ଜିଲା କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ଧାରଣା: ‘ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ’
ଢେଙ୍କାନାଳ ଅଫିସ, ୨୪।୭: ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଜିଲା କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ…
ଘର ଭାଙ୍ଗିଲା ହାତୀ
ବଇଣ୍ଡା, ୨୪ା୭(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ କଣ୍ଟେଇକୁଳିଆ ଗ୍ରାମରେ ମଙ୍ଗଳବାର ହାତୀ ଉପଦ୍ରବ କରି ବ୍ୟାପକ ଫସଲ ନଷ୍ଟ କରିବା ସହ କୁନା ସାହୁଙ୍କ ୩ ବଖରା ଚାଳ ଘର ଭାଙ୍ଗି ଦେଇଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ବାରମ୍ବାର ଗ୍ରାମାଭିମୁଖି…
ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା
ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲା ସଦର ମହକୁମାରେ…
ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ଉଦଳା,୨୪ା୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅଧ୍ୟାପିକାଙ୍କ ଅଭିଯୋଗ କ୍ରମେ ମଙ୍ଗଳବାର ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ…
ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ପାସ୍ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍ରେ ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍ଏସ୍ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ପାଇଁ ଫର୍ମ ପକାଇବାକୁ ଅସମର୍ଥ ହେଉଥିବା ଅଭିଯୋଗ କରିଛନ୍ତି।…
ଚାଷ ଜମି ଫାଟି ଆଁ ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ
ତେଲକୋଇ, ୨୪।୭(ଡି.ଏନ.ଏ.): ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି ହଳଦିଆ ହୋଇ ପଡିଛି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ ବର୍ଷା…
ନବୀକରଣ ହୋଇପାରୁନି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା: ୨ ମାସ ହେଲା ସରୁନି ପ୍ରଶାସନିକ କାର୍ଯ୍ୟ
ଭାପୁର,୨୪ା୭ (ଡି.ଏନ୍.ଏ): ଦୀର୍ଘ ୨୦ ବର୍ଷ କାଳ ଓଡ଼ିଶାରେ ବିଜେଡି ସରକାର ଅମଳରେ ସବୁଠାରୁ ଅବହେଳିତ ଅବସ୍ଥାରେ ଖବରଦାତାମାନେ ରହିଛନ୍ତି। ରାଜ୍ୟରେ ସେମାନଙ୍କୁ ଚିହ୍ନଟ କରି ବିଭିନ୍ନ ସୁବିଧା, ସୁଯୋଗ ଦେବା ପାଇଁ ଗଣମାଧ୍ୟମ ପ୍ରତିନିଧିମାନେ ଦୀର୍ଘ ୫୦ ବର୍ଷ ହେଲା…
ଶ୍ରୀକ୍ଷେତ୍ରରୁ ଅର୍ନ୍ତରାଷ୍ଟ୍ରୀୟ ଯୁବଯାତ୍ରାର ଶୁଭାରମ୍ଭ
ପୁରୀ ଅଫିସ, ୨୪ା୭: ଯୁବ ସାମାଜିକ ଅନୁଷ୍ଠାନ ସିନର୍ଜି ଟ୍ରଷ୍ଟ ଆନୁକୂଲ୍ୟରେ ପ୍ରଥମ ଅର୍ନ୍ତରାଷ୍ଟ୍ରୀୟ ଯୁବ ସଂଯୋଗ କାର୍ଯ୍ୟକ୍ରମ ତଥା ସପ୍ତମ ଯୁବଯାତ୍ରା ବୁଧବାର ଶ୍ରୀକ୍ଷେତ୍ରରୁ ଆରମ୍ଭ ହୋଇଛି। ସିଂହଦ୍ୱାର ଆଗରେ ଦ୍ୱୀପ ପ୍ରଜ୍ଜ୍ୱଳନ ପୂର୍ବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା…
ଗୃହ ଦାବିରେ ଜିଲାପାଳ, ବିଧାୟକଙ୍କୁ ଭେଟିଲେ ଭୂମିହୀନ
ଭଦ୍ରକ ଅଫିସ,୨୪।୭: ଭଦ୍ରକ ପୌରପାଳିକା ଅଧୀନ ଚରମ୍ପା ବରାଳପୋଖରୀର ୧, ୨, ୩ ଓ ୪ ନମ୍ବର ୱାର୍ଡରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଭୂମିହୀନ ମହିଳା ଓ ପୁରୁଷ ଦୀର୍ଘବର୍ଷ ଧରି ରହିଆସୁଛନ୍ତି। ସେମାନେ ରେଳବାଇ ଜମି ଓ ସରକାରଙ୍କ ଗୋଚର…
‘ଆମ ଗଁ। ଆମ ବିକାଶ’ ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ
ଭଦ୍ରକ ଅଫିସ, ୨୪।୭: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆଗଁ। ପଞ୍ଚାୟତ ଜନ୍ତୁଆଳି ରାଜସ୍ବ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ‘ଆମ ଗଁ। ଆମ ବିକାଶ’ ଯୋଜନାରେ ଚଞ୍ଚକତା ଓ ଅର୍ଥ ହଡ଼ପ ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ସେମାନେ ଏ…
ପାଟକୁରାରେ ବିଜେଡି ଜିତିବା ନେଇ ତାରାଙ୍କ କଟାକ୍ଷ: କହିଲେ ‘ଭୋଟର ପିଛା ୫ହଜାର ଦେଇଛି ବିଜେଡି’
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ପାଟକୁରା ନିର୍ବାଚନରେ ବିଜେଡି ବାଜିମାତ କରିବାକୁ ନେଇ କଟାକ୍ଷ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିଛନ୍ତି, ପାଟକୁରାରେ ବିଜେଡି ୨୫ରୁ ୩୦ହଜାର ଭୋଟ ବ୍ୟବଧାନରେ ଜିତିବ ବୋଲି ନେତାମାନେ ବାହାସ୍ଫୋଟ ମାରୁଥିଲେ। ଏପରିକି ଭୋଟର…
ନିର୍ବାଚନରେ ହାରିବା ପରେ ବିଜୟଙ୍କ ପ୍ରତିକ୍ରିୟା: କହିଲେ ‘ଫଳାଫଳ ଆଶ୍ଚର୍ଯ୍ୟ କରିଛି, ଏହା ମୋ’ ସପକ୍ଷରେ ଥିଲା’
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ବହୁ ଉପେକ୍ଷିତ ପାଟକୁରା ନିର୍ବାଚନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୧୭ହଜାରରୁ ଅଧିକ ଭୋଟରେ ପରାଜିତ କରିଛନ୍ତି। ହେଲେ ଶେଷ ରାଉଣ୍ଡ ପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ବୁଧବାର…
Archives


