ରାଜ୍ୟ

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ୧୨%…

ପରୀକ୍ଷାମୂଳକ ଭାବେ ମହିପୁରକୁ ଗଡ଼ିଲା ରେଳଇଞ୍ଜିନ, ଖୁବ୍‌ଶୀଘ୍ର ଗଡ଼ିବ ଟ୍ରେନ୍‌

ନୟାଗଡ଼ ଅଫିସ,୨୦ା୭- ନୟାଗଡ଼ ଟାଉନ ଷ୍ଟେଶନରୁ ନୂଆଗାଁ ବ୍ଳକ ମହିପୁର ପର୍ଯ୍ୟନ୍ତ ୧୨ କିମି  ପରୀକ୍ଷାମୂଳକ ଭାବେ ଶନିବାର ରେଳ ଇଞ୍ଜିନ ଗଡ଼ିଛି। ରେଳ ବିଭାଗର ଅଧିକାରୀମାନେ ପରୀକ୍ଷାମୂଳକ ଭାବେ ଏହି ରେଳ ଇଞ୍ଜିନ ଗଡ଼ାଇଛନ୍ତି। ମଧ୍ୟାହ୍ନ ୧୨ଟା ୧୫ ସମୟରେ…

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ ପୂର୍ବାହ୍ନ…

ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି ଅଧିଗ୍ରହଣ…

ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ

ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ ନେବା ବଦଳରେ ବର୍ଷା ଛାଡ଼ିଲେ ମରାମତି କରାଯିବ ବୋଲି କହିଥିଲା। ଏ ନେଇ ଶୁକ୍ରବାର…

ଆସିକା: ସ୍କୁଲରେ ବିସ୍ଫୋରଣ, ୨ ଛାତ୍ର ଗୁରୁତର

ଆସିକା, ୨୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ସକାଳ ପ୍ରାୟ ସାଢ଼େ ୯ଟାରେ ବୋମା ବିସ୍ଫୋରଣଘଟି ୨ ଛାତ୍ର ଗୁରୁତର ହୋଇଛନ୍ତି। ସେମାନେ ହେଲେ…

ଦୁଇଭାଗ ହେବ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ ଟପିଗଲାଣି। ଜନସଂଖ୍ୟା ସହ ବଢ଼ିଚାଲିଛି ଅପରାଧ। ପ୍ରତିବର୍ଷ ମାମଲା ସଂଖ୍ୟା ମଧ୍ୟ ବଢୁଛି। ତେଣୁ…

ବର୍ଷା, ଚାଷୀ ଆତ୍ମହତ୍ୟା ନେଇ ଗୃହରେ ଉଦ୍‌ବେଗ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୋକା ଦେଇଛି। ରାଜ୍ୟରେ ନିଅଣ୍ଟିଆ ବର୍ଷା। ଜୁନ ପହିଲାରୁ ଜୁଲାଇ ୧୯ ତାରିଖ ମଧ୍ୟରେ ରାଜ୍ୟରେ ୨୬ ପ୍ରତିଶତ ବର୍ଷା କମ୍‌ ହୋଇଛି। ଶ୍ରାବଣ ମାସରେ ଧାନ ବିଲ ଫାଟି ଆଁ କରିଛି। ରୁଆ…

ଅସମାହିତ ପ୍ରଶ୍ନ

ଖୋର୍ଦ୍ଧାରେ ବିସ୍ତାର ଲାଭ କରିଆସିଛି ଖଣି ଓ ଡ୍ରଗ୍ସ ମାଫିଆଙ୍କ ବ୍ୟବସାୟ। କେଇଟା ମାସ, ବର୍ଷ ଭିତରେ ସେମାନଙ୍କୁ କୋଟିପତି ଓ ଲକ୍ଷପତି କରି ପକାଇଛି। ବ୍ୟବସାୟକୁ ବଞ୍ଚାଇବା ପାଇଁ ରାଜନୈତିକ ଓ ପ୍ରଶାସନିକ ଢାଲ ସୃଷ୍ଟି କରାଯାଇଥିଲା। ମାସିକ କୋଟା…

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି। ତେବେ…

ଏସ୍‌ସିବିରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ୟୁନିଟ୍‌ ସ୍ଥାପନ ପ୍ରସଙ୍ଗ: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର/କଟକ ଅଫିସ, ୨୦ା୭(ବ୍ୟୁରୋ): ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ୍‌) ୟୁନିଟ୍‌ ସ୍ଥାପନ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…

ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଆରମ୍ଭ: ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା

ଡେରାବିଶ, ୨୦।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାମିଶ ବ୍ଲକର ୨୬ଟି ପଞ୍ଚାୟତ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri