁ ସେ…

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୫ଟି ସଚିବ

ଅନୁଗୋଳ ଅଫିସ,୨୯।୧୦: ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଙ୍ଗଳବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ମେଡିକାଲରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି। ମେଡିକାଲର ଯକ୍ଷ୍ମା ବିଭାଗ ସହ ମେଲ୍‌ଓ୍ବାଡ ଏବଂ…

ଇ-ବ୍ୟବସ୍ଥାରେ ୫ଟି ବାଟାଲିଅନ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ଏଣିକି ରାଜ୍ୟର ୫ଟି ବାଟାଲିଅନ ଇ-ବ୍ୟବସ୍ଥାରେ ରହିବ। ସେଗୁଡ଼ିକ ହେଲା କଟକ, ଢେଙ୍କାନାଳ, ଖୋର୍ଦ୍ଧା, ମାଲକାନଗିରି ଓ ରାଉରକେଲା । ଅତ୍ୟାଧୁନିକ ଟେକ୍‌ନୋଲୋଜି ଦ୍ୱାରା ୫ଟି ବାଟାଲିଅନକୁ ଅପଗ୍ରେଡ୍‌ କରାଯିବ। ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ବାଟାଲିଅନରେ…

ବାଣ ଫୁଟାଇବାକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମୁହାଁମୁହିଁ ଯୁବକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ହତ୍ୟା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.): ଏୟାରଫିଲ୍ଡ ଥାନାଠାରୁ ମାତ୍ର ଶହେ ମିଟର ଦୂର ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛପାର୍ଶ୍ୱରେ ରବିବାର ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ବାଣଫୁଟାକୁ ନେଇ ସନ୍ଧ୍ୟାରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଥିବାବେଳେ ବିଳମ୍ବିତ ରାତିରେ ଘଟିଛି ସଂଘର୍ଷ। ଗୋଟିଏ ଗୋଷ୍ଠୀର…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି: ନେତା, ଅଫିସର ଅଭିଯୁକ୍ତ: ଅଯୋଗ୍ୟ ହିତାଧିକାରୀ ଖୋଜା ଜୋରଦାର

କଟକ ଅଫିସ, ୨୯ା୧୦: କଟକ ଜିଲାର ମାହାଙ୍ଗା ଓ ବଡମ୍ବା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ରାଜ୍ୟ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ତଦନ୍ତ କରାଯିବା ପରେ ଏହି ଦୁଇଟି ବ୍ଲକରେ ହୋଇଥିବା ଦୁର୍ନୀତି ସାମ୍ନାକୁ ଆସିଛି। ବଡ଼ମ୍ବା…

ମୋ ସରକାର ଯୋଜନାରେ ୩ଜିଲା ଡାକ୍ତରଖାନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ମୋ ସରକାର ପ୍ରତିନିଧି ଦଳ ନିକଟରେ ୫ ଜିଲା ଗସ୍ତ କରି ତୃତୀୟ ରିପୋର୍ଟ ପ୍ରଦାନ କରିଥିଲେ। ସେହି ରିପୋର୍ଟ ଆଧାରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଜିଲା ସକାଶେ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ତାଲିକାରେ ସୁନ୍ଦରଗଡ,…

ସଡ଼କ ଦୁର୍ଘଟଣାରେ ଗୁରୁତରଙ୍କ ପାଇଁ ବ୍ୟବସ୍ଥା: ଘରୋଇ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ଗାଇଡଲାଇନ ପ୍ରସ୍ତୁତ କରାଯାଇଛି। ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବ୍ୟକ୍ତିଙ୍କୁ ମେଡିକାଲ/ ସର୍ଜିକାଲ…

ଅରୁଣ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଜଣାଶୁଣା ବ୍ୟବସାୟୀ ତଥା ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଷ୍ଟାର୍‌ ଅପ୍ଟିକୋ ଏବଂ ନେତ୍ର ମନ୍ଦିରର ମ୍ୟାନେଜିଂ ପାର୍ଟନର୍‌ ଅରୁଣ କିଶୋର ଶତପଥୀଙ୍କର ସୋମବାର ଦେହାନ୍ତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୫୦ରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି।…

ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ ହଠାତ୍‌ ଏଭଳି ଆଭିମୁଖ୍ୟ ଦେଖି ସରକାରୀ ଅଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମଧ୍ୟ…

ଶ୍ରୀମନ୍ଦିର ଭିତରେ ଟିକ୍‌ଟକ୍‌

ପୁରୀ ଅଫିସ,୨୯ା୧୦: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। କେତେ ବେଳେ ଭକ୍ତ ସେଲ୍‌ଫି ନେଇ ପୋଷ୍ଟ କରୁଛନ୍ତି ତ ଆଉ କେବେ ଶ୍ରୀମନ୍ଦିର କର୍ମଚାରୀ, ପୋଲିସ ଓ ସେବାୟତ ମଧ୍ୟ ଏଥିରୁ ବାଦ୍‌ ପଡୁନାହାନ୍ତି। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?