ରାଜ୍ୟ

ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ପ୍ରସଙ୍ଗ: ଦୁଇଦିନ ବିଧାନସଭା ବରବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଦୁଇଦିନ ବିଧାନସଭା ଅଚଳ ହେବା ପରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ଏବଂ ଶିଶୁ ନିଖୋଜ ଘଟଣାକୁ ନେଇ ମୁଲତବୀ ପ୍ରସ୍ତାବ ଆକାରରେ ଆଲୋଚନା ହେବ। ମଙ୍ଗଳବାର ଅପରାହ୍ନରେ ବସିଥିବା…

ବଲାଙ୍ଗୀର ଜିଲାପାଲକୁଁ ମୁଖ୍ୟମନ୍ତ୍ରୀକଁର ଟ୍ୱିଟ୍‍: ସମସିଆର ସମାଧାନ ଲାଗି ଦେଲେ ନିରଦେଶ

ଲାଠୋର, ୨୪।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର କଲୋନୀପଡ଼ା ଆର ପିପଲବାହାଲ ଗାଁର ଦୁଇଟା ଖବର ଗଲା ୧୯ ଆର ୨୦ ତାରିଖ୍‌ରେ ବାହାରିଥିଲା। ଇ ଖବର ଦୁଇଟାକେ ଗୁରୁତ୍‌ ଦେଇ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର…

ବିଜୁ ପକାଘର ଯୋଜନା ବାଟ୍‌ବନା:୧୦ ବଛର ହେଲା ଗୁହାଲ ପାଲଟିଛେ ଘର

ଦେଓଗାଁ,୨୪ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କୁଲୁତାପଡ଼ା ପଁଚେତ୍‌ରେ ରାଏଜ୍‌ ସରକାରକଁର ବିଜୁ ପକାଘର ଯୋଜନା ବାଟବନା ହେଇଥିବାର ଦେଖ୍‌ବାକେ ମିଲିଛେ। ଇ ପଁଚେତ୍‌ର ମୁଣ୍ଡପଲା ଗଁା ନୂଅଁା କଲୋନୀ ଅଏଁଲାପରାର ଝନେ ଲୋକ୍‌ ତାକର ପିଲାଛୁଆ ଧରି ଗାଈ,…

ରାସ୍ତାରେ ପୋଲିସ ପକାଇଲା ତାରବାଡ଼: ଶହୀଦ ପରିବାର ଗୃହବନ୍ଦୀ

ଢେଙ୍କାନାଳ ଅଫିସ, ୨୪।୭- ପୋଲିସ ଦାଦାଗିରି। କ୍ଷମତାର ବଳ ଦେଖାଇ ରାସ୍ତାରେ ଜୋରଜବରଦସ୍ତ ପକାଇଦେଲେ ତାରବାଡ଼। ଯେଉଁଥିପାଇଁ ଦେଶ ସେବାରେ ପ୍ରାଣବଳି ଦେଇଥିବା ଜଣେ ଶହୀଦଙ୍କ ପରିବାରକୁ ଭୋଗିବାକୁ ପଡୁଛି ଗୃହବନ୍ଦୀ ଜୀବନ। ଏପରି ଘଟଣା ଘଟିଛି ଢେଙ୍କାନାଳ ଜିଲା ଓଡ଼ାପଡ଼ା…

ତାତିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ: କମ୍ପାନୀ ଫାଟକରେ ତାଲା ଠୁଙ୍କିଲେ

ଢେଙ୍କାନାଳ ଅଫିସ, ୨୪।୭-ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ପୂରଣ ନ ହେବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରୁଙ୍ଗ୍‌ଟା କମ୍ପାନୀ ପ୍ରଭାବିତ ଝାଡ଼ବନ୍ଧ ଅଞ୍ଚଳର କ୍ଷତିଗ୍ରସ୍ତ ପ୍ରଜା। ୧୩ ଦଫା ଦାବି ନେଇ ସେମାନେ ମଙ୍ଗଳବାର କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତିବାଦ…

ସାତକୋଶିଆରେ ହେବ ଶମ୍ବର ପ୍ରଜନନ କେନ୍ଦ୍ର

ବନ୍ତଳା,୨୪ା୭-ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପାଇଁ ଖୁସି ଖବର। ଅନ୍ୟ ତୃଣଭୋଜୀ ଅପେକ୍ଷା ଶମ୍ବର ଶିକାର ବାଘର ପ୍ରଥମ ପସନ୍ଦ ହୋଇଥିବାରୁ ଏଠାରେ ଏକ ଶମ୍ବର ପ୍ରଜନନ କେନ୍ଦ୍ର କରାଯିବ। ଯେହେତୁ ଅଭୟାରଣ୍ୟରେ ଶମ୍ବର ସଂଖ୍ୟା ହ୍ରାସ ପାଉଛି ତେଣୁ ଭବିଷ୍ୟତରେ ବାଘ…

ଅନୁଗୋଳ ମେଡିକାଲରେ ପୁଣି ଉତ୍ତେଜନା: ବ୍ୟବଚ୍ଛେଦ ପୂର୍ବରୁ ଗୋଟିଏ ଆଖି ଗାଏବ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରୁ ପୁଣି ଗାଏବ ହୋଇଛି ଆଖି। ମଙ୍ଗଳବାର ସକାଳେ ଏପରି ଏକ ଅଭିଯୋଗକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ଅନୁଗୋଳ ଥାନା ଅଧିକାରୀ…

