ଚିନାଙ୍କ ପାଖରେ ପହଞ୍ଚିଲା ପ୍ରଶାସନ
ପରଜଙ୍ଗ, ୨୬।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୩ନଂ. କଲୋନୀର ଅସହାୟ ଚିନା ନାୟକ (୮୧)ଙ୍କ ନିକଟରେ ପହଞ୍ଚିଛି ପ୍ରଶାସନ। ତାଙ୍କୁ ଦିଆଯାଇଛି ୭୦୦ ଟଙ୍କା ଭତ୍ତା। ସରପଞ୍ଚ ଦେଇଛନ୍ତି ୧୦ କେଜି ଚାଉଳ। ଖୁବ୍ ଶୀଘ୍ର ଆବାସ…
ସାଇସ୍ବରୂପ, ପୀୟୂଷଙ୍କୁ ଏଲୋ ରେଟିଂ ମାନ୍ୟତା
ଢେଙ୍କାନାଳ ଅଫିସ, ୨୬।୭- ଢେଙ୍କାନାଳ ଶ୍ରେୟା ଚେସ୍ ଏକାଡେମୀର ଉଦୀୟମାନ ଖେଳାଳି ସାଇସ୍ବରୂପ ମିଶ୍ର ଏବଂ ପୀୟୂଷ କୁମାର ସାହୁଙ୍କୁ ଅନ୍ତର୍ଜାତୀୟ ଏଲୋ ରେଟିଂ ମାନ୍ୟତା ମିଳିଛି। ଚଳିତ ଜୁଲାଇ ୧ରେ ପ୍ରକାଶିତ ରେଟିଂ ତାଲିକାରେ ଉଭୟଙ୍କ ନାମ ସ୍ଥାନ ପାଇଛି।…
କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ
ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଭାରତୀୟ ପ୍ରନତ୍ତତ୍ତ୍ବ ବିଭାଗ (ଏଏସ୍ଆଇ) ମଧ୍ୟ ଆବଶ୍ୟକ ପଦକ୍ଷେପ…
ଜନସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା: ଜଣ୍ଡିସ୍କୁ ଡାକୁଛି ଗୋଳିଆପାଣି
ବ୍ରହ୍ମପୁର ଅଫିସ୍,୨୬ା୭- ସ୍ବଚ୍ଛ ପାଣି ଯୋଗାଇବାରେ ଜନସ୍ବାସ୍ଥ୍ୟ ବିଭାଗର ବିଫଳତାକୁ ନେଇ ଏବେ ଅସନ୍ତୋଷ ଚରମସୀମାରେ ପହଞ୍ଚିଛି। ଦୁଇ ଦିନ ହେଲା ପାଇପ୍ରେ କେବଳ ଗୋଳିଆ ପାଣି ଆସୁଛି। କାଦୁଅ ମିଶା ମଇଳା ପାଣି। ନା ପାନୀୟ ଯୋଗ୍ୟ, ନା ଅନ୍ୟ…
ଡରାଇଲାଣି ଡେଙ୍ଗୁ:ଗଞ୍ଜାମରେ ୧୫
ବ୍ରହ୍ମପୁର ଅଫିସ୍,୨୬ା୭- ଗଞ୍ଜାମ ଜିଲାରେ ଡେଙ୍ଗୁ ଧୀରେ ଧୀରେ ମାରାତ୍ମକ ହେବାରେ ଲାଗିଲାଣି। ସ୍ବାସ୍ଥ୍ୟ ବିଭାଗର ସତର୍କତା ଏବଂ ବ୍ୟାପକ ପଦକ୍ଷେପ ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏଯାଏ ଗଞ୍ଜାମ ଜିଲାରେ ୧୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ଅନେକ ସୁସ୍ଥ…
ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ
ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି। ଏ ନେଇ ଭୂୟାଁ ଜୁଆଙ୍ଗ ପୀଢ ଏବଂ ଚମ୍ପୁଆ ରେଞ୍ଜରେ ରହିଥିବା ବନାଞ୍ଚଳ ପାର୍ଶ୍ୱବର୍ତ୍ତୀ…
କାର୍ଯ୍ୟକ୍ଷମ ହୋଇପାରୁନି ଉଠାଜଳସେଚନ ପଏଣ୍ଟ
ବାସୁଦେବପୁର, ୨୬।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଚଳିତ ଖରିଫ ଋତୁରେ ଚାଷକାର୍ଯ୍ୟ ପ୍ରାରମ୍ଭ ତଳି ପକାଇବାଠାରୁ ଆରମ୍ଭ କରି ଅଦ୍ୟାବଧି ଶ୍ରାବଣର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଆବଶ୍ୟକ ବର୍ଷା ହୋଇ ନ ଥିବାରୁ…
ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି:ପୁଣି ପଦଯାତ୍ରାରେ ଭୁବନେଶ୍ୱର ଯିବେ ସେବାୟତ
ବାରିପଦା ଅଫିସ,୨୬।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ପ୍ରଦାନ ଲାଗି ଜିଲା ବ୍ୟାପୀ ଦାବି ଜୋର ଧରିଛି। ଜୁନ ୨୯ ତାରିଖରେ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଏହି ଦାବି…
ସମ୍ମୁଖରେ ଜଗିଛି ପୋଲିସ, ପଛପଟୁ ଚୋରି
ଭଞ୍ଜନଗର,୨୬।୭(ଡି.ଏନଏ)-ଭଞ୍ଜନଗର ଷ୍ଟେଟବ୍ୟାଙ୍କ ଛକ ସହରର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ବ୍ୟାଙ୍କ ଥିବା ଯୋଗୁ ଏଠାରେ ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାତିସାରା ପୋଲିସ ଜଗି ରହୁଛି। ବ୍ୟାଙ୍କଠାରୁ ୧୦୦ ମିଟର ଦୂରରେ ଡାକ୍ତରଖାନା, ୫୦ ମିଟର…
ବିପଦସଙ୍କୁଳ ଅବସ୍ଥାରେ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ
ସୋରଡ଼ା,୨୫ା୭(ଡି.ଏନ.ଏ.)- ସୋରଡା ବ୍ଲକ ସୁରମଣି ପଞ୍ଚାୟତ ବିଷ୍ଣୁପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ, ପାଚେରି, କାନ୍ଥ, କାର୍ଯ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି । ବାରମ୍ବାର ପ୍ରଶାସନକୁ ଜଣାଇଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ଗୁରୁବାର ବିଦ୍ୟାଳୟ ପରିସରରେ ପରିଚାଳନା କମିଟି…
ହୁମ୍ମର ଗାଁ ରାସ୍ତା ନିର୍ମାଣ ନିମ୍ନମାନର: ପୁନଃ ନିର୍ମାଣ ନିର୍ଦ୍ଦେଶ ଦେଲେ ବିଡିଓ
ଛତ୍ରପୁର,୨୫ା୭(ଡି.ଏନ.ଏ)-ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ହୁମ୍ମର ଗାଁରେ ଅତି ନିମ୍ନମାନର କଂକ୍ରିଟ୍ ରାସ୍ତା ନିର୍ମାଣ ହେଉଥିବା ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଗୁରୁବାର ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ ତାଙ୍କ ଷ୍ଟାଫଙ୍କ ସହ ସେଠାକୁ…
ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା
ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର ଏକ ଅଂଶ ଭୁଶୁଡି ପଡିଛି ା ଯେଉଁଥିର ଶୌଚାଳୟ ଥିଲା ା ମଧ୍ୟାହ୍ନରେ ଛାତ୍ରୀନିବାସର…
Archives


