ବିଏମ୍ସିର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବିକୃତ ହେଉଛି ରାଜଧାନୀ
ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରୁ ଏବେ ଦୈନିକ ୬୦୦ ମେଟ୍ରିକ ଟନ୍ରୁ ଊର୍ଦ୍ଧ୍ୱ ଆବର୍ଜନା ବାହାରୁଛି। ବିଭିନ୍ନ ସ୍ଥାନରେ ଛୋଟବଡ଼ ଡଷ୍ଟବିନ୍ ରଖାଯାଇ ଆବର୍ଜନା ସଂଗ୍ରହ କରାଯିବାର ବ୍ୟବସ୍ଥା ରହିଛି। ହେଲେ ଡଷ୍ଟବିନଗୁଡ଼ିକର ଦୟନୀୟ ସ୍ଥିତିକୁ ଦେଖିଲେ ବ୍ୟବସ୍ଥାକୁ ନେଇ ନାନା…
ନାବାଳିକା ବଳାତ୍କାର, ମହିଳା ନିର୍ଯାତିତାକୁ ନେଇ ସରକାରଙ୍କୁ ଟାର୍ଗେଟ୍: ଭାଜପା ମହିଳା ମୋର୍ଚ୍ଚାର ବିକ୍ଷୋଭ
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ମହିଳା ବିରୋଧୀ ହୋଇଥିବା ବେଳେ ସେମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଉନାହିଁ। ଶାସକ ଦଳ ନେତାଙ୍କ ଛତ୍ରଛାୟା ତଳେ ରହି ଅପରାଧୀମାନେ ମହିଳାଙ୍କୁ ସହ ନିର୍ଯାତନା ଦେଇ ଚାଲିଛନ୍ତି। ପ୍ରତିଦିନ ନାବାଳିକା ଓ ମହିଳାଙ୍କ…
ଅଭିଯୁକ୍ତଙ୍କୁ ଧରିବାକୁ ଆସି: ମାଡ଼ଖାଇଲେ ଆଇଆଇସି
ଖୁଣ୍ଟୁଣୀ,୨୫।୭(ଡି.ଏନ୍.ଏ.): ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ କପୁରସିଂ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଅଭିଯୁକ୍ତଙ୍କୁ ସାଦା ପୋଷାକରେ ଗିରଫ କରିବାକୁ ଆସିଥିବା ଜଗତପୁର ଥାନା ଆଇଆଇସି ପ୍ରଦୀପ କୁମାର ନାୟକଙ୍କୁ ଅଭିଯୁକ୍ତଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ ମାଡ଼…
ନୂଆ ରୂପ ପାଇବ ଇନ୍ଫୋଭ୍ୟାଲି
ଭୁବନେଶ୍ୱର,୨୫।୭(ବ୍ୟୁରୋ): ନୂଆ ରୂପ ପାଇବ ଇନ୍ଫୋଭ୍ୟାଲି। ଓ୍ବେବ୍ ଡେଭଲପ୍ମେଣ୍ଟ ଏବଂ ଡିଜିଟାଲ ମାର୍କେଟିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା କମ୍ପାନୀଗୁଡିକ ପାଇଁ ଭୁବନେଶ୍ୱର ଏବେ ପ୍ରଥମ ପସନ୍ଦ ପାଲଟିଥିବାରୁ ଏହାକୁ ଦୃଷ୍ଟିରେ ରଖି ଇନ୍ଫୋଭ୍ୟାଲିକୁ ବିକଶିତ କରାଯିବ। ଏହି ଅଞ୍ଚଳରେ ଫ୍ଲାଏଓଭର ନିର୍ମାଣ…
୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ମହିଳା ଗିରଫ, ସ୍ବାମୀ ଫେରାର
କଟକ ଅଫିସ/ଆଠଗଡ,୨୫।୭(ସ୍ବ.ପ୍ର.) କଟକ ଅବକାରୀ ବିଭାଗ ପକ୍ଷରୁ ବୁଧବାର ତିଗିରିଆ ଥାନା ଅନ୍ତର୍ଗତ ଅଚଳକୋଟ ଗ୍ରାମରେ ଚଢାଉ କରାଯାଇ ୬ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ଇନ୍ସପେକ୍ଟର…
ସୌରଚାଳିତ ଚକରେ ଗଢ଼ାହେଲା ମାଟିପାତ୍ର
ପୁରୀ ଅଫିସ, ୨୫।୭: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିଲା। ଏଥିରେ କୁମ୍ଭକାରମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲେ। କୁମ୍ଭାରପଡ଼ା, ଟିକରପଡ଼ା, ଜେନାପୁର ସମେତ ପୁରୀ ସଦର, ବ୍ରହ୍ମଗିରି, ସତ୍ୟବାଦୀ ପ୍ରଭୃତି ଅଞ୍ଚଳର କୁମ୍ଭକାରମାନଙ୍କ ଶାଳ, ଚକା, ଭାଟି ନଷ୍ଟ…
