ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା
ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…
ପଲିଥିନ୍ ତଲେ ଅସାହା ଜୀବନ୍ ଘଟନା : ପଁଚେତ୍ ଆଘେ ଅନଶନରେ ଗରିବ୍ ପରିବାର
ପାଇକମାଳ,୨୯ା୧୦ (ଡି.ଏନ୍.ଏ.)- ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍ ଡୁମେରବାହାଲ ଗଁାର କଷ୍ଟ ସାହୁ। ସରକାରୀ ଯୋଜନାରେ ଘରଖଁଡ଼େ ଆର ରାଶନ କାର୍ଡ ଦାବିରେ ସୋମବାରନୁ ସେ କୁଟୁମବସିଆ ପଁଚେତ୍ ଅଫିସ୍ ଆଘେ ଆମରଣ ଅନଶନରେ ବସିଛନ୍। ତାକର ଦୁରଦଶା ବାବ୍ଦେ…
ସରକାରୀ ସାହାଯ୍ ଆଶ୍ରେ ବୁନାକାର ପରିବାର
ଲାଠୋର, ୨୯ା୧୦ (ଡି.ଏନ୍.ଏ.)- ସରକାର ବୁନାକାର ପରିବାରମାନକୁ ଅନେକ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍। ସେନ୍ତା ଭିନେ ଭିନେ ଗଁାଗଁଲିରେ ଥିବାର ବୁନାକାରମାନକୁ ପ୍ରଶିକ୍ଷକମାନକର ଜରିଆରେ ବୁନବାର ନୂତନ କଳାକଉଶଲ, ତରିକା ଶିଖାଯାଉଛେ। ସରକାର ବୁନାକାରମାନକୁ ଅଲପ୍ ସୁଧରେ ରୁଣ ଯୁଗେଇ…
‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’
ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି ତଳିଆ…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି ଭାରପ୍ରାପ୍ତ ସମ୍ପାଦକ
ନିମାପଡ଼ା, ୨୮।୧୦(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି)ର ଭାରପ୍ରାପ୍ତ ସମ୍ପାଦକ ବିଜୟ କୁମାର ସ୍ବାଇଁଙ୍କ କିଆକଣ୍ଟା ଗ୍ରାମସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଇ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବାଇଁଙ୍କ ଘର ସମେତ…
ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ…
ଗୋଲବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୬୦ ଦୋକାନ
ସମ୍ବଲପୁର, ୨୮।୧୦ (ବ୍ୟୁରୋ): ସମ୍ବଲପୁର ସହରର ଗୋଲବଜାରସ୍ଥିତ ପରିବା ମାର୍କେଟରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳି ପାଉଁଶ ହୋଇଯାଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଖବର ପାଇ…
ଦୀପାବଳୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆଜି ପବିତ୍ର ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଦୀପାବଳି ଏବଂ କାଳିପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା। ଆଲୋକର ପର୍ବକୁ ଆନନ୍ଦ ଉଲ୍ଲାସରେ…
ଅନାଥ ଶିଶୁଙ୍କ ଗହଣରେ ଦୀପାବଳି ପାଳନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ପବିତ୍ର ଦୀପାବଳିକୁ ନେଇ ସମଗ୍ର ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ଏହାକୁ କିଭଳି ନିଆରା ଢଙ୍ଗରେ ପାଳନ କରିବେ ତାହାକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍ଓଏସ୍ ଭିଲେଜ୍ରେ ଥିବା ଅନାଥ ଶିଶୁମାନଙ୍କ ସହ…
ବାଲିମେଳା ଡ୍ୟାମ୍ର ୨ ଗେଟ୍ ଖୋଲିଲା
ଚିତ୍ରକୋଣ୍ଡା,୨୭ା୧୦(ଡି.ଏନ୍.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ୍ରେ ଜଳସ୍ତର ୧୫୧୬ ଫୁଟ ରହିବା ପରେ ରବିବାର ସକାଳ ୮ଟା ୪୦ରେ ସ୍ଲୁଇସ୍ ଗେଟ୍କୁ ଛାଡ଼ି ୨ଟି ଗେଟ୍ ଖୋଲାଯାଇଛି। ଏଥିରେ ବର୍ତ୍ତମାନ ପ୍ରତି ସେକେଣ୍ଡ ପିଛା ୮୦୦୦ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି। ଗତ ଏକ…
ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ
କାଶୀନଗର,୨୭ା୧୦(ଡି.ଏନ୍.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ ବେଳ ସମୟରେ କାଶୀନଗର ବ୍ଲକ୍ ଓ ଏନ୍ଏସିର ପ୍ରାୟ ୨୫୦ ଏକର ଜମିରେ ଧାନଚାଷ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ପୁଣି ୫ ପରିବାର ଜମି ହସ୍ତାନ୍ତର କଲେ
ପୁରୀ ଅଫିସ,୨୭ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଜାରି ରହିଛି। ଗତ ୨୧ ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକିଥିବାବେଳେ ୨୨ତାରିଖରେ ୬ ପରିବାର ଏଥିରେ ସାମିଲ ହୋଇଥିଲେ। ଶୁକ୍ରବାର ପୁଣି ୫ ପରିବାର ପ୍ରଶାସନ…

