ଚେଇଁ ଶୋଇଛନ୍ତି ବିଏମ୍ସି ଡ୍ରେନେଜ ବିଭାଗ ଅଧିକାରୀ: ସହରର ୪୦% ଡ୍ରେନ୍ରେ ଢାଙ୍କୁଣି ନାହିଁ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଧୀନ ୬୭ଟି ଓ୍ବାର୍ଡରେ ମୋଟ ୬୫୦କିମିର ଆଭ୍ୟନ୍ତରୀଣ ଡ୍ରେନ ଓ ୬୦ କିମିର ୧୦ଟି ମୁଖ୍ୟ ଡ୍ରେନ୍ ରହିଛି। ତନ୍ମଧ୍ୟରୁ ପୂର୍ତ୍ତ ବିଭାଗର କେତୋଟି ଡ୍ରେନକୁ ବାଦ୍ ଦେଲେ ବାକି ସବୁ ବିଏମ୍ସି ଦ୍ୱାରା…
ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର
ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯାଇଛିି। ମୋଟ ୩୭ ଜଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ପ୍ରାର୍ଥିପତ୍ର ଦାଖଲ…
୫୦୦ ଏଏସ୍ଓଙ୍କୁ ନିଯୁକ୍ତି ପ୍ରଦାନ: ନିଷ୍ଠାପର ମନୋଭାବ ରଖି ସେବା କର; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ରାଜ୍ୟ ସଚିବାଳୟରେ ନୂତନ ଭାବେ ନିଯୁକ୍ତ ହୋଇଥିବା ସହକାରୀ ଉପଅଧିକାରୀ (ଏଏସ୍ଓ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୫୦୦ ନୂତନ ଏଏସ୍ଓଙ୍କୁ…
ମିଶର, ଗ୍ରୀସ୍ ସହ ରହିଛି ପୁରୀର ସାମଞ୍ଜସ୍ୟ
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ପ୍ରାଚୀନ ଇଜିପ୍ଟ, ବେବିଲୋନ୍ ଓ ମିଶର ସଂସ୍କୃତି ସହ ଶ୍ରୀଜଗନ୍ନାଥ ସଂସ୍କୃତିର ଅନେକ ସାମଞ୍ଜସ୍ୟ ରହିଛି। ପଣ୍ଡିତ ନୀଳକଣ୍ଠ ଦାସ ଏକଦା କହିଥିଲେ ଶ୍ରୀଜଗନ୍ନାଥ ଦର୍ଶନତତ୍ତ୍ବ ଖ୍ରୀ.ପୂ ୪୦୦୦ ବର୍ଷ ପୂର୍ବର ବେବିଲୋନ୍ ସଭ୍ୟତାରେ ଦେଖାଯାଏ। ପ୍ରାଚୀନ ମିଶର ଓ…
ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍ସାଇଟ୍। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍ସାଇଟ୍ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ବତନ୍ତ୍ର ଉତ୍ସବରେ ଲୋକାର୍ପଣ କରିଛନ୍ତି। ପ୍ରଥମଥର ପାଇଁ ଏକ ସରକାରୀ…
ଝିଅର ଆର୍ଟିଆଇ ତଥ୍ୟ ମା’ହତ୍ୟା ଘଟଣାର ଗୁମର ଖୋଲିଲା: ୮ ବର୍ଷ ପରେ ଖପୁରି ଉଦ୍ଧାର
ସମ୍ବଲପୁର, ୨୭।୭ (ବ୍ୟୁରୋ): ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ)ରେ ପିଏଚ୍ଡି କରୁଥିବା ଜଣେ ଛାତ୍ରୀ ସୂଚନା ଆଇନ ବଳରେ ତାଙ୍କ ମା’ଙ୍କ ନିଖୋଜ ନେଇ ଡିଜି ଅଫିସରୁ ତଥ୍ୟ ମାଗିବା ପରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି।…
ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ
ଅନୁଗୋଳ ଅଫିସ, ୨୭।୭: ଅନୁଗୋଳ ସହର ଉପକଣ୍ଠରେ ଗତ ଜାନୁୟାରୀ ୨୦ରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳର ଅତିରିକ୍ତ ଦୌରାଜଜ୍ କମ୍ ସ୍ପେଶାଲ ପୋକ୍ସୋ ଜଜ୍ ସୁରେଶ ଚନ୍ଦ୍ର ପ୍ରଧାନ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି
ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ କରାଯାଇ ନଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅଭିଯୋଗ କରିଛି ା ଏହା ପ୍ରତିବାଦରେ…
ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ: ଆତ୍ମହତ୍ୟା ରୂପ ଦେବାରୁ ପୋଲିସକୁ ମାଡ଼
ବାଲିଆପାଳ,୨୭।୭ (ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ସକାଳେ ଏହି ନାବାଳକଙ୍କ ମୃତଦେହ ଢାବାରୁ ଝୁଲନ୍ତା…
ଜଙ୍ଗଲ ଛାଡି ସହରରେ ବୁଲୁଛି ଭାଲୁ
ନବରଙ୍ଗପୁର,୨୭।୭(ବି.ପ୍ର.)-ସନ୍ଧ୍ୟାହେଲେ ଜମାଲ କଲୋନୀରେ ଦାଣ୍ଡ କବାଟ ଓ ଘରର ମୁଖ୍ୟ ଫାଟକ ବନ୍ଦ ରହୁଛି। ଜନସାଧାରଣ ଭୟଭୀତ ହୋଇ ରହୁଛନ୍ତି। ଜଙ୍ଗଲ ଛାଡି ଏବେ ଦୁଇଟି ଭାଲୁ କଲୋନୀ ଅଞ୍ଚଳରେ ଘୁରି ବୁଲୁଛନ୍ତି। ରାତି ହେଲେ ବନବିଭା କର୍ମଚାରୀ ପଇଁତରା ମାରୁଛନ୍ତି।…
ପିଇଲା ପାଏନ୍ ସମସିଆରେ ଯୁଝୁଛନ୍ କୁଟ୍ରୁ ଗଁ।ବାସୀ:ଏକା ଝରନ୍ ପାଏନ୍ ସାହାଭରସା
କୋକସରା,୨୭।୭ (ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଁଚେତ୍ ଆଦିବାସୀ ବହୁଲ ହେଇଥିଲାବେଲେ ପଁଚେତ୍ର ଅନେକ ଗଁ। ଜଂଗଲ ଭିତରେ ରହିଛେ। ସେନ୍ତା ସାହାଜଖୋଳ ସଂରକ୍ଷିତ ଜଂଗଲ ଭିତରେ ପଁଚେତ୍ର ରାଜସ୍ବ ଗଁ। କୁଟ୍ରୁ ରହିଛେ। ହେଲେ ଇ ଗଁ।ରେ…
ସମସିଆ ଘେରରେ ମନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଲୟ:ବିପଦ୍ ଅବସ୍ତାରେ ୩ ପଢ଼ାକୁଠି, ବାରନ୍ଡ଼ାରେ ଛାତ୍ରୀଛାତ୍ର
ମନମୁଣ୍ଡା, ୨୭।୭ (ଡି.ଏନ୍.ଏ) ବୌଦ୍ଧ ଜିଲା ମନମୁଣ୍ଡା ସରକାରୀ ଉଚ୍ଚ ପ୍ରାଧମିକ ବିଦ୍ୟାଲୟ ଏହେଦେ ୧୩୮ ବଛର୍ରେ ପୁହୁଁଚିଛେ। ଦିନ୍ ଥିଲା ଇ ସ୍କୁଲର ବହୁତ ନଁା ଥିଲା। ଦୂରିଆ ଗଁାଗଁଡ଼ାରୁ ଛାତ୍ରୀଛାତ୍ର ଇ ସ୍କୁଲକେ ପାଠ୍ ପଢ଼ବାର ଲାଗି…
Archives


