ରାଜ୍ୟ

ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି...

କର୍ମଚାରୀ ନୁହନ୍ତି, ସଙ୍ଗଠନ ସ୍ମାରକପତ୍ର ଦେଇପାରିବେ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ସରକାରୀ କିମ୍ବା ସରକାରୀ ଅନୁଦାନପ୍ରାପ୍ତ କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ସଂକ୍ରାନ୍ତରେ କେବଳ କର୍ମଚାରୀ ସଙ୍ଗଠନ ସ୍ମାରକପତ୍ର ଦେଇପାରିବେ। କୌଣସି କର୍ମଚାରୀ ବ୍ୟକ୍ତିଗତ ଭାବରେ ଦାବିପତ୍ର ପ୍ରଦାନ କରିପାରିବେ ନାହିଁ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ...

ମନ୍ତ୍ରୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ଶାସକ ଦଳର ଜଣେ ମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ ଆସିଛି। ଭୁବନେଶ୍ୱର ମହିଳା ଥାନାରେ ନିଜ ଦଳର ଜଣେ ନେତ୍ରୀ ଗୁରୁବାର ମନ୍ତ୍ରୀଙ୍କ ବିରୋଧରେ ଏହି ସଙ୍ଗିନ ଅଭିଯୋଗ ଆଣିଛନ୍ତି। ତେବେ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ...

ନିର୍ଦ୍ଦେଶକୁ ବେଖାତିର: ଛୁଟିରେ ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ

ବରପାଲି,୧୩।୪(ଡି.ଏନ.ଏ.): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲଗୁଡିକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର କରି ବରପାଲି ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ ଗୁରୁବାର ପାଳନ...

ଜାଳେଣି କାଠ ଆଣିବାକୁ ଯାଇ ଫେରି ନ ଥିଲେ

ନୂଆପଡ଼ା ଅଫିସ,୧୩।୪: ଗତ କିଛିଦିନ ହେବ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଏଭଳି ସ୍ଥିତିରେ ନୂଆପଡ଼ା ଜିଲା ସଦର ବ୍ଲକ ଗୋଡ଼ଫୁଲା ପଞ୍ଚାୟତ ଜୁନାନୀ ଗାଁର ଜଣେ ବ୍ୟକ୍ତିଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଥିବା...

ବଢ଼ିଲା ହରିଶ୍ଚନ୍ଦ୍ର ସହାୟତା ରାଶି

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତା ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା, ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ୩ ହଜାରରୁ ୪...

ନିୟମିତ ହେଲେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ। ଫଳରେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଧାରଣା ସ୍ଥଗିତ ହୋଇଛି। ନିୟମିତ ଦାବିରେ ୧୩ ଦିନ ଧରି ଧାରଣାରେ ବସିଥିଲା ଓଡ଼ିଶା ସରକାରୀ...

ଶୁଆ ସହ ଭିଡିଓ କରିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୟୁଟ୍ୟୁବର

କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ବେଆଇନ ଭାବେ ବିରଳ ପ୍ରଜାତିର ଶୁଆ ରଖିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ଚିନ୍ମୟ ମହାନ୍ତ (୨୫) ଏବଂ ତାଙ୍କ ଘର ବାଂଶପାଳ ବ୍ଲକ କୁମୁଣ୍ଡି...

ଜନ୍ମଦିନ ପାଳିଲା ରାଜଧାନୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଇତିମଧ୍ୟରେ ୭୫ ବର୍ଷ ପୂରଣ ହୋଇଛି। ରାଜଧାନୀ ତା’ର ପ୍ଲାଟିନମ ଜୁବଲି ପାଳନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ୩ ଦିନ ଧରି ଏହି ଉତ୍ସବ ପାଳନ ହେବ। ୧୯୪୮ ଏପ୍ରିଲ ୧୩ରେ ଓଡ଼ିଶାର ରାଜଧାନୀ...

ଭାଜପା ଛାଡ଼ି ବିଜେଡିରେ ମିଶିଲେ ମୀନକେତନ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଭାଜପା ଛାଡ଼ି ବିଜେଡିରେ   ଗୁରୁବାର ମିଶିଛନ୍ତି ଦେବଗଡ଼ ଭାଜପା ଜିଲା ସଭାପତି ମୀନକେତନ ପ୍ରଧାନ। ୧୯୯୦ରୁ ସେ ଭାଜପାରେ କାର୍ଯ୍ୟ କରିଆସୁଥିଲେ। ବିଭିନ୍ନ ସମୟରେ ପ୍ରଭାରୀ ଦାୟିତ୍ୱ ମଧ୍ୟ ନେଇଛନ୍ତି। ସେ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ...

ବୁଡ଼ିଲା ଡଙ୍ଗା: ୩ ମହିଳାଙ୍କ ସହ ଜଣେ ଶିଶୁ ନିଖୋଜ

କୋରାପୁଟ,୧୩।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଲିଗୁଡ଼ା ଥାନା ଅଧୀନ ରାଜପୁଟ ପଞ୍ଚାୟତ ପୋଡ଼ଗଡ଼ ଡଙ୍ଗାଘାଟ କୋଲାବ ଜଳଭଣ୍ଡାରରେ ଗୁରୁବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଏକ ଦେଶୀ ଡଙ୍ଗା ବୁଡିଯାଇ ୩ ଜଣ ମହିଳାଙ୍କ ସମେତ ୪ ଜଣ ନିଖୋଜ ହୋଇଯାଇଛନ୍ତି।...

ବସ୍‌ରେ ଗହଳି ନ କରିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗୁରୁବାର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ସ୍ଥିତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଗରମ ଜୋର୍‌ରେ ହେଉଥିବାରୁ ବସ୍‌ରେ ଅଧିକ ଗହଳି ନ କରିବାକୁ ପରିବହନ ବିଭାଗକୁ କୁହାଯାଇଛି। ବସ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri