ରାଜ୍ୟ

ଧରିତ୍ରୀ ଦେଖାଇ ଆଇନଶୃଙ୍ଖଳା, ସ୍ବାସ୍ଥ୍ୟ ସେବା କଥା ଉଠାଇଲେ ନରସିଂହ; କଟକ ହତ୍ୟାକାଣ୍ଡକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ)- ରାଜ୍ୟରେ ଆଇନ ଶୃଙ୍ଖଳା ବୋଲି କିଛି ନାହିଁ। ଦିନ ଦି ପହରରେ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ପ୍ରଶ୍ନ ପଚାରିଲେ ଉତ୍ତର ମିଳୁ ନାହିଁ। ସବୁ ଠିକ ଅଛି ବୋଲି ସରକାର କହୁଛନ୍ତି। ଆଇନଶୃଙ୍ଖଳାକୁ ନେଇ ଆମେ ବିରୋଧ କରିଥିଲୁ। ଗୋଟିଏ…

୪ ବର୍ଷ ପରେ ଜେଲରୁ ମୁକୁଳିଲେ ସାରଥି

କଟକ ଅଫିସ, ୨୫।୭: ସାରଥି ଓରଫ୍‌ ସନ୍ତୋଷ ରାଉଳ ଗୁରୁବାର ଜେଲରୁ ମୁକୁଳିଛନ୍ତି। ସମସ୍ତ ୩ଟି ଯାକ ମାମଲାର ଜାମିନ୍‌ ପାଇବା ପରେ କଟକ ଚୌଦ୍ୱାର ଜେଲରୁ ସେ ବାହାରିଛନ୍ତି। ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ କୋର୍ଟରୁ ରିଲିଜ୍‌ ଅର୍ଡର ଆସିବା…

ପୋଷ୍ଟ ଅଫିସ୍‌ ଜମା ଟଙ୍କା ଫେରସ୍ତ ଦାବି: ଅଧିକ୍ଷକଙ୍କୁ ଘେରିଲେ ଜମାକାରୀ

ଆସିକା,୨୫ା୭(ଡି.ଏନ୍‌.ଏ.)- ଆସିକା ଡାକ ମଣ୍ଡଳର କବିସୂର୍ଯ୍ୟନଗର ସବ୍‌ପୋଷ୍ଟ ଅଫିସ୍‌ ଶିଆଳିଆ ଶାଖା ଡାକଘରେ ଜମାକାରୀଙ୍କ ଟଙ୍କା ହେରଫେର୍‌ ହୋଇଥିବା ନେଇ ଜମାକାରୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗକାରୀଙ୍କ ପକ୍ଷରୁ ଗତ ୨୦୧୮ ଜୁଲାଇ ୫ରୁ ଏହି ଅଭିଯୋଗ ଜମାକାରୀମାନେ ଆସିକାସ୍ଥିତ ଡାକମଣ୍ଡଳ…

ବର୍ଷାରେ ଦବିଲା ରାସ୍ତା, ଇନ୍ଦ୍ରଦ୍ୟୁମ୍ନରେ ପଶିଲା ମଇଳା ପାଣି

ପୁରୀ ଅଫିସ, ୨୫ା୭: ବିପର୍ଯ୍ୟସ୍ତ ହୋଇପଡ଼ିିଛି ଶ୍ରୀକ୍ଷେତ୍ରର ଏକାଧିକ ଐତିହ୍ୟ ପୁଷ୍କରିଣୀ। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଗୋଟିଏ ପରେ ଗୋଟିଏ ପୁଷ୍କରିଣୀର ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ସବୁଠୁ ପରିତାପର ବିଷୟ ହେଉଛି ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ଇନ୍ଦ୍ରଦ୍ୟୁମ୍ନ ଅବସ୍ଥା…

ତହସିଲଦାରଙ୍କ ଛତୁଆ ପ୍ରସ୍ତୁତି, ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ

ପାତ୍ରପୁର,୨୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାତ୍ରପୁର ତହସିଲଦାର ଡ଼. ଶ୍ରୀନିବାସ ବେହେରା ଓ ସିଡ଼ିପିଓ ପଦ୍ମିନୀ ସାହୁ ଗୁରୁବାର ପାତ୍ରପୁର ବ୍ଲକରେ ଥିବା ଛତୁଆ ପ୍ରସ୍ତୁତି ପ୍ରକଳ୍ପ ଓ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ଥାନୀୟ ସୁରଙ୍ଗୀ ପଞ୍ଚାୟତ ନିକଟସ୍ଥ ଶଳାଭାଗପେଣ୍ଠ…