ମେଟଲ୍ ମିଟ୍-୨୦୧୯: ସାମ୍ନାସାମ୍ନି ହେବେ ୭୮ ଟିମ୍
ଭୁବନେଶ୍ୱର,୨୫।୭(ବ୍ୟୁରୋ): କୁଇଜ୍ ଭଳି ଏକ ସମ୍ପୂର୍ଣ୍ଣ ଭିନ୍ନ କନ୍ସେପ୍ଟକୁ ନେଇ ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ ଲଗାତର ୪ର୍ଥ ବର୍ଷ ପାଇଁ ଆୟୋଜିତ ହେବାକୁ ଯାଉଛି ‘ମେଟଲ୍ ମିଟ୍- ୨୦୧୯’। ଦକ୍ଷତା ଓ ଉପସ୍ଥିତ ବୁଦ୍ଧିର ଏହି ଯୁଦ୍ଧ…
କୋଇଲା ତଳେ ଦବିଗଲେ ୪
ତାଳଚେର,୨୫ା୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍ ଫିଲଡସ୍ ଲିମିଟେଡ୍ (ଏମ୍ସିଏଲ୍)ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ରାତିରେ ଘଟିଛି ଦୁର୍ଘଟଣା। ବ୍ଲାଷ୍ଟିଂ ପରେ ଏହି ଓପନକାଷ୍ଟ ଖଣିର ସରଫେସ ମାଇନର ଫେସ୍ (ରାକଶବହାଳ ଗ୍ରାମ ନିକଟ)ରେ ଏକ ବିରାଟ ମାଟି…
କଟକରେ ଚାଞ୍ଚଲ୍ୟ: ୨୪ ଘଣ୍ଟାରେ ୩ ଜଣଙ୍କୁ ଗଳାକାଟି ହତ୍ୟା
କଟକ ଅଫିସ,୨୫।୭: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ଘଟିଛି ୩ ହତ୍ୟାକାଣ୍ଡ। ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ଗଳା କାଟି ହତ୍ୟା କରାଯାଇଥିବାବେଳେ ବୁଧବାର ସମାନ ଢଙ୍ଗରେ ଆଉ ଦୁଇଜଣ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ତେବେ ହତ୍ୟାର ଶିକାର ହୋଇଥିବା…
ପଟାଥାଇ ଜମି ପାଉନାହାନ୍ତି ଆଦିବାସୀ ମହିଳା
କୁଜଙ୍ଗ,୨୫ା୭(ସ୍ବ.ପ୍ର): ସରକାର ଗରିବ ଭୂମିହୀନମାନଙ୍କୁ ପଟା ସହ ଜମି ଓ ବାସଗୃହ ଯୋଗାଇଦେବାକୁ ଯୋଜନା କରିଛନ୍ତି। ଏ କ୍ଷେତ୍ରରେ ଆଦିବାସୀମାନଙ୍କୁ ଅଗ୍ରାଧିକାର ଦେବାର ବ୍ୟବସ୍ଥା ମଧ୍ୟ ରହିଛି। କିନ୍ତୁ ଦୁର୍ଭାଗ୍ୟର ବିଷୟ କୁଜଙ୍ଗ ବ୍ଲକ ତାଳପଡ଼ା ଗ୍ରାମର ଜଣେ ଆଦିବାସୀ ବିଧବା…
ଶାରଳା ମନ୍ଦିର ପାର୍କିଂ, ଭୋଗ ଓ ଦୀପ ଦୋକାନୀଙ୍କୁ ତାଗିଦ: ୩ ଦିନରେ ଜମା କର ବକେୟା ୩୫.୩୩ ଲକ୍ଷ
ଜଗତ୍ସିଂହପୁର ଅଫିସ,୨୫ା୭: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠ ଆଜି ସଙ୍କଟରେ। ମନ୍ଦିର ଛାତଠାରୁ ଆରମ୍ଭ କରି ଚନ୍ଦନ ପୋଖରୀ ଓ ସମ୍ପୂର୍ଣ୍ଣ ପରିବେଶ ବିଗିଡିଯାଇଛି। ପାର୍କିଂ, ଭୋଗ ଓ ଦୀପ ଦୋକାନୀମାନେ ମନ୍ଦିର ରାଜସ୍ବ ଲୁଟି ଚାଲିଛନ୍ତି।…
ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ
ବୋଲଗଡ଼,୨୫ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ କଡ଼ବ ଗ୍ରାମର ଜଣେ ଯୁବକଙ୍କ ସାପ କାମୁଡ଼ାରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଅନିସ ରହମନ ଖଁ।(୨୪)। ପରିବାର ସୂତ୍ରରୁ ଜଣାପଡ଼େ, ସେ ମଙ୍ଗଳବାର ରାତିରେ ଘରେ ଶୋଇଥିବା ଅବସ୍ଥାରେ କୌଣସି ବିଷାକ୍ତ…
Archives


