ଆଟାଚି ଧରି ଘୂରି ବୁଲୁଛନ୍ତି ଅଜଣା ବ୍ୟକ୍ତି: ପୋଲିସ ପକ୍ଷରୁ ଯାଞ୍ଚ ନ ହେବାରୁ ଅସନ୍ତୋଷ
ନିରାକାରପୁର,୨୫ା୭(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନ ଅଞ୍ଚଳରେ ଦୀର୍ଘ ୪ ମାସ ହେବ ଜଣେ ଅଜଣା ବ୍ୟକ୍ତି ଆଟାଚି ଓ ପାଣି ବୋତଲ ଧରି ଘୂରି ବୁଲୁଥିବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହେଉଛି। ସେ ପ୍ରାୟ ସମୟରେ…
କଳାକାରଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ
ନୟାଗଡ଼ ଅଫିସ,୨୫।୭: ନୟାଗଡ଼ ଜିଲା ସଦର ବ୍ଲକ ମୁକ୍ତାପୁର ଗ୍ରାମର ଜଣାଶୁଣା ଟେଲି କଳାକାର ରବୀନ୍ଦ୍ର ରାଉତ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ହେଲେ ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି । ପ୍ରକାଶ ଯେ, ୨ ଦିନ ତଳେ ରବୀନ୍ଦ୍ର…
ମହୀପୁରକୁ ପରୀକ୍ଷାମୂଳକ ଭାବେ ଗଡ଼ିବ ଟ୍ରେନ୍: ଅନୁଧ୍ୟାନ କରିବେ ରେଳ ସୁରକ୍ଷା ଆୟୁକ୍ତ
ନୟାଗଡ଼ ଅଫିସ,୨୫ା୭: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନକୁ ପରୀକ୍ଷାମୂଳକ ଭାବେ ଗୁରୁବାର ଗଡ଼ିବ ଟ୍ରେନ୍। ଏହାକୁ ଅନୁଧ୍ୟାନ କରିବା ପାଇଁ ଗୁରୁବାର ରେଳ ସୁରକ୍ଷା ଆୟୁକ୍ତ (ସିଆରଏସ୍) ନୟାଗଡ଼କୁ ଆସିବେ। ନୟାଗଡ଼ ଟାଉନ ଷ୍ଟେଶନଠାରୁ ମହୀପୁର ପର୍ଯ୍ୟନ୍ତ ୧୨…
ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତିରେ ବିଳମ୍ବ : ଅଗଷ୍ଟ ୧ରେ ଜିଲା ଶିକ୍ଷା କାର୍ଯ୍ୟାଳୟ ଆଗରେ ଧାରଣା
ନୟାଗଡ଼ ଅଫିସ,୨୫।୭: ନୟାଗଡ଼ ଜିଲାରେ ପ୍ରାଥମିକ ଶିକ୍ଷକମାନଙ୍କ ପଦୋନ୍ନତିରେ ବିଳମ୍ବ ହୋଇଥିବା ନେଇ ଜିଲା ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିଛି । ଏ ନେଇ ସଂଘ ପକ୍ଷରୁ ବାରମ୍ବାର ଜିଲା ଶିକ୍ଷା ଅଧିକାରୀଙ୍କ ଠାରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି…
ଭାରତୀୟ ନୌସେନା ଚିଲିକା ପକ୍ଷରୁ କାର୍ଗିଲ ବିଜୟ ଦିବସ
ବାଲୁଗାଁ,୨୫ା୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ତରଫରୁ ବୁଧବାର କାର୍ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି। ବିଜୟ ଦିବସର ୨୦ବର୍ଷ ପୂର୍ତ୍ତି ଅବସରରେ ଦେଶର ସୁରକ୍ଷା ନିମନ୍ତେ ତଟରକ୍ଷୀ କ୍ଷେତ୍ରରେ ମତ୍ସ୍ୟଜୀବୀ ଓ ଜନସାଧାରଣଙ୍କୁ ସଚେତନ ପାଇଁ ନୌସେନା ପକ୍ଷରୁ ଏକ…
ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା
ଚିକିଟି/ହାତୀଓଟ,୨୫ା୭(ଡି.ଏନ୍.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୪ ବଖରା…
ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ
ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ…
ପଥର, ବାଲି ଚାଲାଣବେଳେ ୬ ଗାଡ଼ି ଜବତ
ଭଞ୍ଜନଗର,୨୪।୭(ଡି.ଏନଏ): ପଥର, ବାଲି, ଗୋଡ଼ି ବେନିୟମ ଚାଲାଣ ଯୋଗୁ ସରକାର ବିପୁଳ ରାଜସ୍ବ ହରାଉଛନ୍ତି। ବୁଧବାର ଭଞ୍ଜନଗର ତହସିଲ ଓ ଗାଲେରୀ, ଭଞ୍ଜନଗର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମିଳିତ ଭାବେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ୬ଟି ଗାଡ଼ିରେ ବେନିୟମ…
ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ
ଶେରଗଡ,୨୪ା୭(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ ସ୍ବାଇଁ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିଥିଲେ। ଛାତ୍ରୀଛାତ୍ର ମାନେ ମଧ୍ୟାହ୍ନ…
ଟ୍ରାକ୍ଟର ଓଲଟି ଶ୍ରମିକ ମୃତ
କ.ନୂଆଗଁା,୨୪ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା। ଏଥିରେ…
ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିତେନ୍ ଚନ୍ଦ୍ର…
ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଅଧୀନ ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର ମିଳିଛି। ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅଟାରି ଜୋନ୍-୫ର ଶ୍ରେଷ୍ଠ…
Archives