ଆଜି ଜେଲରୁ ବାହାରି ପାରନ୍ତି ସାରଥି

କଟକ ଅଫିସ, ୨୫।୭: ସାରଥି ଓରଫ୍‌ ସନ୍ତୋଷ ରାଉଳ ଗୁରୁବାର ଜେଲରୁ ମୁକୁଳି ପାରନ୍ତି। କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବେଲ୍‌ ବଣ୍ଡ ଦାଖଲ ହୋଇଛି। ସେଠାରୁ ରିପୋର୍ଟ ଆସିବା ପରେ ସାରଥି ଜେଲରୁ ମୁକୁଳିବାର ସମ୍ଭାବନା ରହିଛି। ପୂର୍ବରୁ କେନ୍ଦ୍ରାପଡ଼ା ବାରିମୂଳ…

ପ୍ରକାଶ ପାଇଲା ସ୍ବତନ୍ତ୍ର ଓଜେଇଇ ରେଜଲ୍ଟ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଗୁରୁବାର ସ୍ବତନ୍ତ୍ର ଓଜେଇଇ ରେଜଲ୍ଟ ପ୍ରକାଶ ପାଇଛି। ୧୪୬୨୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୬୨୨ ଜଣଙ୍କୁ ର଼୍ୟାଙ୍କ ମିଳିଛି। ବି.ଟେକରେ ରବୀନ୍ଦ୍ର ବେହେରା ଟପ୍ପର ହୋଇଥିବା ବେଳେ ଏମ୍‌ବିଏରେ ଚନ୍ଦନ ପାତ୍ର ଟପ୍ପର ହୋଇଛନ୍ତି। ସେହିପରି ଏମ୍‌ସିଏରେ ଅନୀଶ…

ନଦୀର ଅଧାପାଣି ସମୁଦ୍ରକୁ ବୋହିଯାଉଛି: ହାତ ଟେକି ଦେଇଛନ୍ତି ସରକାର, ଜଳ ସଂରକ୍ଷଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ନଦୀରୁ ଜଳ ସିଧାସଳଖ ସମୁଦ୍ରକୁ ବୋହିଯାଉଛି। ଏହାକୁ ରାଜ୍ୟ ସରକାର ସଂରକ୍ଷଣ କରିପାରୁନାହାନ୍ତି। ମହାନଦୀ ଉପରେ ଛତିଶଗଡ଼ ବ୍ୟାରେଜ ନିର୍ମାଣ କରି ପାଣି ଅଟକାଇବାକୁ ନେଇ ରାଜ୍ୟରେ ଶାସକ ଦଳ ତୁମ୍ବିତୋଫାନ କରୁଛି। ମାତ୍ର ରାଜ୍ୟର ବିଭିନ୍ନ…

ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ, ଏ ବିଷୟରେ ଅନୁଧ୍ୟାନ କରିବାକୁ ରାଜସ୍ବମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ୧୩ଟି ଜିଲା ଥିଲା, ସେଥିପାଇଁ ୩ଟି ରାଜସ୍ବ ଡିଭିଜନ କମିଶନର(ଆର୍‌ଡିସି) ଖୋଲାଯାଇଥିଲା। ୧୩ରୁ ୩୦ ଜିଲା ହେଲା ମାତ୍ର କୌଣସି ନୂଆ ଆର୍‌ଡିସି କାର୍ଯ୍ୟାଳୟ ଖୋଲିଲା ନାହିଁ। ଲୋକମାନେ ପ୍ରଶାସନିକ ସେବାରୁ ବଞ୍ଚିତ ହେଉଛନ୍ତି। ବିଶେଷକରି ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ…

ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ଏଟିଏମ୍‌ ପିନ୍‌ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା ଗାଏବ…

ମୂଲ୍ୟବାନ କାଠପଟା ଜବତ

ଓଡଗାଁ, ୨୫।୭(ସ୍ବ.ପ୍ର): ଓଡଗାଁ ବନାଞ୍ଚଳ ଅଧିନସ୍ଥ ମଗରବନ୍ଧ ଗଁାରେ ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ବନବିଭାଗ ଚଢ଼ାଉ କରିଛି। ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଉକ୍ତ ଗଁାର ତ୍ରିନାଥ ନାୟକଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ବିପୁଳ ପରିମାଣର…

ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି ଫାଟି ଆଁ କଲାଣି। ବର୍ଷା ହେଲେ ବି ଆଉ ଚାଷ ହେବା ସମ୍ଭବ ନୁହେଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri