ଆସିବ ନୂଆ କୃଷି ନୀତି-୨୦୧୯
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କର ଆୟ ବୃଦ୍ଧି କରିବା ଏବଂ ବଜାର ସୁବିଧା କରିବା ସକାଶେ ରାଜ୍ୟ ସରକାର ଖୁବଶୀଘ୍ର ଓଡ଼ିଶା କୃଷି ନୀତି-୨୦୧୯ ଆଣିବାକୁ ଯାଉଛନ୍ତି। ଏ ନେଇ ଚିଠା ନୀତି ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ସଚିବାଳୟଠରେ ମୁଖ୍ୟ ଶାସନ…
ରାଷ୍ଟ୍ରପତିଙ୍କୁ ଭେଟିଲେ ନବୀନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଲଗାତର ପଞ୍ଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରାଷ୍ଟ୍ରପତି କୋବିନ୍ଦଙ୍କ ସହ ନବୀନଙ୍କ ଏହା ପ୍ରଥମ ସାକ୍ଷାତ। ଦୁହିଁଙ୍କ ମଧ୍ୟରେ ହୋଇଥିବା ଏହି…
ମୋଦିଙ୍କୁ ଭେଟିଲେ ନବୀନ: ସ୍ବତନ୍ତ୍ର ପାହ୍ୟା ଦାବି ଦୋହରାଇଲେ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ସାକ୍ଷାତ୍ କରିଛନ୍ତି। ରାଜ୍ୟରେ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପ୍ରଥମ କରି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ମୋଦି ଦ୍ୱିତୀୟଥର କେନ୍ଦ୍ରରେ ସରକାର ଗଢ଼ିଥିବାରୁ ମୁଖ୍ୟମନ୍ତ୍ରୀ…
ବିଚକ୍ଷଣ ସଂସଦୀୟ ତଥ୍ୟ
ଭୁବନେଶ୍ୱର, ୧୨।୬: home ଓଡିଶା ବିଧାନସଭାର ପ୍ରାୟ ୧ବର୍ଷ ଜୀବନକାଳ ଥିବା ସତ୍ତ୍ୱେ ୨୦୦୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିନ୍ନ ନିଷ୍ପତ୍ତି ନେଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ ବର୍ଷକ ଆଗରୁ ଗୃହର ମୁଖ୍ୟଭାବେ ବିଧାନସଭା ଭାଙ୍ଗି ଏକାସଙ୍ଗେ ଲୋକ ସଭା…
ଏବର୍ଷ ବଢ଼ିବନି ବିଦ୍ୟୁତ୍ ଶୁଳ୍କ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ହେବ ନାହିଁ। ପୂର୍ବ ବର୍ଷ ଭଳି ଘରୋଇ ଉପଭୋକ୍ତାମାନେ ବିଦ୍ୟୁତ୍ ଦେୟ ପଇଠ କରିବେ। ବିଦ୍ୟୁତ୍ ଉତ୍ପାଦନ ଓ ବଣ୍ଟନ କମ୍ପାନୀଗୁଡିକର ଶୁଳ୍କ ବୃଦ୍ଧି ଆବେଦନର ଶୁଣାଣି କରି…
ବିଦ୍ୟୁତ୍ ଆଘାତରେ ବୃଦ୍ଧ ଗୁରୁତର
ଡୁବୁରୀ,୧୨ା୬(ଡି.ଏନ୍.ଏ.)- କଳିଙ୍ଗନଗର ଥାନା ଅନ୍ତର୍ଗତ ପିଙ୍ଗଳ ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଈଶ୍ୱର ବେହେରା (୬୫)। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଦାନଗଦୀ ଓ ପରେ…
ବିଦ୍ୟୁତ୍ ଆଘାତରେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା:ଠିକାଦାରଙ୍କ ଘର ସମ୍ମୁଖରେ ଧାରଣା, କ୍ଷତିପୂରଣ ଦାବି
କୋରେଇ,୧୨ା୬(ସ୍ବ.ପ୍ର.) – କୋରେଇ ଥାନା ଅନ୍ତର୍ଗତ ରଣପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ଖୁଣ୍ଟରେ ଚଢି କାମ କରୁଥିବାବେଳେ ସୋମବାର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ବିଭାଗର ଠିକାକାମ ନେଇଥିବା ଠିକାଦାର କ୍ଷତିପୂରଣ ଦେବାକୁ ସ୍ଥିର ହୋଇଥିଲା। ହେଲେ ମଙ୍ଗଳବାର ଟଙ୍କା…
ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା
ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା…
ଲିଙ୍ଗରାଜ ହାଇସ୍କୁଲରୁ ଚୋରି
ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍ ଗୋଟିଏ…
ବଦାଙ୍ଗିରୁ ବିଦେଶୀ ମଦ ଜବତ
ଭଞ୍ଜନଗର,୧୧।୬(ଡି.ଏନ.ଏ.)- ତାରସିଂ ପୋଲିସ ବୁଧବାର ବଦାଙ୍ଗିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଏହି ମାମଲାରେ ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରାଯାଇଛି। ନଂ.୮୧।୧୯ରେ ପୋଲିସ ଏକ ମାମଲା ରୁଜୁକରିବା ସହ ୯୭ ଲିଟର…
କିଶୋରନଗରରେ ୪୨ ଡିଗ୍ରୀ ତାପମାତ୍ରା: ପାଣି ପାଇଁ ଜନଜୀବନ ହନ୍ତସନ୍ତ
ବଇଣ୍ଡା,୧୧।୬(ଡି.ଏନ.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ବିଶେଷ କରି ଅନୁଗୋଳ ଜିଲାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କିଶୋରନଗର ବ୍ଲକରେ ୪୨ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ରହିଥିବାବେଳେ ଅସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଅପରପକ୍ଷରେ ବିଭିନ୍ନ ନଈ,…
ଖରିଫ୍ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ
ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସଦର ବ୍ଲକ…
Archives