ଢେଙ୍କାନାଳରେ ୩୫.୬% କମ୍‌ ବର୍ଷିଛି: ଦୁଇ ସପ୍ତାହରେ ବର୍ଷା ନ ହେଲେ ମରୁଡ଼ି

ଢେଙ୍କାନାଳ ଅଫିସ, ୨୪।୭-ଠକିଦେଲା ମୌସୁମୀ। ଲଘୁଚାପ ବର୍ଷା ବି ସେମିତି ଖାସ୍‌ ହେଲାନି। ଆକାଶରେ ବାଦଲ ଭାସୁଛି। ହେଲେ ବର୍ଷୁନି। ଯଦିବା କାଁ ଭାଁ ବର୍ଷା ହେଉଛି ସେତକ ଚାଷକୁ ପାଉନି। ଏପରି ସ୍ଥିତିରେ ଢେଙ୍କାନାଳ ଜିଲାରେ ଚାଷ ଉଜୁଡ଼ିଯିବା ଆଶଙ୍କା…

ସିକରମାହା ସ୍କୁଲରେ ଟିଜିଟି ଶିକ୍ଷକ ନାହାନ୍ତି: ନବମ,ଦଶମ ଶ୍ରେଣୀ ଛାତ୍ରୀଛାତ୍ର ହଇରାଣ

ଫୁଲବାଣୀ ଅଫିସ,୨୪ା୭-ସରକାର ଅଷ୍ଟମ ଶ୍ରେଣୀ ଥିବା ବିଦ୍ୟାଳୟକୁ ଅପଗ୍ରେଡ କରି ନବମ ଓ ଦଶମ ଶ୍ରେଣୀ ଖୋଲିଛନ୍ତି। ହେଲେ ପିଲାମାନଙ୍କୁ କିପରି ପଢ଼ାଯିବ ତାର ବ୍ୟବସ୍ଥା କରି ନାହାନ୍ତି। ଅର୍ଥାତ ବିଦ୍ୟାଳୟଗୁଡିକରେ ଟିଜିଟି(ହାଇସ୍କୁଲ) ଶିକ୍ଷକ ପଦବୀ ସୃଷ୍ଟି କରି ନାହାନ୍ତି। ଫଳରେ…

ତଦନ୍ତ ପାଇଁ ଚିଠି ଲେଖିଥିଲେ ବାଚସ୍ପତି: ଘରୋଇ ଟ୍ୟୁଶନରେ ଉଚ୍ଚଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଚଢ଼ାଉ; ଅଭିଯୋଗ ଆସିଥିବା ଅଧ୍ୟାପକଙ୍କୁ ତାଗିଦ୍‌

ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି। ଯେଉଁ ଛାତ୍ରୀମାନେ ତାଙ୍କ ପାଖରେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ ସେମାନଙ୍କ ମାର୍କ କମାଇଦେବେ ବୋଲି ଧମକ ଦେଉଥିବା ନେଇ ଓଡ଼ିଶା ବିଧାନସଭା ବାଚସ୍ପତି…

ଜିଲା ପ୍ରଶାସନର ଦ୍ୱାରସ୍ଥ ପଦ୍ମଶ୍ରୀ ଦୈତାରୀ ନାଏକ: ୧୦ ଗାଁର ବିକାଶ ଲାଗି ଦାବିପତ୍ର

କେନ୍ଦୁଝର, ୨୪ା୭(ଡି.ଏନ.ଏ./ସ୍ବ.ପ୍ର.)-ବିଭିନ୍ନ ସମସ୍ୟା ନେଇ ପଦ୍ମଶ୍ରୀ ଦୈତାରୀ ନାଏକ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ପଦ୍ମଶ୍ରୀ ନାଏକଙ୍କୁ ଗେଟ୍‌ ପାସ ମିଳିନଥିବାରୁ କଟକ ଓ ଭୁବନେଶ୍ୱରକୁ ଯାତ୍ରା କରୁଥିବା ସମୟରେ ବିଭିନ୍ନ ଟୋଲଗେଟରେ ଅଯଥା ହଇରାଣ ହେଉଥିବା ଦାବିପତ୍ରରେ ଉଲ୍ଲେଖ କରିଛନ୍ତି।…

କୃତ୍ରିମ ବନ୍ୟାକୁ ବର୍ଷେ ବିତିବାକୁ ବସିଲାଣି:ଏଯାଏ ଚାଷୀଙ୍କୁ ମିଳିନି କ୍ଷତିପୂରଣ

ଆନନ୍ଦପୁର,୨୪।୭ (ସ୍ବ.ପ୍ର.)-କୃଷି ଓ କୃଷକଙ୍କ ସମସ୍ୟା ପ୍ରତି ସରକାର ଓ ପ୍ରଶାସନ ସ୍ତରରେ କିଭଳି ଅବହେଳା କରାଯାଉଛି ତାହାର ଏକ ନଜିର ପଦାକୁ ଆସିଛି। ଗତ ବର୍ଷ ଅଗଷ୍ଟ ୨୪ ତାରିଖରେ କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ କଣ୍ଟିପାଳ ପଞ୍ଚାୟତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri