ରାଜ୍ୟ

ବୈଠକକୁ ଆସିଲେନି ବିଦ୍ୟୁତ୍‌ ବିଭାଗ ଅଧିକାରୀ: କାରଣ ଦର୍ଶାଅ ନୋଟିସ ନିର୍ଦ୍ଦେଶ ଦେଲେ ଜିଲାପାଳ

ବାରିପଦା ଅଫିସ,୪।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆସନ୍ତା ଜୁଲାଇ ୫ ଓ ୬ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଓ ଦେବୋତ୍ତର ବିଭାଗ ପକ୍ଷରୁ ମଙ୍ଗଳବାର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେହିପରି…

ଅଟାକଳ କର୍ମଚାରୀଙ୍କୁ ଛୁରି ଭୁସି ହତ୍ୟା ହଟଣା: ଅଧୁରା ରହିଲା ସାବିତ୍ରୀ ବ୍ରତ

ଭୁବନେଶ୍ୱର, ୪।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ଅଟାକଳ କର୍ମଚାରୀ ଦିଲୀପ ସାହୁ ହତ୍ୟା ମାମଲାର ପୋଲିସ ଅଭିଯୁକ୍ତ ବିରୋଧରେ ପ୍ରମାଣ ଯୋଗାଡରେ ଲାଗିଛି। ସେମବାର ସକାଳେ ମୃତ ଦିଲୀପଙ୍କ ପରିବାର ଲୋକେ ନୟାଗଡରୁ ଆସିବା ପରେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଛେଦ…

ଉଜୁଡ଼ିଛି ଶିକ୍ଷା ଭିତ୍ତିଭୂମି: ବାଧାପ୍ରାପ୍ତ ହେବ ପାଠପଢ଼ା

ପୁରୀ ଅଫିସ,୪।୬: ବାତ୍ୟା ‘ଫନୀ’ ଯୋଗୁ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। ଏଥିରୁ ବର୍ତ୍ତିପାରିନି ସ୍କୁଲ, କଲେଜ। ଅଧିକାଂଶ ଶିକ୍ଷାନୁଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। କାହାର ଆଜବେଷ୍ଟସ୍‌ ଛାତ ଉଡ଼ିଯାଇଛି ତ କାହାର କାନ୍ଥ, ପାଚେରି ଭୁଶୁଡ଼ି ପଡ଼ିିଛି। ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ…

ମୋବାଇଲ ଟର୍ଚ୍ଚ ଲାଇଟ୍‌ରେ ଖାତାଦେଖା ମିଛ: ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାରିପଦାସ୍ଥିତ ଏମ୍‌ପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ମୋବାଇଲ ଫୋନ୍‌ ଟର୍ଚ୍ଚ ଲାଇଟ୍‌ରେ ଯୁକ୍ତ୨ ଖାତାଦେଖା ଘଟଣା ମିଛ। ସେହି ଘଟଣାକୁ ଯୋଜନାବଦ୍ଧ ଭାବେ ତିଆରି କରାଯାଇଥିଲା ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଅଧ୍ୟକ୍ଷ ଅମରେନ୍ଦ୍ର ପଟ୍ଟନାୟକ ସୋମବାର…

ଲାଇଫ୍‌ଷ୍ଟାଇଲ୍‌ ଆରମ୍ଭ କଲା ‘ରଜ ଷ୍ଟାଇଲ୍‌ ଫେଷ୍ଟ୍‌’

ଭୁବନେଶ୍ୱର, ୪।୬(ବ୍ୟୁରୋ): ଏସ୍‌ପ୍ଲାନେଡ୍‌ ମଲ୍‌ସ୍ଥିତ ଲାଇଫ୍‌ଷ୍ଟାଇଲ୍‌ ଷ୍ଟୋର୍‌ ପକ୍ଷରୁ ସହରର ଫ୍ୟାଶନେବୁଲ୍‌ ଯୁବପିଢୀଙ୍କ ପାଇଁ ଏକ ଭିନ୍ନସ୍ବାଦର ଫ୍ୟାଶନ ଶୋ’ ‘ଲାଇଫ୍‌ଷ୍ଟାଇଲ୍‌ ରଜ ଷ୍ଟାଇଲ୍‌ ଫେଷ୍ଟ୍‌’ ଆୟୋଜିତ ହେବାକୁ ଯାଉଛି। ସୋମବାର ଷ୍ଟୋର୍‌ ପରିସରରେ ଓଡ଼ିଆ ଫିଲ୍ମ ଅଭିନେତ୍ରୀ ଏଲିନା ସାମନ୍ତରାୟ…

ଲୋକ ସଭା ବାଚସ୍ପତି ନିର୍ବାଚନ: ଚର୍ଚ୍ଚାରେ ଜୁଏଲ

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭାଜପା ପରିଚାଳିତ ଏନ୍‌ଡିଏ ଲଗାତର ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଫେରିଛି। ଆସନ୍ତା ୧୭ ତାରିଖରେ ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ତା’ ପୂର୍ବରୁ ଆସନ୍ତା ୫ ବର୍ଷ ସକାଶେ ଲୋକ ସଭାର ବାଚସ୍ପତି…

ଆୟୁଷ୍ମାନ ଭାରତ ଯୋଜନା: ରାଜି କରାଇବାକୁ ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ନିର୍ବାଚନ ସରିଯାଇଛି। ଆଉ ମତଭେଦ ନାହିଁ। ମିଳିମିଶି ରାଜ୍ୟ ତଥା ଦେଶର ବିକାଶ କରିବାକୁ କେନ୍ଦ୍ର ସରକାର ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଗତବର୍ଷଠାରୁ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଟଣାଓଟରା ଚାଲିଛି। ଭାଜପା…

ମୁଖ୍ୟମନ୍ତ୍ରୀ ବିଜେପୁର ଛାଡ଼ିବା ପରେ ଭାଜପାର ସମାଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାବାସୀଙ୍କ ଅନୁରୋଧ ରକ୍ଷାକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ନିର୍ବାଚନରେ ବିଜେପୁର ଆସନରୁ ଲଢିଥିଲେ ା ସେ ସେହି ବିଧାନସଭା ନିର୍ବାଚନଣ୍ଡଳୀରୁ ଜିତିଲେ ା ଏଥିସହିତ ତାଙ୍କ ପାରମ୍ପରିକ ହିଞ୍ଜିଳି ଆସନରୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ନିର୍ବାଚନରେ…

ପାଟକୁରା ନିର୍ବାଚନ: ସପ୍ତାହକ ମଧ୍ୟରେ ହୋଇପାରେ ତାରିଖ ଘୋଷଣା

ଭୁବନେଶ୍ୱର, ୪।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ବିଧାନସଭା ଏବଂ ୨୧ ଲୋକ ସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ପୂର୍ବତନ ବିଧାୟକ ତଥା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ପାଟକୁରା ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।…

ଆସନ୍ତା ୮ରେ ମୋଦିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେବାର…

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌ କଲେ ବାଚସ୍ପତି

ଭୁବନେଶ୍ୱର,୪।୬(ବ୍ୟୁରୋ): ଓଡ଼ିଶା ଷୋଡ଼ଶ ବିଧାନସଭାର ନବନିର୍ବାଚିତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଚସ୍ପତି ପାତ୍ର ବିଧାନସଭା କାର୍ଯ୍ୟ ପରିଚାଳନାରେ ରାଜ୍ୟପାଳଙ୍କ ସହଯୋଗ ଓ ମାର୍ଗଦର୍ଶନ କାମନା କରିଥିଲେ। ରାଜ୍ୟପାଳ ପ୍ରଫେସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri