କେନ୍ଦ୍ରୀୟ ଡେପୁଟେଶନରେ ଏସ୍.ଏନ. ଗିରିଶ, ଛୁଟିରେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି। ସେହିପରି ୧୯୯୫ ବ୍ୟାଚ ଆଇଆରଏସ ଅଧିକାରୀ ସୋମନାଥ ହାଁସଦାଙ୍କୁ ଭୁବନେଶ୍ୱରରେ ନବରତ୍ନ କମ୍ପାନୀ…
ବାହାରେ ପଡ଼ିବନି ପାଇଖାନା ମଇଳା
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସେପ୍ଟିଜ ପରିଚାଳନା ଅଧିନିୟମ ୨୦୧୮ କାର୍ଯ୍ୟକାରିତା ସମ୍ପର୍କରେ ବୈଠକରେ ମୁଖ୍ୟତଃ ଆଲୋଚନା କରାଯାଇଛି। ଏଥିରେ…
କୋଇଲା ଅତିରିକ୍ତ ଟିକସ ୫୬୦ କୋଟି ଟଙ୍କା ଦାବିକଲା ଓଡ଼ିଶା
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟ ସରକାର କୋଇଲା ଉପରୁ କେନ୍ଦ୍ର ସରକାର ଆଦାୟ କରିଥିବା ଅତିରିକ୍ତ ଟିକସ(ଲେଭି) ବାବଦ ୫୬୦ କୋଟି ଟଙ୍କା ଦେବାକୁ ଦାବି କରିଛନ୍ତି। କୋଇଲା ଖଣି ରଦ୍ଦ ହେବା ପୂର୍ବରୁ ଲିଜଧାରୀଙ୍କଠାରୁ କେନ୍ଦ୍ର ସରକାର ଉକ୍ତ ଟିକସ ଆଦାୟ…
୧୧ ଜିଲାରେ ସ୍ବଳ୍ପ ବୃଷ୍ଟିପାତ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ସ୍ବାଭାବିକଠାରୁ କମ୍ ବର୍ଷା ହୋଇଛି। ସାରା ଦେଶରେ ୧୫ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୧ ସ୍ଥାନରେ ବର୍ଷାର ପରିମାଣ କମ୍ ରହିଛି। ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୩୧ ପ୍ରତିଶତ କମ୍ ବର୍ଷା ହୋଇଛି। ସୁନ୍ଦରଗଡ଼,…
ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍ ଫୋରମ୍ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍ ଫୋରମ୍ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁକେଶ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍…
ରଣପୁର ଡାକ୍ତରଖାନାରେ ଔଷଧ ବିତରଣ କେନ୍ଦ୍ର:୨୪ ବଦଳରେ ଖୋଲା ରହୁଛି ୬ଘଣ୍ଟା
ରଣପୁର,୨୪ା୭ (ସ୍ବ.ପ୍ର.): ସରକାର ରୋଗୀ ସେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ପ୍ରଚଳନ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହି ସେବାରୁ ଲୋକେ ବଞ୍ଚତ୍ତ ହେଉଛନ୍ତି। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା…
ଶ୍ରାବଣରେ ମୁଣ୍ଡଫଟା ଖରା, ମରୁଡି ଆଶଙ୍କା
ଖଣ୍ଡପଡା,୨୪ା୭(ସ୍ବ.ପ୍ର.): ଗତ କିଛିଦିନ ହେବ ନୟାଗଡ଼ ଜିଲାରେ ବର୍ଷା ଉଭାନ ହୋଇଯାଇଛି। ଏହାକୁ ନେଇ ଚାଷୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି ା ମୌସୁମୀ ଦୁର୍ବଳ ଅବସ୍ଥାରେ ଥିବାରୁ ଟାଇଁ ଟାଇଁ ଖରାରେ ଧାନ ବିଲ ଏବେ ଶୁଖିଲା ପଡିଛି…
ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା ପୁନରୁଦ୍ଧାର…
ଯୋଜନାରେ ଅଟକିଛି ପର୍ଯ୍ୟଟନ କ୍ଷେତ୍ରର ବିକାଶ: କାମରେ ଲାଗୁନି ପାନ୍ଥଶାଳା, ବ୍ୟାଖ୍ୟାନ କେନ୍ଦ୍ର
ଖଣ୍ଡପଡ଼ା,୨୪ା୭(ସ୍ବ.ପ୍ର.): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ତଥା ଉନ୍ନତି ନିମନ୍ତେ ବହୁ ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ପ୍ରକୃତପକ୍ଷେ ଏହି ଯୋଜନା କାଗଜକଲମରେ ସୀମିତ ରହୁଥିବା ବେଳେ ତାହା ପର୍ଯ୍ୟଟକ କିମ୍ବା ତୀର୍ଥଯାତ୍ରୀଙ୍କ କୌଣସି…
ପାଣି ଆସୁ ଆସୁ କେନାଲରେ ଘାଇ
ବାଲିଆ,୨୪।୭: ବାଲିଆ ଜଳସେଚନ ସେକ୍ସନ ଅଧୀନ ୪ନଂ କେନାଲରେ ପାଣି ଆସୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପାଣି ବିନା ଚାଷ କାର୍ଯ୍ୟ ଆଗେଇ ପାରୁ ନ ଥିବାରୁ ଚାଷୀ ଆନ୍ଦୋଳନ କରିବାକୁ ସଜବାଜ ହେଉଥିଲେ।…
ଗ୍ରୀନ୍ ମହାନଦୀ ମିଶନରେ ଗତବର୍ଷ ୬୯କୋଟିରୁ ଅଧିକ ଖର୍ଚ୍ଚ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର ପରିମିତ ଅଞ୍ଚଳରେ ସଘନ ବନୀକରଣ, ୫୦ ହେକ୍ଟର ଝାଉଁ ଜଙ୍ଗଲ, ୪୦ ହେକ୍ଟର…
ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ
ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ ଏହି ଭଳି କ୍ଷୁଦ୍ର ଉଦ୍ୟୋଗ ଗଢି ଉଠିଛି । ଏଗୁଡିକରେ ଅସ୍ବାସ୍ଥ୍ୟକର ପରିବେଶ…
Archives


