ରାଜ୍ୟ

ବିପିଏଲ୍‌ ର଼୍ୟାଙ୍କରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୨ା୭: ରାଜ୍ୟରେ ଦାରିଦ୍ର୍ୟ କମୁଛି ବୋଲି ସରକାର ଡିଣ୍ଡିମ ପିଟୁଥିଲେ ମଧ୍ୟ ନୀତି ଆୟୋଗ ରିପୋର୍ଟରେ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। ଆୟୋଗ ପକ୍ଷରୁ ବିପିଏଲ୍‌ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ଏହି ତାଲିକାରେ ୩୩.୭୪%…

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି। ପାନୀୟ ଜଳ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଥିଲେ ମଧ୍ୟ ଏହାର…

ମାନବିକତାର ବାର୍ତ୍ତା ଦେଲେ ଯୁବ ସ୍ବେଚ୍ଛାସେବୀ: କୁଷ୍ଠରୋଗୀଙ୍କ ଘା’ ସଫା କଲେ

ବଲାଙ୍ଗୀର ଅଫିସ, ୨୨ା୭: ବଲାଙ୍ଗୀର ସୁଦପଡାସ୍ଥିତ କୁଷ୍ଠ କଲୋନୀରେ ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଡେସନ୍‌ର ସ୍ବେଚ୍ଛାସେବୀମାନେ ଏକ ମହତ୍‌ ସେବା କାର୍ଯ୍ୟ କରି ସମାଜକୁ ଏକ ଭିନ୍ନ ବାର୍ତ୍ତା ଦେବାକୁ ଚେଷ୍ଟା କରିଛନ୍ତି। ଫାଉଣ୍ଡେସନ୍‌ର ୧୫ ଜଣ ଯୁବ ସ୍ବେଚ୍ଛାସେବୀ ରବିବାର କୁଷ୍ଠ…

ବର୍ଷା ଅଭାବ, ଅଟକି ଯାଇଛି ରୁଆବିହୁଡା କାମ

ବିଜେପୁର, ୨୨।୭ (ଡି.ଏନ.ଏ) ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ବରଗଡ ଜିଲା ବିଜେପୁର ଅଞ୍ଚଳରେ ମରୁଡି ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଗଲାଣି । ଏଠାକାର ଚାଷୀ ବର୍ଷାଜଳ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ୧୧୦ ଖଣ୍ଡ ରାଜସ୍ବ ଗ୍ରାମରୁ ବଡବ୍ରାହ୍ମଣୀ…

ନିର୍ଭୟ ବଳାତ୍କାରୀ, ନିଷ୍କ୍ରିୟ ପୋଲିସ

ଅନୁଗୋଳ ଅଫିସ, ୨୨।୭: ଶିଳ୍ପ ସମୃଦ୍ଧ ଅନୁଗୋଳ ଏବେ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। ଶିଶୁ ବଳାତ୍କାର ପରି ସଙ୍ଗିନ ଘଟଣା ବୃଦ୍ଧି ଏବେ ପୋଲିସ ପ୍ରଶାସନର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଗତ ଜାନୁୟାରୀ ୨୦ରେ ଅନୁଗୋଳ ଉପକଣ୍ଠ କାଙ୍ଗୁଲାରେ…

ସବୁଠି ମରୁଡ଼ି ଆଶଙ୍କା

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଆରମ୍ଭ ହେଲାଣି ଶ୍ରାବଣ। କିନ୍ତୁ ବର୍ଷାର ଦେଖାନାହିଁ। ରାଜ୍ୟର ଯେଉଁ କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହେଉଛି, ତାହାକୁ ବି ଖରାତାତି ଶୋଷି ନେଉଛି। ଏବେ ତାପମାତ୍ରା ଅଧିକ ରହୁଥିବାରୁ ଅଧିକାଂଶ ଜିଲାରେ ଖରାଦିନ ଭଳି ଅନୁଭବ…

ନାବାଳିକାଙ୍କୁ ବଳାତ୍କାର

ଅନୁଗୋଳ ଅଫିସ୍‌, ୨୨ା୭: ଅନୁଗୋଳରେ ଲଜ୍ଜା। ପରିବାର ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଦୁର୍ବୃତ୍ତ କରିଛନ୍ତି ବଳାତ୍କାର। ଶନିବାର ବିଳମ୍ବିତ ରାତିରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡସ୍ଥିତ ଆହାର କେନ୍ଦ୍ର ପଛପାଖରେ ଘଟିଛି ଏପରି ସ୍ପର୍ଶକାତର ଘଟଣା। ରବିବାର…

ବାଘୁଆ ପ୍ରକଳ୍ପରୁ ପାଣି ଛଡାଗଲା

ବୁଗୁଡ଼ା,୨୧ା୭(ଡି.ଏନ.ଏ.)- ବୁଗୁଡ଼ା ଜଳସେଚନ କାର୍ଯ୍ୟାଳୟ ପରିସରରେ ଜୁଲାଇ ୧୩ରେ ଅନୁଷ୍ଠିତ ବାଘୁଆ ପାଣି ପଞ୍ଚାୟତ ପ୍ରକଳ୍ପ କମିଟିର ନିଷ୍ପତ୍ତି ଅନୁଯାୟୀ ରବିବାର ଅପରାହ୍ନ ୪ଟାରେ ବାଘୁଆ ଡ୍ୟାମରୁ ଡ଼ାହାଣ ପାର୍ଶ୍ୱ କେନାଲ ଦେଇ ପାଣି ଛଡାଯାଇଛି। ବର୍ଷା ଅଭାବରୁ ଖରିଫ ଚାଷ…

ନିଶାସକ୍ତ ଅବସ୍ଥାରେ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଉଦଳା ଡାକ୍ତରଖାନା ଡାକ୍ତର, ରୋଗୀ ସେବା ବାଧାପ୍ରାପ୍ତ

ଉଦଳା,୨୧।୭(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ରବିବାର ଡାକ୍ତରମାନେ ଆଉଟ୍‌ ଡୋର ସେବା ବନ୍ଦ କରିବା ସହ ଧାରଣାରେ ବସିଛିନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ଠପ୍‌ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ତିନି ଜଣ ଯୁବକ ଡାକ୍ତରଖାନାରେ ଭଙ୍ଗାରୁଜା…

ଝିଅ ଶାଶୁଘରେ ପଶି ଜ୍ୱାଇଁଙ୍କୁ ମାଡ଼, ସ୍ତ୍ରୀଙ୍କ ସମେତ ୪ ଅଟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବହରମ୍‌ପୁର ଥାନା ଅଧୀନ ଗରଡ଼ିହି ପଞ୍ଚାୟତ କଳାକାତ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଘର ଲୋକଙ୍କ ମାଡ଼ରେ ଜ୍ୱାଇଁ ଗୁରୁତର ହୋଇଛନ୍ତି। ଗୁରୁତର ଜ୍ୱାଇଁ ହେଲେ ପୁରୁଷୋତ୍ତମ ସଙ୍କ ପୁଅ ମୁକ୍ତିକାନ୍ତ।…

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍‌

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଛି ବୋଲି ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଘଟଣାଟି…

ସିଂହଦ୍ୱାର ସମ୍ମୁଖରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ପୁରୀ ଅଫିସ,୨୧।୭: ପୁରୀ ଜିଲା ପ୍ରଶାସନର ନିଷ୍ପତ୍ତି ମୁତାବକ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦେଖିବାକୁ ମିଳିଥିଲା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ । ଉପଜିଲାପାଳ ଭବତାରଣ ସାହୁ ଦୀପ ଦାନ କରି ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ପ୍ରଥମେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri