ଏମ୍ପି, ବିଧାୟକଙ୍କୁ ସମ୍ବର୍ଦ୍ଧନା
ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ନବନିର୍ବାଚିତ ଏମ୍ପି ଏବଂ ବିଧାୟକଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ଏ ନେଇ ଢେଙ୍କାନାଳ ଜିଲା ବିଜେଡି ପକ୍ଷରୁ ସ୍ଥାନୀୟ ମିନିଷ୍ଟାଡିୟମ ପରିସରରେ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ ହୋଇଥିଲା। ଖଣି, ଇସ୍ପାତ ଏବଂ…
୧୫ରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ କେବେ ଆସିବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଜୁନ ୬ ରେ…
ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା
ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍କାଳୀନ ପାଣ୍ଠିଙ୍କୁ ପଠାଯାଇଇଛି।ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ କାର୍ଯ୍ୟକାରୀ ହେବାକୁ ଥିବା…
ଝୁଣ୍ଟିଛି ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନା: ଆବଣ୍ଟନଗ୍ରାହୀଙ୍କୁ ମିଳୁନି ଘର
ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ମହିଷାପାଟ ନିକଟରେ ରାଜ୍ୟ ହାଉସିଂ ବୋର୍ଡ ପକ୍ଷରୁ ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନାରେ ଘର ନିର୍ମାଣ କରାଯାଉଛି। ହେଲେ ପ୍ରଥମ ପର୍ଯ୍ୟାୟ ଆବଣ୍ଟନଗ୍ରାହୀଙ୍କୁ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଘର ହସ୍ତାନ୍ତର କରାଯାଇ…
ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରମନ୍ତ୍ରୀ ଭାବେ…
ପଶ୍ଚିମ ଓଡ଼ିଶାବାସୀଙ୍କୁ ନିରାଶ କଲେ ମୋଦି
ଭବାନୀପାଟଣା, ୩୧।୫ (ଡି.ଏନ୍.ଏ.): ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ବିଜେଡିର ଅସାଧାରଣ ସଫଳତା ଭିତରେ ଭାଜପା ବଞ୍ଚାଇ ରଖିଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାରୁ ଭାଜପାର କଳାହାଣ୍ଡି ସାଂସଦ ଭାବେ ରାଜ୍ୟ ସଭାପତି ବସନ୍ତ ପଣ୍ଡା ବିଜୟୀ ହୋଇଥିଲେ ହେଁ ତାଙ୍କୁ…
ବାଦ ପଡ଼ିବା ପରେ ଜୁଏଲଙ୍କ ପ୍ରତିକ୍ରିୟା: କହିଲେ ଏହା ଗଣତନ୍ତ୍ରର ଏକ ସୁସ୍ଥ ପରମ୍ପରା, ସ୍ବାଭାବିକ ପ୍ରକ୍ରିୟା
ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ଦ୍ୱିତୀୟ ପାଳି ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି ସୁନ୍ଦରଗଡ଼ ଲୋକ ସଭା ଆସନରୁ ଏମ୍ପି ହୋଇଥିବା ଜୁଏଲ୍ ଓରାମ। ଉକ୍ତ ଆସନରୁ ବିପୁଳ ଭୋଟରେ ବିଜୟୀ ହେବା ପରେ ଜୁଏଲଙ୍କ ମନ୍ତ୍ରୀ ପଦ ବଜାୟ ରହିବ ବୋଲି ଆଶା…
ରାଇଜିଂ ଷ୍ଟାର ସିଜନ୍-୩ର ଶ୍ରେଷ୍ଠ ୬ରେ ଅନନ୍ୟା
ଭୁବନେଶ୍ୱର, ୩୧।୫(ବ୍ୟୁରୋ): କଲର୍ସ ଚ୍ୟାନେଲରେ ପ୍ରସାରିତ ‘ରାଇଜିଂ ଷ୍ଟାର’ରେ ଓଡ଼ିଶାରୁ ପ୍ରତିଯୋଗୀ ଅନନ୍ୟା ଶ୍ରୀତମ ନନ୍ଦ ଅଂଶ ଗ୍ରହଣକରି ଶ୍ରେଷ୍ଠ ୬ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଆଉ ଗୋଟିଏ ସପ୍ତାହ ପରେ ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବ। ତେଣୁ ତାଙ୍କୁ…
ଧର୍ମେନ୍ଦ୍ରଙ୍କୁ ପୁଣି ପେଟ୍ରୋଲିୟମ ବିଭାଗ ଦାୟିତ୍ୱ; ପ୍ରତାପଙ୍କୁ ମିଳିଲା ଏମ୍ଏସ୍ଏମ୍ଇ, ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ବିଭାଗ
ନୂଆଦିଲ୍ଲୀ,୩୧।୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍ଡିଏ) ବିପୁଳ ବିଜୟ ସହ କେନ୍ଦ୍ରରେ ସରକାର ଗଢ଼ିଛି। ଗୁରୁବାର ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳ ଶପଥଗ୍ରହଣ କରିବା ପରେ ଶୁକ୍ରବାର ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବଣ୍ଟନ କରାଯାଇଛି।…
ନନ୍ଦନକାନନରେ ନୀଳଗିରି ଲଙ୍ଗୁର ମୃତ
ନରାଜ, ୩୧।୫(ଡି.ଏନ୍.ଏ.): ଭୁବନେଶ୍ୱର ନନ୍ଦନକାନନରେ ଥିବା ଭାରତର ଏକମାତ୍ର ଓରାଙ୍ଗଓଟାନ୍ ବିନିର ବୁଧବାର ମୃତ୍ୟୁ ଘଟିଥିବା ବେଳେ ଶୁକ୍ରବାର ଆଉ ଏକ ଦୁଃଖଦ ଘଟଣା ସମ୍ମୁଖକୁ ଆସିଛି। ଗତ ୧୭ ତାରିଖରୁ ଡାଇରିଆ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଅଣ୍ଡିରା…
ଘରୁ ଚାଲିଥିଲା ଗଞ୍ଜେଇ ବେପାର: ସୋଲପଟା ଗ୍ରାମରେ ଯାଜପୁର ରୋଡ୍ ଅବକାରୀ ବିଭାଗର ଚଢ଼ାଉ; ୮୮ କେଜି ଗଞ୍ଜେଇ ସହ ମହିଳା ଗିରଫ
ଯାଜପୁର ରୋଡ୍,୩୧।୫(ନି.ପ୍ର.): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ରୋଡ୍ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ପାଣିକୋଇଲି ଥାନା ସୋଲପଟା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ୮୮କେଜି ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ…
ବସ୍ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର
ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁର ରବୀନ୍ଦ୍ର କୁମାର ସାମନ୍ତ (୫୫)…
Archives


